Posted inଜାତୀୟ

ଚିଠି ସହ ଚୋର ଫେରାଇଲା କୋଭିଡ୍‌ ଟିକା ଭର୍ତ୍ତି ବ୍ୟାଗ୍‌

ଚଣ୍ଡିଗଡ଼,୨୨।୪ : ହରିୟାଣର ରାଜଧାନୀ ଚଣ୍ଡିଗଡ଼ରେ ଅଜବ ଘଟଣା ସାମ୍ନାକୁ ଆସିଛି। ଜଣେ ଚୋର ଗୁରୁବାର ୧୭୦୦ କୋଭିଡ୍‌-୧୯ ଟିକା ଭର୍ତ୍ତି ଥିବା ଏକ ବ୍ୟାଗ ଚୋରି କରିଥିଲା। କିନ୍ତୁ ବ୍ୟାଗରେ କ’ଣ ଅଛି ଜାଣିବା ପରେ ବଦଳି ଯାଇଥିଲା ତା’ର ମନ। ଆଉ ଏକ ଚିଠି ସହ ଫେରାଇ ଦେଲା କୋଭିଡ୍‌ ଟିକା ଭର୍ତ୍ତି ବ୍ୟାଗ।

‘କ୍ଷମାକର। ଏହା କରୋନା ମେଡିସିନ ମୋତେ ଜଣା ନ ଥିଲା’ ବୋଲି ଚିଠିରେ ଉଲ୍ଲେଖ ଥିଲା। ଉକ୍ତ ବ୍ୟାଗରେ ଥିଲା ଉଭୟ କୋଭିଶିଲ୍ଡ ଓ କୋଭାକ୍ସିନ ଟିକା। ଜିନ୍ଦ ହସ୍ପିଟାଲର ଷ୍ଟୋରରୁମ୍‌ ପକ୍ଷରୁ ରୁଜୁ କରାଯାଇଥିବା ମାମଲାକୁ ଭିତ୍ତି କରି ପୋଲିସ ଏବେ ଚୋରକୁ ଖୋଜୁଛି।

ଗୁରୁବାର ମଧ୍ୟାହ୍ନରେ ସିଭିଲ ଲାଇନ ପୋଲିସ ଷ୍ଟେଶନ ବାହାରେ ଥିବା ଚା’ ଦୋକାନରେ ଅନ୍ୟ ଜଣେ ବ୍ୟକ୍ତିଙ୍କୁ ଧରାଇ ଦେଇଥିଲେ। ପୋଲିସ ପାଇଁ ଫୁଡ୍‌ ଡେଲିଭରୀ କରୁଥିବା ଅଜଣା ବ୍ୟକ୍ତିଙ୍କୁ କହିଥିଲା ଚୋର। ଅନ୍ୟ ଆଡ଼େ ଡେଲିଭରୀ କରିବାକୁ ଥିବା କହି ଚା’ ଦୋକାନରୁ ଚାଲି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଟ୍ରାଏଲ୍‌ ପ୍ରତିଷେଧକ ଟୀକାର ଉତ୍ପାଦନ ମେ ମାସରୁ: ଭାରତରେ ୧୦୦୦ ଟଙ୍କାରେ ମିଳିବ

ନୂଆଦିଲ୍ଲୀ,୨୮।୪: କରୋନା ସଂକ୍ରମଣ ନେଇ ଭାରତରେ ସ୍ଥିତି ଧୀରେ ଧୀରେ ସଙ୍କଟ ଜନକ ହେବାରେ ଲାଗିଛି। ପୁଣେ ସ୍ଥିତ କମ୍ପାନୀ ସିରମ୍‌ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ...

ଜୀବିତ ବ୍ୟକ୍ତିଙ୍କୁ ମୃତ ଘୋଷଣା କରି ପୋଷ୍ଟମର୍ଟମ ପାଇଁ ପଠାଇଲେ ଡାକ୍ତର

ସାଗର,୨୨।୬: ମଧ୍ୟପ୍ରଦେଶର ସାଗର ଜିଲାରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଡାକ୍ତରଙ୍କର ଏକ ଖାମଖିଆଲି ମନୋଭାବ ଦେଖିବାକୁ ମିଳିଛି। ଜଣେ ଜୀବିତ ବୃଦ୍ଧଙ୍କୁ ଡାକ୍ତର...

ଜାତୀୟ ନିଯୁକ୍ତି ଏଜେନ୍ସି ସ୍ଥାପନକୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ, ୨୦।୮(ଆଇଏନ୍‌ଏସ୍‌): ଜାତୀୟ ନିଯୁକ୍ତି ଏଜେନ୍ସି ସ୍ଥାପନକୁ ବୁଧବାର କେନ୍ଦ୍ର କ୍ୟାବିନେଟ ଅନୁମୋଦନ କରିଛି। ଅଧିକାଂଶ କେନ୍ଦ୍ରୀୟ ସରକାରୀ ଚାକିରି ପାଇଁ ଏହି ସଂସ୍ଥା ସାଧାରଣ...

ହଂସଖାଲି ଗଣବଳାତ୍କାର, ହତ୍ୟା: ତେଜିଲା ରାଜନୀତି

କୋଲକାତା/ନୂଆଦିଲ୍ଲୀ,୧୪ା୪: ପଶ୍ଚିମବଙ୍ଗର ନଦୀୟା ଜିଲା ହଂସଖାଲିରେ ଜଣେ ୧୪ ବର୍ଷୀୟା ଝିଅଙ୍କୁ ଗଣବଳାତ୍କାର ଓ ହତ୍ୟା କରାଯିବା ମାମଲାରେ ରାଜନୀତି ସରଗରମ ହେବାରେ ଲାଗିଛି। ବିରୋଧୀ...

ଭଲସାଡ କେମିକାଲ କମ୍ପାନୀରେ ବିସ୍ଫୋରଣ ୨ ମୃତ, ୨ ଆହତ

ଭଲସାଡ,୨୮ ।୨: ଗୁଜରାଟର ଭଲସାଡ ଜିଲାରେ ସୋମବାର ରାତିରେ ଏକ କେମିକାଲ କମ୍ପାନୀରେ ବିସ୍ଫୋରଣ ହୋଇଛି । ଏଥିରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ...

କେରଳ ବିଧାନସଭା: ପ୍ରବଳ ହଟ୍ଟଗୋଳ ମଧ୍ୟରେ ସିଏଏ ବିରୋଧରେ ପ୍ରସ୍ତାବ ପାଠ କଲେ ରାଜ୍ୟପାଳ

ଥରୁଭାନନ୍ତପୁରମ୍‌,୨୯।୧: କେରଳ ବିଧାନସଭା ବଜେଟ୍‌ ଅଧିବେଶନ ବୁଧବାରଠାରୁ ଆରମ୍ଭ ହୋଇଛି। ଅଧିବେଶନର ପ୍ରଥମ ଦିନରେ ପ୍ରବଳ ହଟ୍ଟଗୋଳ ମଧ୍ୟରେ ରାଜ୍ୟପାଳ ଆରିଫ୍‌ ଅହମ୍ମଦ୍‌ ଖାଁ ସିଏଏ...

ଏମିତି ଗାଁ ଯେଉଁଠାରେ ଆଜି ବି ମୋବାଇଲ ନେଟଓ୍ବର୍କ ନାହିଁ

ଜୟପୁର,୨୯।୮: ଦେଶରେ ଡିଜିଟାଲ ଇଣ୍ଡିଆ, ଆତ୍ୟାଧୁନିକ ଜ୍ଞାନ କୌଶଳ, ନୂଆ ନୂଆ ଟେକ୍ନୋଲୋଜି ଓ ଆତ୍ମନିର୍ଭରଶୀଳ କଥା ନେଇ ସରକାର ଡିଣ୍ଡିମ ପିଟୁଛନ୍ତି। ହେଲେ ଆଜି...

ବିମାନବନ୍ଦରରୁ ମିଳିଲା ସନ୍ଦିଗ୍ଧ ବ୍ୟାଗ୍‌: ଦିଲ୍ଲୀରେ ସୁରକ୍ଷାବ୍ୟବସ୍ଥା କଡ଼ାକଡ଼ି

ନୂଆଦିଲ୍ଲୀ,୧।୧୧: ଇନ୍ଦିରା ଗାନ୍ଧୀ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଏକ ସନ୍ଦିଗ୍ଧ ବ୍ୟାଚ୍‌ ଜବତ ହେବା ପରେ ଦିଲ୍ଲୀରେ ହାଇଆଲର୍ଟ ଜାରି କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ...

Advertisement
Archives

Model This Week