ସୋରଡ଼ା ଏନ୍‌ଏସି ଅଧ୍ୟକ୍ଷଙ୍କ ଦାୟିତ୍ୱ ଗ୍ରହଣ

ସୋରଡ଼ା,୩୦ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ଏନ୍‌ଏସିର ନବନିର୍ବାଚିତ ଅଧ୍ୟକ୍ଷ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି ଶିବଶଙ୍କର ପଣ୍ଡା। ଏହିଅବସରରେ କାର୍ଯ୍ୟନିର୍ବାହୀ ଅଧିକାରୀ ଦୂତିକୃଷ୍ଣ ପାତ୍ର ସମେତ ସମସ୍ତ କର୍ମଚାରୀ ଉପସ୍ଥିତ ରହି ସ୍ବାଗତ କରିଥିଲେ। ସହରର ଆବଶ୍ୟକ ସୁବିଧା, ସମସ୍ୟା ସମାଧାନ ତଥା ବିକଶିତ ଯୋଜନାଗୁଡ଼ିକର ସଫଳ ରୂପାୟନ ପାଇଁ ଅଗ୍ରସର ହେବି ବୋଲି ସେ କହିଛନ୍ତି। ଏହି ଅବସରରେ ନୂତନ ଅଧ୍ୟକ୍ଷ ସହରାଞ୍ଚଳର ବିକାଶ ନିମନ୍ତେ ସମସ୍ତଙ୍କ ଗଠନମୂଳକ ସହଯୋଗ କାମ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁଦାମୂଳରୁ ମିଳିଲା ଅଜଣା ଯୁବକଙ୍କ ମୃତଦେହ, ପାଖରେ ପଡ଼ିଥିଲା ମଦ ବୋତଲ

ବୌଦ୍ଧ,୧୪ା୧୦(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ପୁରୁଣା କଟକ ଥାନା ମଣିପୁର ନର୍ସରୀ ନିକଟରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଠାବ ହୋଇଛି। ମିଳିଥିବା ସୂଚନା...

‘ଜନସାଧାରଣ-ପୋଲିସ ମଧ୍ୟରେ ଉତ୍ତମ ସମ୍ପର୍କ ରହିଲେ ଅଞ୍ଚଳରେ ଶାନ୍ତି ବଜାୟ ରହିପାରିବ’

ଦାରିଙ୍ଗବାଡ଼ି,୧୪ା୧୦(ଅରୁଣ ସାହୁ): ପୋଲିସର ନୀତି ବ୍ରିଟିଶ ଅମଳରୁ ଚାଲିଆସିଥିବା ଢଙ୍ଗକୁ ବଦଳାଇବା ପାଇଁ ଏବେ ଲୋକଙ୍କ ନିକଟତର ହେବାକୁ ପ୍ରୟାସ କରୁଛି। ଧିରେ ଧିରେ ପୋଲିସ...

୭ ଦଫା ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସିଲେ ଆଶାକର୍ମୀ

ବରଗଡ଼,୧୪ା୧୦(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ରାଜ୍ୟ ଆଶାକର୍ମୀ ସଂଘ, ବରଗଡ଼ ଜିଲା ଶାଖା ପକ୍ଷରୁ ୭ ଦଫା ଦାବି କରାଯାଇଛି। ଏହି ଦାବି ନେଇ ସୋମବାର ମୁଖ୍ୟମନ୍ତ୍ରୀଙ୍କ...

ସାକ୍ଷୀଗୋପାଳ ମନ୍ଦିରରେ କାର୍ତ୍ତିକ ନୀତି ଆରମ୍ଭ, ନଟବର ବେଶରେ ଦର୍ଶନ ଦେଲେ ପ୍ରଭୁ ଗୋପାଳ

ସାକ୍ଷୀଗୋପାଳ,୧୪ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସାକ୍ଷୀ ଦେବା ପାଇଁ ବୃନ୍ଦାବନରୁ ବ୍ରାହ୍ମଣ ସହିତ ଚାଲିଚାଲି ଆସିଥିବା ଗୋପାଳ ଠାକୁର ସାକ୍ଷୀଗୋପାଳ ନାମରେ ପରିଚିତ ହୋଇଛନ୍ତି। ଏଠାରେ...

ସରକାର ବଦଳିବା ପରେ ବଦଳିଗଲା କି ପୁରୁଷୋତ୍ତମପୁର ସ୍ବାସ୍ଥ୍ୟକେନ୍ଦ୍ରର ନିୟମ, ବାହାରୁ ରିପୋର୍ଟ ଆଣିଲେ…

ପୁରୁଷୋତ୍ତମପୁର,୧୪ା୧୦(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ବାସ୍ଥ୍ୟସେବା ସମ୍ପୂର୍ଣ୍ଣ ରୂପେ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଯାହାକି ସାମାନ୍ୟ ବ୍ଲଡ୍‌ପ୍ରେସର ଓ ଟେମ୍ପରେଚର ମାପିବା ଲାଗି...

ବାଇକ୍‌କୁ ଧକ୍କା ଦେଇ ରାସ୍ତାରେ ଜଳିଗଲା ବସ୍‌, ଜଣଙ୍କ ଜୀବନ ଗଲା

ଯାଜପୁର,୧୪ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁରର ଏନ୍‌ଏଚ୍‌ ୧୬ ଛତିଆ ନିକଟରେ ଏକ ବାଇକ୍‌କୁ ଧକ୍କା ଦେଇ ବସ୍‌ଟି ଜଳିଯାଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୨ ଜଣ...

ଭସାଣି ପାଇଁ ଆସୁଥିବା ବ୍ୟାଣ୍ଡ୍‌ପାର୍ଟି ଗାଡ଼ି ଓଲଟିଲା: ମ୍ୟୁଜିକାଲ ଗ୍ରୁପ୍‌ର ୫ ଆହତ

କାମାକ୍ଷାନଗର,୧୪ା୧୦(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଭସାଣି ଯାତ୍ରାକୁ ମ୍ୟୁଜିକ୍‌ ପରିବେଷଣ ପାଇଁ ଆସୁଥିବା ବେଳେ ଏକ ବ୍ୟାଣ୍ଡପାର୍ଟି ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର...

ବିଜୟାଦଶମୀରେ ମା’ ଅପରାଜିତାଙ୍କ ଖଣ୍ଡା ପୂଜା

ଡୁଙ୍ଗୁରିପାଲି,୧୨।୧୦(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅଧୀନ ଦିଗଶିରା ଗ୍ରାମରେ ବିଜୟା ଦଶମୀ ଏବଂ ମା’ ଅପରାଜିତା ଦେବୀଙ୍କ ଦଶହରା ଖଣ୍ଡା ପୂଜା ମହାଆଡମ୍ବରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri