Posted inଜାତୀୟ

ପ୍ରାଣ ପ୍ରତିଷ୍ଠା ଉତ୍ସବ: ନଡ୍ଡା-ଶାହା କାହିଁକି ଯିବେନି…

ଅଯୋଧ୍ୟା,୨୨।୧ : ଅଯୋଧ୍ୟାରେ ଥିବା ରାମ ମନ୍ଦିରରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ୧୧ ୦୦୦ ଅତିଥିଙ୍କୁ ନିମନ୍ତ୍ରଣ କରାଯାଇଛି। ରବିବାର ସନ୍ଧ୍ୟାଠାରୁ ଅତିଥିମାନେ ରାମ ନଗରୀ ଅଯୋଧ୍ୟାରେ ପହଞ୍ଚିଛନ୍ତି। ତେବେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏବଂ ଭାଜପା ଜାତୀୟ ଅଧ୍ୟକ୍ଷ ଜେପି ନଡ୍ଡା ପ୍ରାଣ ପ୍ରତିଷ୍ଠା ଉତ୍ସବରେ ଯୋଗ ଦେବେନି। ସେମାନେ ସୋମବାର ଦିନସାରା ଦିଲ୍ଲୀରେ ରହିବେ।

ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଇଁ ଦିଲ୍ଲୀ ଭାଜପା ଦ୍ୱାରା ସ୍ବତନ୍ତ୍ର ବ୍ୟବସ୍ଥା କରାଯାଉଛି । ଯାହାଦ୍ୱାରା ଅଧିକରୁ ଅଧିକ ଲୋକ ସାମୂହିକ ଭାବେ ରାମ ଲାଲାଙ୍କ ପ୍ରାଣ ପ୍ରତିଷ୍ଠା ସମାରୋହ ଏବଂ ଅଯୋଧ୍ୟାରେ ରାମ ମନ୍ଦିରର ଉଦଘାଟନୀ ଲତ୍ସବକୁ ଦେଖିପାରିବେ। ଶାହା ଏବଂ ନଡ୍ଡା ତଥା ଦଳର ଅନ୍ୟାନ୍ୟ ବରିଷ୍ଠ ନେତାମାନେ ଦିଲ୍ଲୀରେ ଉପସ୍ଥିତ ରହି ବିଭିନ୍ନ ମନ୍ଦିର ପରିଦର୍ଶନ କରିବେ। ସେମାନେ ପାର୍ଟି କର୍ମୀ ତଥା ସାଧାରଣ ଲୋକଙ୍କ ସହ ପ୍ରାଣ ପ୍ରତିଷ୍ଠା ସମାରୋହ ଦେଖିବେ। ପାର୍ଟି ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଶାହା ର୍ବିଲା ମନ୍ଦିରରେ ପହଞ୍ଚି ପ୍ରାଣ ପ୍ରତିଷ୍ଠା ସମାରୋହର ପ୍ରସାରଣ ଦେଖିବେ। ସେହିପରି ନଡ୍ଡା ଇଣ୍ଡେୱାଲାନ ମନ୍ଦିରରେ ପ୍ରାଣ ପ୍ରତିଷ୍ଠା ସମାରୋହର ପ୍ରସାରଣ ଦେଖିବେ। ଉଭୟ ନେତା ମଧ୍ୟ ମନ୍ଦିରରେ ପୂଜା କରିବେ ଏବଂ ପ୍ରସାଦ ବଣ୍ଟନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାକ ବଜେଟ ବୈଠକରେ ହେଲା ଜରୁରୀ ଆଲୋଚନା: ମଧ୍ୟବିତ୍ତଙ୍କ ପାଇଁ ଏଥର ଫୋକସ୍‌ରେ ରହିବ…

ଭୁବନେଶ୍ୱର,୬।୨: ଆସନ୍ତା ୨୦ ଫେବୃୟାରୀରେ ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପନ ହେବ। ଏହା ପୂର୍ବରୁ ଓଡ଼ିଶାବାସୀଙ୍କ ଠାରୁ ମଧ୍ୟ ରାୟ ଲୋଡିଛନ୍ତି ରାଜ୍ୟ ସରକାର। ମୁଖ୍ରମନ୍ତ୍ରୀ କହିଛନ୍ତି,…

RCB ମହିଳା ଟିମକୁ ଶୁଭେଚ୍ଛା ଜଣାଉ ଜଣାଉ ପୁରୁଷ ଟିମକୁ ଏମିତି କହିଲେ ବିଜୟ ମାଲ୍ୟା, ଯାହା ହେଉଛି ଭାଇରାଲ

ନୂଆଦିଲ୍ଲୀ,୬।୨: ମହିଳା ପ୍ରିମିୟର ଲିଗ ୨୦୨୬ର ଫାଇନାଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରି ଟାଇଟଲ ଜିତିଛି। ସ୍ମୃତି ମନ୍ଧାନାଙ୍କ ନେତୃତ୍ୱରେ RCB…

ଏମିତି ମିଛ କହିଲେ ଟ୍ରମ୍ପ: ପୋଲ୍‌ ଖୋଲି ଦେଲା ଚାଇନା

ଓ୍ବାଶିଂଟନ୍‌,୬।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ଫୋନ କଲ୍‌ ପରେ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଅନେକ ସାହସିକ ଦାବି…

ଝିଅ ଜନ୍ମ ହେବା ମାତ୍ରେ ମିଳିବ ୨୧,୦୦୦ ଟଙ୍କା, ପଢିବା ଖର୍ଚ୍ଚ ମଧ୍ୟ ବହନ କରିବେ ସରକାର, ଜାଣନ୍ତୁ ଏହି ଯୋଜନା କ’ଣ…

ନୂଆଦିଲ୍ଲୀ,୬।୨: ଝିଅମାନଙ୍କୁ ଶିକ୍ଷା ଏବଂ ପାଳନପୋଷଣ ପାଇଁ ସରକାର ଅନେକ ଯୋଜନା ଚଳାନ୍ତି। ରାଜ୍ୟ ସରକାରଗୁଡ଼ିକ ମଧ୍ୟ ରାଜ୍ୟ ସ୍ତରରେ ଅନେକ ଯୋଜନା ଚଳାନ୍ତି, ଯେପରିକି ଉତ୍ତର…

କୁମୁତାଲପେଟାରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୧୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି

ଜେକେପୁର,୬ା୨(ରାଜେଶ ବିଶ୍ୱାଳ): ରାୟଗଡା ବ୍ଲକର କୁମୁତାଲପେଟା ପଞ୍ଚାୟତ ଅନ୍ତର୍ଗତ କୁମୁତାଲପେଟା ଗ୍ରାମରେ ଥିବା ପଞ୍ଚାୟତ କମ୍ପ୍ଲେକ୍ସର ଏକ ଦୋକାନରେ ଶୁକ୍ରବାର ଭୋର୍‌ ସମୟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି।…

‘ଆପଣଙ୍କୁ କେବଳ ପବ୍ଲିସିଟି ଦରକାର’, କାହିଁକି ପ୍ରଶାନ୍ତ କିଶୋରଙ୍କୁ ଏମିତି କହିଲେ ସୁପ୍ରିମକୋର୍ଟ? ଜାଣନ୍ତୁ…

ପାଟନା,୬।୨: ୨୦୨୫ ବିହାର ବିଧାନସଭା ନିର୍ବାଚନକୁ ଚ୍ୟାଲେଞ୍ଜ କରି ଏବଂ ନୂତନ ନିର୍ବାଚନ ପାଇଁ ପ୍ରଶାନ୍ତ କିଶୋରଙ୍କ ଜନ ସୂରଜ ପାର୍ଟି ଦ୍ୱାରା ଦାୟର କରାଯାଇଥିବା ଆବେଦନର…

ଅଟୋ ଛାତରେ ବସି କୁକୁରର ସହର ପରିକ୍ରମା, ଭିଡିଓ ଭାଇରାଲ୍

ପୁଣେ,୬।୨: ମହାରାଷ୍ଟ୍ରର ପୁଣେ ସହରରେ ଏକ ଅଦ୍ଭୁତ ଘଟଣା ଦେଖିବାକୁ ମିଳିଛି। ସହରର ବ୍ୟସ୍ତବହୁଳ ‘ଡାଙ୍ଗେ ଛକ’ ଅଞ୍ଚଳରେ ଏକ ଚଳନ୍ତା ଅଟୋ-ରିକ୍ସା ଛାତ ଉପରେ ଏକ…

ଭାଙ୍ଗିଗଲାଣି ଶ୍ରେଣୀଗୃହ, ଗଛତଳେ ପଢୁଛନ୍ତି ପିଲା

କେସିଙ୍ଗା/ନର୍ଲା,୬ା୨(ତୁମେଶ୍ୱର ସାହୁ/ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା କେସିଙ୍ଗା ଓ ନର୍ଲା ବ୍ଲକ ସୀମାନ୍ତ ଅଞ୍ଚଳରେ ଅସ୍ଥାପତି ବିଦ୍ୟାଳୟକୁ ଶିକ୍ଷା ବିଭାଗ ସମେତ ନେତା ବିଧାୟକଙ୍କ ଦୃଷ୍ଟି ଗୋଚର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri