ଦୁଃଖିତ ହେଲେ ଜୁକରବର୍ଗ

ୱାଶିଂଟନ,୫ ।୧୦: ସୋମବାର ରାତିରେ ପ୍ରାୟ ସମସ୍ତ ସୋସିଆଲ ମିଡିଆ ସର୍ଭର ଡାଉନ୍ ନେଇ ସୂଚନା ମିଳିଥିଲା । ଏହାର ବ୍ୟବହାରକାରୀମାନେ ସର୍ଭର ଡାଉନକୁ ନେଇ ଅସୁବିଧାର ସମ୍ମୁଖୀନ ବି ହୋଇଥିଲେ । ଏମିତି ଖବର ପ୍ରାୟ ସମସ୍ତ ଗଣମାଧ୍ୟମରେ ପ୍ରସାରି ହୋଇ ଯାଇଥିଲା । ତେବେ ମଙ୍ଗଳବାର ସକାଳ ସୁଦ୍ଧା ସମସ୍ତ ସାଇଟ୍ ଆଂଶିକ ଭାବେ କାମ ଆରମ୍ଭ କରି ଦେଇଥିଲେ । ଏହାକୁ ନେଇ ସୋସିଆଲ ମିଡିଆ ପ୍ଲାଟଫର୍ମ ଫେସବୁକର ସିଇଓ ମାର୍କ ଜୁକରବର୍ଗ କହିଥିଲେ ଫେସବୁକ, ଇନଷ୍ଟାଗ୍ରାମ, ହ୍ୱାଟସ୍‌ଆପ ଓ ମେସେଞ୍ଜର ପୁଣିଥରେ କାମ ଆରମ୍ଭ କରି ଦେଇଛି । ତେବେ କିଛି ଘଣ୍ଟା ପାଇଁ ଏହା କମ ନ କରିଥିବାରୁ ମୁଁ ଦୁଃଖିତ । କାରଣ ମୁଁ ଜାଣିଛି ଆପଣମାନେ ଯାହାସହ ଯୋଡି ହୋଇ ରହିବାକୁ ଚାହାନ୍ତି ସେମାନଙ୍କୁ ଆମ ସର୍ଭିସ ଉପରେ କେତେ ଭରସା ରହିଛି । ଏବେ ଏହା କାମ କରିବା ଆରମ୍ଭ କରିଥିବା ଜୁକରବର୍ଗ ଏକ ଫେସବୁକ୍ ପୋଷ୍ଟ ମାଧ୍ୟମରେ ଏହି ସୂଚନା ଦେଇଥିଲେ । ସୋସିଆଲ ମିଡିଆ ବ୍ୟବହାରକାରୀଙ୍କ ଧୈର୍ଯ୍ୟକୁ ସେ ଧନ୍ୟବାଦ ଜଣାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….

ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri