ଅଗ୍ନିଶମ ବିଭାଗ, ହୋମଗାର୍ଡର ଏଡିଜିପି ଭାବେ ଦାୟିତ୍ୱ ଗ୍ରହଣକଲେ ଡ. ସୌମ୍ୟା ମିଶ୍ର

କଟକ ଅଫିସ,୩୦।୬: ଅଗ୍ନିଶମ ବିଭାଗ ଏବଂ ହୋମଗାର୍ଡର ଏଡିଜିପି ଭାବେ ବରିଷ୍ଠ ଆଇପିଏସ୍‌ ଅଫିସର ଡ. ସୌମ୍ୟା ମିଶ୍ର ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଅଗ୍ନିଶମ ଡିଜି ସତ୍ୟଜିତ ମହାନ୍ତି ଏବଂ ଆଇଜି ଅସିତ ପାଣିଗ୍ରାହୀ ତାଙ୍କୁ ସ୍ବାଗତ କରିଥିଲେ। ୧୯୯୪ ମସିହା ତେଲେଙ୍ଗାନା କ୍ୟାଡରର ଆଇପିଏସ୍‌ ଡ. ମିଶ୍ର କ୍ୟାଡଟ ଡେପୁଟେସନରେ ଆସିବା ପରେ ଜୁନ ୩ରେ ତାଙ୍କୁ ଏଡିଜି ଭାବେ ନିଯୁକ୍ତି ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ...

ବିଜେଡିର ୩୪ ମହିଳା ପ୍ରାର୍ଥୀଙ୍କ ମଧ୍ୟରୁ ୧୨ ବିଧାୟକଙ୍କ ସ୍ତ୍ରୀ

ଭୁବନେଶ୍ୱର,୨୪ା୪(ଅନିଲ ଦାସ):ବିଜୁ ଜନତା ଦଳ ସପ୍ତମ ପର୍ଯ୍ୟାୟ ସୁଦ୍ଧା ୧୪୧ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସେମାନଙ୍କ ମଧ୍ୟରେ ୩୪ ଜଣ ମହିଳାଙ୍କୁ ଦଳ...

ମିଶନ ଶକ୍ତିକୁ ବନ୍ଦ ପାଇଁ ଷଡ଼ଯନ୍ତ୍ର କରୁଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୨୪ା୪(ଅନିଲ ଦାସ): ରାଜ୍ୟର ୭୦ ଲକ୍ଷ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଓ ୬ ଲକ୍ଷ ମିଶନ ଶକ୍ତି ଏସ୍‌ଏଚ୍‌ଜି ସାରା ଓଡ଼ିଶାର ଅନେକ ଲକ୍ଷ...

ଡବଲ ଇଞ୍ଜିନ ସରକାର କରିବାକୁ ଧର୍ମେନ୍ଦ୍ରଙ୍କ ଆହ୍ବାନ

ଝାରସୁଗୁଡ଼ା,୨୪ା୪ (ସଞ୍ଜୟ ମାଲି):ଝାରସୁଗୁଡା ଜିଲା ଲଇକେରା ବ୍ଲକରେ ମଙ୍ଗଳବାର ଭାଜପା ପକ୍ଷରୁ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ଏଥିରେ ଲଇକେରା ବିଜେଡି ମହିଳା ନେତ୍ରୀ...

ଏପର୍ଯ୍ୟନ୍ତ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିପାରୁନାହାନ୍ତି ରାଜ୍ୟର ୩ ପ୍ରମୁଖ ଦଳ:ଜାଣନ୍ତୁ କାହାର କେତେ ଆସନ ବାକି ଅଛି

ଭୁବନେଶ୍ୱର,୨୪।୪(ସୁନିତ୍‌ ମିଶ୍ର):ରାଜ୍ୟରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ବୁଧବାର ପ୍ରାର୍ଥତ୍ପତ୍ର ଦାଖଲର ଶେଷ ଦିନ ରହିଛି। ହେଲେ ଏପର୍ଯ୍ୟନ୍ତ ରାଜ୍ୟର ୩ ପ୍ରମୁଖ...

ପ୍ରଦୀପ୍ତଙ୍କୁ ରୋକିବାକୁ ବିଜେଡିର ମହିଳା କାର୍ଡ

ଭବାନୀପାଟଣା,୨୪।୪(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା ଆସନ ପାଇଁ ପ୍ରମୁଖ ରାଜନୈତିକ ଦଳ ଭାଜପା, ବିଜେଡି ଓ କଂଗ୍ରେସ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି।...

ଭାଜପା ଟି-ଶାର୍ଟରେ ନାହିଁ ମନମୋହନଙ୍କ ଫଟୋ

କାଏମା,୨୪ା୪(ଶିବପ୍ରସାଦ ମହାନ୍ତି):ଯାଜପୁର ଜିଲାର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ମଙ୍ଗଳବାର ଆହୂତ ଏକ ବାଇକ୍‌ ଶୋଭାଯାତ୍ରାରେ କର୍ମୀମାନେ ପିନ୍ଧିଥିବା ଟି-ସାର୍ଟରେ ଭାଜପା ଉଚ୍ଚ ନେତୃବର୍ଗଙ୍କୁ ଉପେକ୍ଷା କରାଯାଇଥିବା...

ନବୀନଙ୍କ ଲୁଙ୍ଗିକୁ ନେଇ ରାଜନୀତିରେ ଝଡ଼, ଧର୍ମେନ୍ଦ୍ର କହିଲେ…

ଭୁବନେଶ୍ୱର,୨୩।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri