ସୋରଡ଼ା ଏନ୍‌ଏସିରେ ସ୍ବାୟତ୍ତ ଶାସନ ଦିବସ

ସୋରଡ଼ା,୩୧ା୮(ଲମ୍ବୋଦର ପାଣିଗ୍ରାହୀ): ସ୍ବାୟତ୍ତ ଶାସନ ଦିବସ ସ୍ଥାନୀୟ ଏନ୍‌ଏସି ତରଫରୁ ପାଳିତ ହୋଇଯାଇଛି। ସକାଳୁ କାର୍ଯ୍ୟାଳୟ ପରିସରରେ ଜାତୀୟ ପତ୍ତାକା ଉତ୍ତୋଳନ ପରେ ଗଣିଛକଠାରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତି, ଋଷିକୁଲ୍ୟା ସେତୁ ନିକଟ ଶଶିଭୂଷଣଙ୍କ ପ୍ରତିମୂର୍ତ୍ତି, ବ୍ଲକ ଲାଇନ୍‌ ଗାନ୍ଧୀ ମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରଯାଇଥିଲା। ପରେ ସହରର ବିଭିନ୍ନ ସ୍ଥାନରେ ନିର୍ମାଣ ହୋଇଥିବା ସୌନ୍ଦର୍ଯ୍ୟକରଣ ପ୍ରକଳ୍ପକୁ ଉଦଘାଟନ କରଯାଇଥିଲା। ମଧ୍ୟାହ୍ନରେ ମାର୍କେଟ କମ୍ପ୍ଲେକ୍ସ ପରିସରରେ ଆୟୋଜିତ ସଭା ତଥା ପୁରସ୍କାର ବିତରଣ ସମାରୋହରେ ପୂର୍ବରୁ ଅନୁଷ୍ଠିତ ବିଦ୍ୟାଳୟ, ମହାବିଦ୍ୟାଳୟ ସ୍ତରୀୟ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରଯାଇଥିଲା। ସହରର ମାନ୍ୟଗନ୍ୟ ବିଶିଷ୍ଟ ବ୍ୟକ୍ତିମାନଙ୍କୁ ସମ୍ମାନିତ କରଯାଇଥିଲା। ମୁଖ୍ୟ ଅତିଥି ଭାବେ ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ ଯୋଗଦେଇଥିବା ବେଳେ ଅଧ୍ୟକ୍ଷ ଶିବଶଙ୍କର ପଣ୍ଡା ସଭାପତିତ୍ୱ କରିଥିଲେ। କାର୍ଯ୍ୟନିର୍ବାହୀ ଅଧିକାରୀ ଦୂତିକୃଷ୍ଣ ପାତ୍ର ପରିଚାଳନା କରିଥିଲେ। ମୁକ୍ତା ସଂଯୋଜକ ଯତୀନ୍ଦ୍ର ତ୍ରିପାଠୀ ସହଯୋଗ କରିଥିବା ବେଳେ ସମସ୍ତ ସଭ୍ୟା,ସାଭ୍ୟ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri