ସୌମ୍ୟାଶ୍ରୀ ରୁମ୍ମେଟ୍ଙ୍କ ବଡ଼ ଖୁଲାସା, ଅସଲ କଥା କହିଦେଲେ, ଏବେ ଜଣାପଡିବ ସବୁ…
ଭୁବନେଶ୍ୱର,୧୭।୭: FM କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କୁ ନ୍ୟାୟ ଦେବା ଦାବିରେ ସରକାରଙ୍କୁ ଘେରିଛନ୍ତି ବିରୋଧୀ। ବୁଧବାର ଭୁବନେଶ୍ୱର ଲୋୟର ପିଏମ୍ଜିରେ ବିଜେଡି କର୍ମୀ ଆନ୍ଦୋଳନ କରୁଥିବାବେଳେ ଆଜି କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି। ଏହି ସମୟରେ ସୌମ୍ୟାଶ୍ରୀଙ୍କ ରୁମ୍ମେଟ୍ ଚାଞ୍ଚଳ୍ୟକର ଖୁଲାସା କରିଛନ୍ତି। ସେ କହିଛନ୍ତି, ପୂର୍ବ ରାତିରେ ସେ ନ ଖାଇ ବିଚଳିତ ଥିଲେ, କାନ୍ଦୁଥିଲେ। ରାତି ୩ଟା ପର୍ଯ୍ୟନ୍ତ ବି ସେ ଶୋଇ ନ ଥିଲେ, ଚାପରେ ଥିଲେ। ତାଙ୍କୁ ସାର୍ ପରୀକ୍ଷାରୁ … Continue reading ସୌମ୍ୟାଶ୍ରୀ ରୁମ୍ମେଟ୍ଙ୍କ ବଡ଼ ଖୁଲାସା, ଅସଲ କଥା କହିଦେଲେ, ଏବେ ଜଣାପଡିବ ସବୁ…
Copy and paste this URL into your WordPress site to embed
Copy and paste this code into your site to embed