ଘସିପୁରାରେ ସୌମ୍ୟରଞ୍ଜନ: ଭାଜପା ବିଧାୟକ ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା

ରାମଚନ୍ଦ୍ରପୁର,୧ା୫(ଗଣେଶ୍ୱର ସା):କେନ୍ଦୁଝର ଜିଲା ଘସିପୁରା ବିଧାନସଭା ନିର୍ବାଚନମଣ୍ଡଳୀର ବିଭିନ୍ନ ସ୍ଥାନରେ ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କୁ ସ୍ବାଗତ ଜଣାଯାଇଛି। ମଙ୍ଗଳବାର ଅପରାହ୍ନ ୩ଟା ସମୟରେ ସେ ଘଟଗଁାସ୍ଥିତ ମା’ ତାରିଣୀଙ୍କୁ ଦର୍ଶନ କରିବାକୁ ଯିବା ବାଟରେ ୨୦ନଂ. ଜାତୀୟ ରାଜପଥର ଜରଦା, ରାମଚନ୍ଦ୍ରପୁର, ବଡ଼ ପଦନା, ସୁଅଁାପଦା, ଖଲଣା, ସାଇଁକୁଳ, ହସନପୁର ଏବଂ ଘଷିପୁରା ସହ ବିଭିନ୍ନ ସ୍ଥାନରେ ସ୍ଥାନୀୟ ଲୋକେ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ। ଘସିପୁରା ବିଧାନସଭା ଆସନରୁ ସେ ଭାଜପା ବିଧାୟକ ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା ହେଉଛି। ଏ ସମ୍ପର୍କରେ ତାଙ୍କୁ ପଚାରିବାରୁ ଘଷିପୁରା ତାଙ୍କ ଜନ୍ମ ମାଟି, ଏଠାରୁ ପ୍ରାର୍ଥୀ ହେବା ପାଇଁ ନିର୍ବାଚନମଣ୍ଡଳୀବାସୀ ଚାପ ପକାଉଛନ୍ତି। ବଡ଼ ଭାଇ ନିରଞ୍ଜନ ପଟ୍ଟନାୟକ ମଧ୍ୟ ଏଠାରୁ ପ୍ରତିଦ୍ୱନ୍ଦ୍ୱିତା କରୁଥିଲେ। ମା’ ତାରିଣୀଙ୍କ ଦର୍ଶନ ପାଇଁ ଆସିଛି। ୨ ଦିନ ଭିତରେ ନିଷ୍ପତ୍ତି ଜଣାଇବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା କେନାଲ ପାଣି

କାଏମା,୨୭ା୭(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବ୍ଲକ ଅନ୍ତର୍ଗତ ଶାନ୍ତି ବଜାରଠାରୁ ଡେରାବର ପର୍ଯ୍ୟନ୍ତ ଯାଇଥିବା ସବ୍‌ମାଇନର କେନାଲ ସଫେଇ ହୋଇ ନ ଥିବାରୁ ଅଧାରେ ଅଟକି ରହିଛି...

ଗାଁ ଲୋକେ କରିଥିଲେ ଏଭଳି ଅପମାନ, ସହି ନପାରି ଜୀବନ ହାରିଲେ ୯ମ ଶ୍ରେଣୀ ଛାତ୍ର

ବେଲଗୁଣ୍ଠା/ ଭଞ୍ଜନଗର, ୨୭ା୭ (କୃଷ୍ଣଚନ୍ଦ୍ର ପଟ୍ଟନାୟକ/ ବାବୁଲା ପ୍ରଧାନ): ପିଲାଙ୍କ ଖେଳବେଳେ ଜଣେ ମହିଳାଙ୍କ ଦେହରେ ବଲ୍‌ ବାଜିଯିବା ଭଳି ସାମାନ୍ୟ ଘଟଣାକୁ ନେଇ ଥାନାରେ...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri