Advertisement

ସୋରଡ଼ା ଅଗ୍ନିକାଣ୍ଡ ଘଟଣା: ଗୁରୁତର ଥିବା ଶିଶୁକନ୍ୟା ବୁଜିଲେ ଆଖି

ସୋରଡ଼ା,୧୭ା୧(ଡି.ଏନ.ଏ.): ସୋରଡା ବ୍ଲକ ଗେଞ୍ଜା ପଞ୍ଚାୟତ ବନ୍ଧାଗୋଛା ଗ୍ରାମର ଛବି ନାୟକଙ୍କ ଘରେ ନିଅଁା ଲାଗି ଯାଇଥିଲା। ଫଳରେ ପରିବାରର ୪ଜଣ ପୋଡି ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ପ୍ରଥମେ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧିନ ଅବସ୍ଥାରେ ଛବି ନାୟକଙ୍କ ୫ ବର୍ଷର ଝିଅ ଅଞ୍ଜଳିଙ୍କ ମୃତ୍ୟୁ ଘଟିଛି।

ମିଳିଥିବା ସୂଚନା ମୁତାବକ, ସୋମବାର ସନ୍ଧ୍ୟାରେ ଛବି ନାୟକଙ୍କ ଘରେ ଅନ୍ଧାର ଯୋଗୁ ଦୀପ ଲଗାଯାଇଥିଲା। ହେଲେ ଦୀପରୁ କୌଣସି ପ୍ରକାରେ ଘରେ ନିଆଁ ଲାଗି ଚାରିଆଡ଼େ ବ୍ୟାପି ଯାଇଥିଲା। ହଠାତ ଘରୁ ବାହାରି ନ ପାରି ୫ ବର୍ଷୀୟା ଶିଶୁକନ୍ୟା ଅଞ୍ଜଳିଙ୍କ ସମେତ ସୁଷମା ନାୟକ(୩୫), ଧୋବୁଣୀ ନାୟକ ଓ ଛବି ପୋଡି ହୋଇ ଗୁରୁତର ଆହତ ହୋଇଥିଲେ। ଅନ୍ୟପକ୍ଷେ ପ୍ରଶାସନ ପକ୍ଷରୁ ମୃତକଙ୍କ ପରିବାର ଲୋକଙ୍କୁ ୧୦ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଏପରିକି ପରିବାର ଲୋକଙ୍କ ଚିକତ୍ସା ପାଇଁ ଆର୍ଥିକ ସହାୟତା ପ୍ରଦାନ କରିବାକୁ ଗ୍ରାମବାସୀ ଅନୁରୋଧ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ତଟରେ ମୁକୁଳା ପଡ଼ିଛି ୱାଚ୍‌ ଟାୱାର

ବାସୁଦେବପୁର, ୨୮।୪ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ବ୍ଲକ  ବଙ୍ଗୋପସାଗର ସଂଲଗ୍ନ ଥିବା ଏକ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଏହି ବ୍ଲକର ୩୬ ପଞ୍ଚାୟତ...

ବିଶ୍ୱ ଆଦିବାସୀ ଦିବସ ପାଳିତ: ଭାଷା,ସଂସ୍କୃତିର ସୁରକ୍ଷା ଉପରେ ଗୁରୁତ୍ୱ

ମୁରିବାହାଲ, ୧୮।୮ (ଡି.ଏନ.ଏ.):ବଲାଙ୍ଗୀର ଜିଲା ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ମୁରିବାହାଲ ବ୍ଲକ ଆଦିବାସୀ ସଂଘ ପକ୍ଷରୁ ଜମିଦାରପଡାଠାରେ ରବିବାର ରାଜ୍ୟସ୍ତରୀୟ ବିଶ୍ୱ ଆଦିବାସୀ ଦିବସ...

୧୬ରୁ ସ୍ଵର୍ଗଦ୍ୱାରରେ ବାହାର ଲୋକଙ୍କୁ ଶବଦାହ ଅନୁମତି

ପୁରୀ ଅଫିସ,୧୫।୮: ସ୍ଵର୍ଗଦ୍ୱାରରେ ଶବସତ୍କାର ଓ ମହୋଦଧିରେ ଅସ୍ଥି ବିସର୍ଜନ ନେଇ ରହିଥିବା କଟକଣାକୁ ପୁରୀ ଜିଲା ପ୍ରଶାସନ ପ୍ରତ୍ୟାହାର କରିନେଇଛି। ଆସନ୍ତା ୧୬ ତାରିଖରୁ...

ତୀର ମାରି ଗର୍ଭଣୀ ହାତୀକୁ ମାରିଦେଲେ

କେନ୍ଦୁଝର/ତେଲକୋଇ, ୮ା୧୧(ସ୍ବ.ପ୍ର./ଡି.ଏନ.ଏ.):କେନ୍ଦୁଝର ଜିଲା ତେଲକୋଇ ରେଞ୍ଜ ତାଳପଦା ସେକ୍ସନ ତାଳପଦା ବିଟ୍‌ ଅଧୀନ କୁଳିଆପାଳ ନିକଟ କଳାପାଟ ସଂରକ୍ଷିତ ଜଙ୍ଗଲରୁ ବନ ବିଭାଗ ଏକ ମାଈ...

ରବିଧାନ ପାଇଁ ୧୦ରୁ ଖୋଲିବ ମଣ୍ଡି: ସାମାଜିକ ଦୂରତା, ସାନିଟାଇଜର, ମାସ୍କ ସବୁ ମଣ୍ଡିରେ ବାଧ୍ୟତାମୂଳକ

ରାୟଗଡ଼ା ଅଫିସ,୨୭ା୪: ରାୟଗଡ଼ା ଜିଲାରେ ପୂର୍ବରୁ ୧୩ଟି ମଣ୍ଡିରୁ ଧାନ ସଂଗ୍ରହ କରାଯାଉଥିବା ବେଳେ ଏଥର ୪ଟି ଅଧିକ ମଣ୍ଡି ଖୋଲାଯିବ। ସେହି ୪ଟି ନୂଆ...

ଅକାଳରେ ଗଲାଣି ୧୨ ଜୀବନ

କେନ୍ଦୁଝର, ୨୯।୭ (ସ୍ବ.ପ୍ର.) କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅଧୀନ ବାୟାପାଣ୍ଡାଧାର ଜୁଆଙ୍ଗ ଗ୍ରାମରେ ଦୁଇ ଦିନ ମଧ୍ୟରେ ୨ଜଣଙ୍କ ମୃତ୍ୟୁକୁ ନେଇ ଗ୍ରାମବାସୀ ଚିନ୍ତିତ...

ପିଆଜ ଟ୍ରକ୍‌ରେ ଗଞ୍ଜେଇ ଚାଲାଣ

ଖୋର୍ଦ୍ଧା ଅଫିସ,୪।୬: ଖୋର୍ଦ୍ଧା ଜିଲା ୫୭ ନଂ ଜାତୀୟ ରାଜପଥ ସଦର ଥାନା ଅଞ୍ଚଳରୁ ଗୁରୁବାର ଅପରାହ୍ନରେ ଏକ ପିଆଜ ଟ୍ରକ୍‌ରୁ ୭ କୁଇଣ୍ଟାଲ ଗଞ୍ଜେଇ...

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ: ଏନ୍‌ଓସି ଦେଇଛି ଏନ୍‌ଏମ୍‌ଏ

ପୁରୀ ଅଫିସ,୧୨।୩: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟକୁ ଜାତୀୟ ସ୍ମାରକୀ ପ୍ରାଧିକରଣ (ଏନ୍‌ଏମ୍‌ଏ) ନୋ ଅବ୍‌ଜେକ୍ସ ସାର୍ଟିଫିକେଟ (ଏନ୍‌ଓସି) ଦେଇଥିବାବେଳେ ଆଇନସମ୍ମତ ଭାବେ କାର୍ଯ୍ୟ ଚାଲିଛି...

Advertisement
Archives

Model This Week