ୟୁରୋପର ସର୍ବୋଚ୍ଚ ଶୃଙ୍ଗ ଚଢ଼ିବେ ସୌଭାଗ୍ୟ

ଭୁବନେଶ୍ୱର,୩୦ା୭(ଅସମାପିକା ସାହୁ): ନୟାଗଡ଼ ଗୌରବ ଆଇରନ ମ୍ୟାନ ତଥା ପର୍ବତାରୋହୀ ସୌଭାଗ୍ୟ କୁମାର ରଥ ଅଗଷ୍ଟ ମାସରେ ୟୁରୋପ ଓ ରୁଷିଆର ସର୍ବୋଚ୍ଚ ଶୃଙ୍ଗ ୧୮୫୧୦ ଫୁଟ ଉଚ୍ଚ ମାଉଣ୍ଟ ଏଲ୍ବ୍ରସ ଚଢ଼ିବାକୁ ଯାଉଛନ୍ତି। ତାଙ୍କୁ ଶୁଭେଚ୍ଛା ଜଣାଇବା ସହ ତାଙ୍କର ସଫଳତା କାମନା କରିବା ପାଇଁ ଆଜି ନୟାଗଡ଼ ବିକାଶ ମଞ୍ଚ ଆନୁକୂଲ୍ୟରେ ଭୁବନେଶ୍ବରଠାରେ ଏକ ସଭାର ଆୟୋଜନ କରାଯାଇଥିଲା। ଏଥିରେ ନୟାଗଡ଼ର ତିନିଜଣ ବିଶିଷ୍ଟ ବ୍ୟକ୍ତିତ୍ୱ ଅବସରପ୍ରାପ୍ତ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ କରୁଣାକର ପଟ୍ଟନାୟକ, ଭାରତ ସରକାରଙ୍କ ପୂର୍ବତନ ମିଡିଆ ପରାମର୍ଶଦାତା ଓ ଡିଏଭିପିର ପୂର୍ବତନ ମହାନିର୍ଦ୍ଦେଶକ ତଥା ପିଆଇବିର ପୂର୍ବତନ ମୁଖ୍ୟ ମହାନିର୍ଦ୍ଦେଶକ ଡ. ଉମାକାନ୍ତ ମିଶ୍ର ଏବଂ ଲେଖକ ଦାଶ ବେନହୁର ଅତିଥି ଭାବେ ଯୋଗଦେଇ ସୌଭାଗ୍ୟଙ୍କୁ ଆଶୀର୍ବାଦ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତାରୋକ

ଖୋର୍ଦ୍ଧା,୭।୨(ପ୍ରଭାତ ପାଣିଗ୍ରାହୀ): ଦନ୍ତା ହାତୀ ନେଲା ଜଣେ ଯୁବକଙ୍କ ଜୀବନ। ଦନ୍ତାହାତୀ ଆକ୍ରମଣରେ ମୃତ୍ୟୁ ହୋଇଥିବା ଯୁବକ ହେଲେ ଖଡିପଦର ଗ୍ରାମର ଶଙ୍କର ରାଉତରାୟ ବୋଲି ଜଣାପଡିଥିବା।…

Jasprit Bumrah: ଟିମ୍ ଇଣ୍ଡିଆକୁ ଆଉ ଏକ ଝଟକା, ପ୍ରଥମ ମ୍ୟାଚରୁ ଜସପ୍ରିତ ବୁମରା ବାଦ!

ନୂଆଦିଲ୍ଲୀ,୭।୨: ୨୦୨୬ ଟି-୨୦ ବିଶ୍ୱକପ୍ ଆରମ୍ଭ ନହେଉଣୁ ଟିମ୍ ଇଣ୍ଡିଆକୁ ଝଟକା ଲାଗିଛି । ବିଶ୍ୱକପ୍ ଆରମ୍ଭ ହେବାର ଗୋଟିଏ ଦିନ ପୂର୍ବରୁ ଯୁବ ଦ୍ରୁତ ବୋଲର…

BCCI ସେଣ୍ଟ୍ରାଲ୍‌ କଣ୍ଟ୍ରାକ୍ଟରେ ସର୍ବାଧିକ ଦରମା ପାଇବେ ଏହି ୩ ଖେଳାଳି: ତଳକୁ ଖସିବେ ରୋହିତ-କୋହଲି

ନୂଆଦିଲ୍ଲୀ,୭।୨: ଭାରତୀୟ କ୍ରିକେଟ ଦଳର ତାରକାମାନେ ଏହି ବର୍ଷ କେତେ ଟଙ୍କା ପାଇବେ ତାହା ସ୍ଥିର ହୋଇସାରିଛି। ସବୁଦିନ ପରି ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI)…

ରାଜନୈତିକ ହିଂସାକୁ ନେଇ ବୁଲିଲା ଖଣ୍ଡା: ସମିତିସଭ୍ୟଙ୍କୁ ଘରୁ ଘୋଷାଡି ଆଣି ଗାଁ ଦାଣ୍ଡରେ ହାଣିଲେ…

ପୁରୁଷୋତ୍ତମପୁର,୭।୨(ସବିତା ମିଶ୍ର) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଘଳା ପଞ୍ଚାୟତର କୁଷପୁର ଗ୍ରାମରେ ପୂର୍ବଶତ୍ରୁତାକୁ ନେଇ ଅଶାନ୍ତ ହୋଇପଡିଛି । ପଞ୍ଚାୟତ ନିର୍ବାଚନ ପାଖେଇ ଆସୁଥିବାବେଳେ…

ଆଉ U19 ବିଶ୍ୱକପରେ ଖେଳିପାରିବେ ନାହିଁ ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ ଆଶ୍ଚର୍ଯ୍ୟଜନକ କାରଣ

ନୂଆଦିଲ୍ଲୀ,୭।୨: ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ୨୦୨୬ର ୧୯ ବର୍ଷରୁ କମ ବିଶ୍ୱକପରେ ଇତିହାସ ରଚିଥିଲେ। ଫାଇନାଲରେ ୮୦ ବଲ ରୁ ୧୭୫ ରନ କରି ଭାରତକୁ…

ହୋମଗାର୍ଡ ପରୀକ୍ଷାବେଳେ ଯୁବକ ଗୁରୁତର: ଗଞ୍ଜାମର ୪ ସ୍ଥାନରେ ଚାଲିଛି ପରୀକ୍ଷା

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଶନିବାର ଖାଲିଥିବା ୧୩୫ ଟି ଗୃହରକ୍ଷୀ (ହୋମଗାର୍ଡ) ପଦବୀ ପୂରଣ ପାଇଁ ବିଭିନ୍ନ କେନ୍ଦ୍ରରେ ସାଧାରଣ ଡ୍ୟୁଟି ପାଇଁ…

ଟି-୨୦ ବିଶ୍ୱକପ ଆରମ୍ଭର କିଛି ଘଣ୍ଟା ପୂର୍ବରୁ ଟିମ ଇଣ୍ଡିଆକୁ ଲାଗିଲା ବଡ଼ ଝଟକା: ବଦଳିଲା ଟିମ୍‌

ନୂଆଦିଲ୍ଲୀ,୭।୨:  ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆକୁ ଏକ ବଡ଼ ଝଟକା ଲାଗିଛି। ଦ୍ରୁତ ବୋଲର ହର୍ଷିତ ରାଣା ଆଣ୍ଠୁରେ ଆଘାତ ଯୋଗୁ ସମଗ୍ର ଟୁର୍ନାମେଣ୍ଟରୁ…

ଚନ୍ଦ୍ରକୁ ଯିବ iPhone: ନାସା କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୭।୨: ଚନ୍ଦ୍ରକୁ ଯାତ୍ରା କରୁଥିବା ମହାକାଶଚାରୀମାନେ ଏବେ ନିଜ ସହିତ iPhone ନେଇପାରିବେ। ଆମେରିକାର ମହାକାଶ ସଂସ୍ଥା ନାସା ଏବେ ମହାକାଶଚାରୀମାନଙ୍କୁ iPhone ଏବଂ ଅନ୍ୟାନ୍ୟ ଆଧୁନିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri