ବିଜେଡିରୁ ଇସ୍ତଫା ଦେଲେ ପର୍ଶୁରାମ ଧଡ଼ା, ଟିକେଟ୍ ନ ମିଳିବାରୁ ନିଷ୍ପତି

ଭୁବନେଶ୍ୱର,୩।୪: ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି ସୋର ବିଧାୟକ ପର୍ଶୁରାମ ଧଡ଼ା। ଟିକେଟ୍ ନ ମିଳିବାରୁ ଅସନ୍ତୋଷ ପ୍ରକାଶ କରି ସେ ଦଳ ଛାଡ଼ିଥିବା କହିଛନ୍ତି। ବୁଧବାର ବିଜେଡି ପକ୍ଷରୁ ଦ୍ୱିତୀୟ ପର୍ଯ୍ୟାୟରେ ୨୭ ବିଧାନସଭା ଆସନ ଏବଂ ୫ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ଏଥିରେ ସୋରରୁ ମାଧବ ଧଡ଼ାଙ୍କୁ ବିଜେଡି ଟିକେଟ ଦେଇଛି।

ଇସ୍ତଫା ଦେବା ପରେ ପର୍ଶୁରାମ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ନିର୍ବାଚନ ନିଶ୍ଚିତ ଲଢ଼ିବି। ତେବେ ଦଳରୁ ଲଢ଼ିବି ନା ସ୍ୱାଧୀନ, ଲୋକଙ୍କ ସହ ପରାମର୍ଶ ପରେ ନିଷ୍ପତ୍ତି ନେବି। କିନ୍ତୁ ଟିକେଟ ନଦେବା ବିଜେଡି ପାଇଁ ମହଙ୍ଗା ପଡ଼ିବ କି ନା, ସମୟ କହିବ ବୋଲି ସେ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ନିଷ୍ପତ୍ତି: ଏଣିକି ଟ୍ରେନ୍‌ରେ ଲଗେଜ୍‌ ଚୋରି ହେଲେ ଜରିମାନା ଦେବ ରେଳ ବିଭାଗ, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ…

ନୂଆଦିଲ୍ଲୀ,୬ା୮: ଯଦି ଆପଣ ଟ୍ରେନରେ ଯାତ୍ରା କରୁଛନ୍ତି ଆଉ ଏହି ସମୟରେ ଆପଣଙ୍କ ବ୍ୟାଗ କିମ୍ବା ମୂଲ୍ୟବାନ ଜିନିଷ ଚୋରି ହୋଇଯାଉଛି, ତେବେ ଆଉ ଚିନ୍ତା ନାହିଁ।…

ବିଲରେ ଛୁଆକୁ ଶୁଆଇଥିବା ବେଳେ କାମୁଡିଦେଲା ସାପ; ହଠାତ୍ ଫୁଲିଗଲା ମୁହଁ, ତାପରେ…

ପଟ୍ଟାଙ୍ଗି,୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପୁକାଲି ଗ୍ରାମପଞ୍ଚାୟତର ମାଳିଗୁଡା ଗ୍ରାମରେ ସାପ କାମୁଡାରେ ଜଣେ ନାବାଳକଙ୍କର ମୃତ୍ୟୁ ହୋଇଛି । କୋରାପୁଟ…

ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର, ସ୍କୁଲ, କଲେଜ ଶିକ୍ଷକ କର୍ମଚାରୀଙ୍କ…

ମହାକାଳପଡ଼ା,୬ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସମ୍ମୁଖରେ ଓଡ଼ିଶା ସ୍କୁଲ, କଲେଜ ଶିକ୍ଷକ, କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ୪ ଦଫା ଦାବି…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଆହୁରି ୧୮ଟଙ୍କା ବଢିଯିବ LPG ସିଲିଣ୍ଡର! ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୬।୮: ଭାରତରେ ଆଗାମୀ ଦିନରେ ଘରୋଇ ଏଲପିଜି (LPG) ସିଲିଣ୍ଡର ପିଛା ଦାମ୍ ପ୍ରାୟ ୧୮ ଟଙ୍କା ବୃଦ୍ଧି ହୋଇପାରେ। ଏହାସହିତ ପେଟ୍ରୋଲ-ଡିଜେଲ ଏବଂ ସିଏନ୍‌ଜି (CNG)ର…

ହଠାତ୍‌ ଟାୟାର ହେଲା ବ୍ଲାଷ୍ଟ, ଘାଟିରେ ଓଲଟି ପଡିଲା ଲୁହା ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ…

ମୋହନା,୬।୮ ( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଖାରିଗୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭୀମଦଳି ଘାଟିରେ ଏକ ଲୁହା ବୋଝେଇ ଟ୍ରକ୍‌ ଭାରସାମ୍ୟ…

ମଝି ଆକାଶରେ ଟ୍ରମ୍ପଙ୍କ ହେଲିକପ୍ଟର ନିକଟକୁ ହଠାତ୍‌ ଚାଲିଆସିଲା ଯାତ୍ରୀବାହୀ ବିମାନ, ଆଉ ତା’ପରେ…

ୱାଶିଂଟନ, ୬।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ସେତେବେଳେ ଆଶ୍ଚର୍ଯ୍ୟଚକିତ ହୋଇଯାଇଥିଲେ, ଯେତେବେଳେ ତାଙ୍କୁ ନେଇଯାଉଥିବା ସାମରିକ ହେଲିକପ୍ଟର ‘ମେରିନ ୱାନ’ କଥିତ ଭାବେ ୱାଶିଂଟନ…

ଭିତ୍ତିଭୂମି ଅଭାବରେ କ୍ରୀଡ଼ା ବିକାଶ ଦିଗହରା: ଜାତୀୟସ୍ତରରେ ସଫଳତା ସତ୍ତ୍ୱେ ମିଳୁନି ପ୍ରୋତ୍ସାହନ

ଅମରପାଲି,୬ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଉପଖଣ୍ଡରେ ଭିତ୍ତିଭୂମି ଅଭାବ କାରଣରୁ କ୍ରୀଡ଼ାର ବିକାଶ କ୍ଷେତ୍ରରେ ଦିଗହରା ହୋଇଛି। ବୀରମହାରାଜପୁର ଏନ୍‌ଏସି, ବୀରମହାରାଜପୁର ଓ ଉଲୁଣ୍ଡା ବ୍ଲକକୁ…

ପୂର୍ବତନ ବିଧାୟକଙ୍କ ଝିଅଙ୍କୁ ଯୌତୁକ ନିର୍ଯାତନା,ହତ୍ୟା ଉଦ୍ୟମ: ଅଭିଯୁକ୍ତ ସ୍ବାମୀଙ୍କୁ ଅନୁଗୋଳରୁ ଗିରଫ କଲା ପୋଲିସ

ଦେବଗଡ,୬।୮(ଶଶାଙ୍କ ଶେଖର ଝାଙ୍କର) : ଦେବଗଡ ସହରର ଜଣେ ଯୁବତୀଙ୍କୁ ବିବାହ ପରେ ଯୌତୁକ ନିର୍ଯାତନା ଓ ହତ୍ୟା ଉଦ୍ୟମ ଅଭିଯୋଗରେ ଦେବଗଡ ଥାନା ପୋଲିସ ଅନୁଗୋଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri