ଅଗ୍ନିଶମ ବିଭାଗ, ହୋମଗାର୍ଡର ଏଡିଜିପି ଭାବେ ଦାୟିତ୍ୱ ଗ୍ରହଣକଲେ ଡ. ସୌମ୍ୟା ମିଶ୍ର

କଟକ ଅଫିସ,୩୦।୬: ଅଗ୍ନିଶମ ବିଭାଗ ଏବଂ ହୋମଗାର୍ଡର ଏଡିଜିପି ଭାବେ ବରିଷ୍ଠ ଆଇପିଏସ୍‌ ଅଫିସର ଡ. ସୌମ୍ୟା ମିଶ୍ର ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଅଗ୍ନିଶମ ଡିଜି ସତ୍ୟଜିତ ମହାନ୍ତି ଏବଂ ଆଇଜି ଅସିତ ପାଣିଗ୍ରାହୀ ତାଙ୍କୁ ସ୍ବାଗତ କରିଥିଲେ। ୧୯୯୪ ମସିହା ତେଲେଙ୍ଗାନା କ୍ୟାଡରର ଆଇପିଏସ୍‌ ଡ. ମିଶ୍ର କ୍ୟାଡଟ ଡେପୁଟେସନରେ ଆସିବା ପରେ ଜୁନ ୩ରେ ତାଙ୍କୁ ଏଡିଜି ଭାବେ ନିଯୁକ୍ତି ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିନକରେ ୫୫ ପଜିଟିଭ୍‌, ଅନୁଗୋଳରେ ଛନକା

ଅନୁଗୋଳ ଅଫିସ,୯।୧: ଦୀର୍ଘଦିନ ପରେ କରୋନା ସଂକ୍ରମିତଙ୍କୁ ନେଇ ଅନୁଗୋଳ ଜିଲାରେ ବଢ଼ିଛି ଚିନ୍ତା। ଶନିବାର ଏକାବେଳେ ଜିଲାରୁ ୫୫ ଜଣ ପଜିଟିଭ୍‌ ଚିହ୍ନଟ ହେବା ଲୋକଙ୍କ...

ଘରୁ ଯାଇ ଆଉ ଫେରିଲେନି ବୃଦ୍ଧ: ଧଳା ନଦୀରୁ ମିଳିଲା ମୃତଦେହ

ପଦ୍ମପୁର,୧୯।୪(ଡି.ଏନ୍‌.ଏ): ଧଳା ନଦୀରେ ବୁଡ଼ି ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁର ପଞ୍ଚାୟତ ସାନ...

ଅଧରପଣା: ୧୨ରୁ ଏବେ ୯ ହାଣ୍ଡି

ପୁରୀ ଅଫିସ, ୧୪।୭: ନବଦିନାତ୍ମକ ଯାତ୍ରା ଶେଷ କରି ଜନ୍ମବେଦିରୁ ବାହୁଡ଼ାଯାତ୍ରାରେ ଫେରିବା ପରେ ତା’ ପରଦିନ ରଥ ଉପରେ ମହାପ୍ରଭୁଙ୍କର ଅତ୍ୟନ୍ତ ମନୋରମ ସୁନାବେଶ...

ଅଙ୍ଗନଓ୍ବାଡି କର୍ମୀଙ୍କ ଧାରଣା ସ୍ଥଗିତ

ସୋରଡ଼ା,୨୫ା୧(ଡି.ଏନ୍‌.ଏ.): ବିଭିନ୍ନ ସମସ୍ୟା ନେଇ ଓଡ଼ିଶା ଅଙ୍ଗନବାଡି ଲେଡିସ ଓ୍ବାର୍କର୍ସ ଆସୋସିଏଶନ ସୋରଡା ବ୍ଲକ ତରଫରୁ ଜିଲପାଳ, ତହସିଲଦାର, ଆଇଆଇସି, ଉପଜିଲପାଳଙ୍କୁ ଗତ ଶନିବାର ଏକ...

କନ୍‌ଷ୍ଟେବଳ ବିକୁଥିଲେ ନକଲି ମଦ

ବ୍ରହ୍ମପୁର ଅଫିସ,୧୦।୪: ବ୍ରହ୍ମପୁର ବଡ଼ବଜାର ଥାନା ପୋଲିସ ଶନିବାର ନକଲି ବିଦେଶୀ ମଦ ଚାଲାଣ ହେଉଥିବା ଖବର ପାଇ ସ୍ଥାନୀୟ ଭୈରବୀ ମାର୍କେଟ ଛକରେ ବ୍ଲକିଂ...

ହାତୀ ଆକ୍ରମଣରେ ଜଣଙ୍କ ଜୀବନ ଗଲା

ସମ୍ବଲପୁର,୨।୧୨(ବ୍ୟୁରୋ): ସମ୍ବଲପୁର ଜିଲା ବାମରା ବନଖଣ୍ଡ ମହୁଲମୁଣ୍ଡା ଗ୍ରାମରେ ହାତୀ ଆକ୍ରମଣରେ ଜଣଙ୍କ ମୃତ୍ୟୁ ଘଟିଛି । ସେହି ଗ୍ରାମର ସୁନୀଲ ଏକ୍କା (୪୫) ସୋମବାର...

୨୦୨୩ ସୁଦ୍ଧା ସରିବ ଲୋୟର ସୁକ୍‌ତେଲ

ବଲାଙ୍ଗୀର ଅଫିସ,୨୦।୫: ଦୀର୍ଘ ୨୦ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଘୋର ଅନିଶ୍ଚିତତା ଏବଂ ବହୁ ବାଦବିବାଦରେ ଛନ୍ଦି ହୋଇଥିବା ବହୁ ପ୍ରତୀକ୍ଷିତ ଲୋୟର ସୁକ୍‌ତେଲ...

ମହାସିଙ୍ଗିବାସୀଙ୍କ ଭରସା ଚୁଆପାଣି

ବାଲିଗୁଡା,୧୦। ୬(ଡି.ଏନ୍‌.ଏ.)- ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ କନ୍ଧମାଳ ଜିଲାର ବିଭିନ୍ନ ଦୁର୍ଗମ ଅଞ୍ଚଳ ଓ ଗ୍ରାମାଞ୍ଚଳରେ ପାଣି ପାଇଁ ଲୋକେ...

Advertisement
Archives

Model This Week