Advertisement

୮ ଜିଲା ଦାୟିତ୍ୱରେ ସୋରଡ଼ା ବିଧାୟକ

ସୋରଡ଼ା,୧୯।୧୧: ରାଜ୍ୟ ବିଧାନସଭା ବିଭାଗୀୟ ଷ୍ଟାଣ୍ଡିଂ କମିଟିର ନିଷ୍ପତ୍ତିକ୍ରମେ ୪ଟି ସବ୍‌କମିଟି ଗଠନ କରାଯାଇଛି। ଉକ୍ତ କମିଟିକୁ ବିଭିନ୍ନ ଜିଲାର ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିବାକୁ ଦାୟିତ୍ୱ ଦିଆଯାଇଛି। ସବ୍‌କମିଟି -୨ରେ ବିଧାୟକ ପଦ୍ମନାଭ ବେହେରା, ସୁବାସ ଚନ୍ଦ୍ର ପାଣିଗ୍ରାହୀ ଓ ସୋରଡ଼ା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁଙ୍କ ନାମ ରହିଛି। ତାଙ୍କୁ ବୌଦ୍ଧ, ସୋନପୁର, ବରଗଡ଼, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି ଜିଲାର ସମୀକ୍ଷା ଦାୟିତ୍ୱ ଦିଆଯାଇଛି। ଏପରିକି ଆବଶ୍ୟକ ସ୍ଥଳେ କୌଣସି ସେବା ଯୋଗାଇ ଦେବାକୁ କୁହାଯାଇଛି। ବିଧାନସଭା ସଚିବାଳୟ ନୋଟିଫିକେଶନ୍‌ ନଂ. ୮୪୩୭ ତଥା ସଚିବ ଦାଶରଥି ଶତପଥୀଙ୍କ ପକ୍ଷରୁ କମିଟି ସମ୍ପର୍କରେ ସୂଚନା ଦିଆଯାଇଛି


Enter your email to get our daily news in your inbox.

All Right Reserved By Dharitri.Com

ଅପରେଶନ ପରେ ହରାଇଲେ ଦୃଷ୍ଟିଶକ୍ତି

କାମାକ୍ଷାନଗର, ୨୫।୨(ଡି.ଏନ.ଏ.) ବେସରକାରୀ ଚିକିତ୍ସାଳୟର ଖାମଖିଆଲ ମନୋଭାବ ଯୋଗୁ ଜଣେ ବୃଦ୍ଧା ଆଖି ହରାଇଥିବା ଅଭିଯୋଗ ହୋଇଛି। କାମାକ୍ଷାନଗର ଏନ୍‌ଏସି ଅଧୀନ ବଡ଼ବିଲା ଗଁାର ଧଳା...

ମଦଭାଟି ମ୍ୟାନେଜରଙ୍କଠାରୁ ଲୁଟ୍‌ ଘଟଣା : ୪ ଗିରଫ

ବଅଁରପାଳ,୪ା୭(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ଥାନା ଅଧୀନ ମହୀଧରପୁର ରାସ୍ତାର ଫୁଲୁପଡ଼ା ନିକଟରୁ ଗତ ଜୁନ୍‌ ୧୪ ତାରିଖରେ ଜଣେ ମଦଭାଟି ମ୍ୟାନେଜରଙ୍କ ଠାରୁ ସ୍କୁଟି...

ପୋଲିସ ବିଭାଗରେ ଅଦଳବଦଳ: ବଦଳିଲେ ୨୦ ଇନ୍ସପେକ୍ଟର, ୩୯ ଏସ୍‌ଆଇ

କଟକ ଅଫିସ,୭।୬: ରାଜ୍ୟ ପୋଲିସରେ ଇନ୍ସପେକ୍ଟର, ସବ୍‌-ଇନ୍ସପେକ୍ଟର ଓ ଆସିଷ୍ଟାଣ୍ଟ ସବ୍‌-ଇନ୍ସପେକ୍ଟର ସ୍ତରରେ ଶନିବାର ଅଦଳବଦଳ କରାଯାଇଛି। ଏନେଇ ରାଜ୍ୟ ପୋଲିସ ମୁଖ୍ୟାଳୟ ବଦଳି ନିର୍ଦ୍ଦେଶ...

ସରିଲା ଜିଲା ବରିଷ୍ଠ ଖୋ-ଖୋ ଦଳ ଚୟନ: ୬ରେ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଭାଗନେବେ

ରସୁଲପୁର,୪ା୧୨(ଡି.ଏନ୍‌.ଏ.)- ରସୁଲପୁର ବ୍ଲକ ଅନ୍ତର୍ଗତ ଖଣ୍ଡିତର ସରକାରୀ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆରେ ମଙ୍ଗଳବାର ଯାଜପୁର ଜିଲାସ୍ତରୀୟ ଖୋ-ଖୋ ଦଳ ଚୟନ ପ୍ରକ୍ରିୟା ଚୂଡ଼ାନ୍ତ ହୋଇଛି।...

ଜଟଣୀ ପଞ୍ଚାୟତ ସମିତି ବୈଠକରେ ହଟ୍ଟଗୋଳ: ବାତ୍ୟା ଫନୀ, ଆବାସ ଯୋଜନା ଚୟନରେ ଅନିୟମିତତା

ଜଟଣୀ,୨୮ା୧୨(ଡି.ଏନ.ଏ.): ଜଟଣୀ ପଞ୍ଚାୟତ ସମିତି ବୈଠକ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ହୋଇଥିଲା। ବ୍ଲକ ଅଧ୍ୟକ୍ଷା ବନଜା ଜେନାଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ବୈଠକରେ ବିଡିଓ...

କାମକରୁନି ଏଚ୍‌ଆଇଭି ପରୀକ୍ଷଣ ମେଶିନ

ଢେଙ୍କାନାଳ ଅଫିସ, ୧୬।୭: କରୋନା ସଙ୍କଟ ସମୟରେ ବଡ଼କଷ୍ଟରେ ଆୟୋଜନ କରାଯାଉଛି ରକ୍ତଦାନ ଶିବିର। ରକ୍ତ ଭଣ୍ଡାରକୁ ସଂଗୃହୀତ ଆସୁଛି ରକ୍ତ। ହେଲେ ଏହା ରୋଗୀଙ୍କ କାମରେ...

ଝାରସୁଗୁଡା : ହୋମ କ୍ୱାରେଣ୍ଟାଇନରେ ଅଛନ୍ତି ୧୮୪୦ଜଣ

ଝାରସୁଗୁଡା ଅଫିସ,୫ା୪- କରୋନା ଭୁତାଣୁ ସଂକ୍ରମଣକୁ ରୋକିବା ପାଇଁ ଝାରସୁଗୁଡା ଜିଲା ପ୍ରଶାସନ ବିଭିନ୍ନ ପଦକ୍ଷେପ ମାନ ନେଉଛି । ଜିଲା ପ୍ରଶାସନ ସହିତ ଜିଲା...

ପୂର୍ବତନ ବିଧାୟକଙ୍କଠାରୁ ଟଙ୍କା ଲୁଟି ନେଲେ

ରାଇରଙ୍ଗପୁର,୨୮ା୮(ଡି.ଏନ.ଏ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ପୂର୍ବତନ ବିଧାୟକ ସାଇବା ସୁଶୀଲ ହାଁସଦାଙ୍କଠାରୁ ଶନିବାର ଦୁର୍ବୃତ୍ତମାନେ ୮୧ ହଜାର ଟଙ୍କା ଲୁଟି ନେଇଛନ୍ତି । ଏନେଇ ବହଳଦା...

Advertisement
Archives

Model This Week