ଘୋଷଣା କଲେ ସରକାର, ୫୭୭ ଯାତ୍ରୀ ମୃତ

ନୂଆଦିଲ୍ଲୀ, ୧୯।୬: ସାରା ବିଶ଼୍ବରେ ବୃଦ୍ଧି ପାଉଥିବା ତାପମାତ୍ରା ଅନେକ ସମସ୍ୟା ସୃଷ୍ଟି କରିଛି । ଭାରତରେ ମଧ୍ୟ ଏହାର ପ୍ରଭାବ ପଡ଼ିଛି । ଭୀଷଣ ଗରମ କାରଣରୁ ବିଭିନ୍ନ ରାଜ୍ୟରେ ହିଟ୍‌ୱେଭ୍‌ ଜନୀତ ମୃତ୍ୟୁ ସଂଖ୍ୟା ବଢ଼ିଛି । ଅନ୍ୟପଟେ ସାଉଦି ଆରବର ସ୍ଥିତି ଏବେ ଅସମ୍ଭାଳ ହୋଇ ପଡ଼ିଛି । ପୂର୍ବରୁ ଗରମରେ ଅନେକ ଲୋକଙ୍କ ଜୀବନ ଯାଇଥିବା ବେଳେ ଏବେ ଏଠାରେ ସମସ୍ତ ରେକର୍ଡ ଭାଙ୍ଗିଛି ତାପମାତ୍ରା । ୫୦ ଡିଗ୍ରୀ ପାର କରିଯାଇଥିବା ଜଣାପଡ଼ିଛି । ମଙ୍ଗଳବାର ସାଉଦି ସରକାର ପାଖାପାଖି ୫୭୭ ଜଣ ହଜ୍‌ ଯାତ୍ରୀଙ୍କର ପ୍ରବଳ ଗରମ କାରଣରୁ ମୃତ୍ୟୁ ହୋଇଥିବା ସୂଚନା ଦେଇଛନ୍ତି ।

ମୃତକଙ୍କ ମଧ୍ୟରେ ଅଧିକାଂଶ ଇଜିପ୍ଟର ଯାତ୍ରୀ ରହିଛନ୍ତି । ଇଜିପ୍ଟର ପାଖାପାଖି ୩୨୩ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ସେମାନଙ୍କ ମଧ୍ୟରୁ ଜଣେ ଯାତ୍ରୀଙ୍କର ଦଳାଚକଟାରେ ମୃତ୍ୟୁ ହୋଇଥିବା ବେଳେ ବାକି ସମସ୍ତେ ଗରମ କାରଣରୁ ପ୍ରାଣ ହରାଇଛନ୍ତି । ମୃତକମାନଙ୍କ ମଧ୍ୟରେ ବିଭିନ୍ନ ଦେଶର ନାଗରିକ ରହିଛନ୍ତି । ଜୋର୍ଡାନର ପାଖାପାଖି ୬୦ ଜଣ ହଜ୍‌ ଯାତ୍ରୀଙ୍କର ଏଠି ମୃତ୍ୟୁ ହୋଇଥିବା ଓମାନ୍‌ର ଅଧିକାରୀ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ମୁହାଁ ନେତା କର୍ମୀ

ହାଟଡିହୀ,୨୦।୯(ଶୁଭକାନ୍ତ ନାୟକ): ଆଗକୁ ପଞ୍ଚାୟତ ନିର୍ବାଚନ। କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ରାଜନୈତିକ ପାଣିପାଗ ବଦଳିବାରେ ଲାଗିଛି। ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ସାଙ୍ଗଠନିକ ବୈଠକ,…

ବିହାରୀ କଏଦୀ ଫେରାର ଘଟଣା: ଚୌଦ୍ୱାର ଜେଲ ଅଧୀକ୍ଷକ ଗିରଫ

କଟକ,୨୦।୯(ପ୍ରଭୁ କଲ୍ୟାଣ ପାଲ ): ବିହାରୀ କଏଦୀ ଫେରାର ଘଟଣାରେ ଗିରଫ ହେଲେ ଚୌଦ୍ୱାର ଜେଲ ଅଧୀକ୍ଷକ ସୁଜିତ ରାଉଳ। ଜେଲ ମିନିଟି ବୁକ୍‌ରେ ଜାଲିଆତି ନେଇ…

ଅଡବା ପୋଲିସକୁ ବଡ଼ ସଫଳତା, ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ହଜାରେ କେଜି ଜବତ

ମୋହନା,୨୦।୯( ମନ୍ମଥ ମିଶ୍ର ): ଗଜପତି ଜିଲାରେ ବେଆଇନ ଗଞ୍ଜେଇ କାରବାର ବିରୋଧରେ ଚାଲିଥିବା ସ୍ୱତନ୍ତ୍ର ଅଭିଯାନରେ ଅଡବା ପୋଲିସ ଏକ ବଡ଼ ସଫଳତା ହାସଲ କରିଛି…

କାଲି ନୂଆଁଖାଇବେ କଳାହାଣ୍ଡି ଗଡ଼ଜାତବାସୀ, ଉତ୍ସବ ମୁଖର ପୁରପଲ୍ଲୀ

ଭବାନୀପାଟଣା,୨୦।୯ (ଉତ୍ତମ କୁମାର ଦାଶ): ନୂଆଁଖାଇ କଳାହାଣ୍ଡି ଜିଲାର ଏକ ମୁଖ୍ୟ ପରମ୍ପରା। ପଶ୍ଚିମ ଓଡ଼ିଶାର ଅନ୍ୟ ଜିଲାରେ ପଞ୍ଚମୀ ତିଥିରେ ନୂଆଁଖାଇ ପାଳନ ହେଉଥିବା ବେଳେ…

ନ୍ୟୁଜିଲ୍ୟାଣ୍ଡ ଗସ୍ତରେ ବଦଳିବେ ଟିମ୍ ଇଣ୍ଡିଆର କ୍ୟାପ୍ଟେନ, ଶୁଭମନ୍ ଗିଲ୍‌ଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍ ଦଳ ବର୍ତ୍ତମାନ ଏସୀୟ କ୍ରୀଡ଼ା ପାଇଁ ଯାତ୍ରା କରୁଥିବା ବେଳେ, ଏହି ସମୟ ମଧ୍ୟରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଏକ ଦିନିକିଆ (ODI) ସିରିଜ୍…

ଭଡ଼ାଘରେ ଚାଲିଥିଲା ଅନ୍‌ଲାଇନ୍‌ ବେଟିଂ କାରବାର, ଚଢ଼ାଉ କରି ୩ ଜଣଙ୍କୁ…

ଛତ୍ରପୁର,୨୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ସାଇବର ପୋଲିସ ଏକ ଅନଲାଇନ୍‌ ବେଟିଂ ଆପ୍‌ ଠକେଇ ନେଟ୍‌ଓ୍ବର୍କର ପର୍ଦ୍ଦାଫାଶ କରି ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ…

୮୫ ବର୍ଷରେ MA ପାସ୍‌ କଲେ ଲାଲ ଚାନ୍ଦ; ଏବେ PhD ପାଇଁ ପ୍ରସ୍ତୁତି, କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୨୦ା୯: କୁହାଯାଏ, ପାଠପଢ଼ା ପାଇଁ ବୟସ କେବେ ବି ବାଧା ହୋଇପାରେ ନାହିଁ। ମନରେ ଦୃଢ଼ ଇଚ୍ଛା ଥିଲେ ଯେକୌଣସି ବୟସରେ ଲକ୍ଷ୍ୟ ହାସଲ କରିହୁଏ ।…

ଲଘୁଚାପକୁ ନେଇ ବଡ଼ ଅପଡେଟ୍‌: ମତ୍ସ୍ୟଜୀବୀଙ୍କୁ ଏଭଳି ପରାମର୍ଶ ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୦ା୯: ଭୁବନେଶ୍ୱର,୨୦ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ଶନିବାର ସାନ୍ଧ୍ୟାରେ ଲଘୁଚାପର ରୂପ ନେଇଛି। ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?