Posted inଜାତୀୟ

ସୌମ୍ୟା ବିଶ୍ୱନାଥନ ହତ୍ୟା ମାମଲାରେ ୫ ଦୋଷୀ ସାବ୍ୟସ୍ତ

ନୂଆଦିଲ୍ଲୀ,୧୮।୧୦: ଦିଲ୍ଲୀର ସାକେତ କୋର୍ଟ ୨୦୦୮ରେ ସୌମ୍ୟା ବିଶ୍ୱନାଥନଙ୍କ ହତ୍ୟାରେ ସମ୍ପୃକ୍ତ ଥିବା ୫ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ୩୦ ସେପ୍ଟେମ୍ବର ୨୦୦୮ରେ ସକାଳ ପ୍ରାୟ ସାଢେ ୩ଟା ସମୟରେ ନେଲସନ ମଣ୍ଡେଲା ରୋଡରେ ଏକ ଚଳନ୍ତା ଗାଡିରେ ସମ୍ୟାଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା।

ଅକ୍ଟୋବର ୨୬ରେ ଏହି ଦଣ୍ଡ ଉପରେ ଶୁଣାଣି ହେବ। ଏହି ହତ୍ୟାକାଣ୍ଡରେ ରବି କପୁର, ବଲଜିତ ମଲିକ, ଅମିତ ମଲିକ ଏବଂ ଅମିତ ଶୁକ୍ଲା ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଅମିତ ସେଠୀ ନାମକ ଅଭିଯୁକ୍ତ ୪୧୧ ମକୋମା ଅଧୀନରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି।

ସୂଚନାଯୋଗ୍ୟ, ୩୦ସେପ୍ଟେମ୍ବର ୨୦୦୮ରେ, ଯେତେବେଳେ ଖବରଦାତା ସୌମ୍ୟା ବିଳମ୍ବିତ ରାତିରେ ନିଜ କାରରେ ଘରକୁ ଫେରୁଥିଲେ, ସେତେବେଳେ ତାଙ୍କୁ ନେଲସନ ମଣ୍ଡେଲା ରୋଡରେ ଗୁଳି କରି ହତ୍ୟା କରାଯାଇଥିଲା।
ଚଳନ୍ତା ଗାଡିରେ ସୌମ୍ୟାଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ପୋଲିସର ସୂଚନାନୁସାରେ ଏହି ହତ୍ୟାକାଣ୍ଡର କାରଣ ହେଉଛି ଡକାୟତି। ହତ୍ୟା ଅଭିଯୋଗରେ ଦିଲ୍ଲୀ ପୋଲିସ ଅଭିଯୁକ୍ତ ରବି କପୁର, ଅମିତ ଶୁକ୍ଲା, ବଲଜିତ ମଲିକ, ଅଜୟ କୁମାର ଏବଂ ଅଜୟ ସେଠୀଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

‘ଘର ଭାଙ୍ଗୁଥିବାଙ୍କୁ ପ୍ରୋତ୍ସାହନ ଦିଅନି’, ଗୋବିନ୍ଦା-କୋମଲଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ…

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦାଙ୍କୁ ଲାଲବାଗଚା ରାଜାଙ୍କ ଦର୍ଶନ କରି ଆଶୀର୍ବାଦ ନେଉଥିବା ବେଳେ ତାଙ୍କ କଥିତ ଗର୍ଲଫ୍ରେଣ୍ଡ ଓ କୋ-ଷ୍ଟାର୍‌ କୋମଲ ରାଣୀ ସ୍ବର୍ଣ୍ଣକାରଙ୍କ ସହ…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

ଗମ୍ଭୀରଙ୍କ ସହ ସିରାଜଙ୍କ ଝଗଡ଼ା! କ୍ରିକେଟ ଜଗତରେ ଛାଇଗଲା ଖବର, ଏହି କାରଣ ପାଇଁ…

ନୂଆଦିଲ୍ଲୀ,୨୭।୯: ଥିରଭାନନ୍ତପୁରମରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ହେଲେ ଭାରତୀୟ ବୋଲରମାନେ ଦଳକୁ ଭଲ ଆରମ୍ଭ ଦେଇପାରିନଥିଲେ। ଏହାରି…

‘ଜ୍ଞାନେଶ କୁମାରଙ୍କ ତଣ୍ଟି କାଟିଦେବି’: ବିବାଦୀୟ ବୟାନକୁ ନେଇ ରାଜନୀତିରେ ଚହଳ , ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଦେଶର ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ…

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ…

ହିମନ୍ତ ବିଶ୍ୱ ଶର୍ମାଙ୍କୁ ଅଲ୍ଟିମେଟମ ଦେଲେ ଅଭିଜିତ, ଏମିତି ନ କଲେ ଆସାମରେ ହେବ…

ନୂଆଦିଲ୍ଲୀ,୨୭।୯: ଗୁଆହାଟୀରେ କକ୍ରୋଚ ଜନତା ପାର୍ଟି (CJP)ର ସହ-ସଂସ୍ଥାପକ ଆଶୁତୋଷ ରାଙ୍କାଙ୍କ ସମେତ ଅନ୍ୟ କିଛି କର୍ମୀଙ୍କୁ ଆସାମ ପୋଲିସ ଅଟକ ରଖିବା ପରେ CJP ସଂସ୍ଥାପକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?