ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲେ ସୌମ୍ୟରଞ୍ଜନ

ରାଜନଗର,୧୬ା୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଶ୍ରୀଶ୍ରୀଜଗନ୍ନାଥ ମହାବିଦ୍ୟାଳୟର ଛାତ୍ର ସୌମ୍ୟରଞ୍ଜନ ବଳ ପାଟିରେ କଲମ ମାଧ୍ୟମରେ ଭାରତ ମାନଚିତ୍ର ଆଙ୍କି ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି। ମାତ୍ର ୧ ମିନିଟ୍‌ ୩୩ ସେକେଣ୍ଡ ମଧ୍ୟରେ ଭାରତ ମାନଚିତ୍ର ଆଙ୍କି ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସରେ ସେ ସ୍ଥାନ ପାଇଛନ୍ତି।
ରାଜନଗର ବ୍ଲକ ସାନବଡଗୋପାଳପୁର ପଞ୍ଚାୟତ ଜଗନ୍ନାଥପୁର ଗଁାର ଭୀମସେନଙ୍କ ପୁଅ ହେଉଛନ୍ତି ସୌମ୍ୟରଞ୍ଜନ। ସେ ରାଜନଗରସ୍ଥିତ ଶ୍ରୀଶ୍ରୀଜଗନ୍ନାଥ ମହାବିଦ୍ୟାଳୟରେ ଯୁକ୍ତ ୩ ବାଣିଜ୍ୟର ଶେଷ ବର୍ଷର ଛାତ୍ର। ସେ ପାଟିରେ କଲମ ସାହାଯ୍ୟରେ ଭାରତ ମାନଚିତ୍ର ଆଙ୍କିବା ପରେ ଇଣ୍ଡିଆ ବୁକ୍‌ ଅଫ୍‌ ରେକଡର୍‌ସରେ ଏହାକୁ ସ୍ଥାନ ଦେବାକୁ ଏପ୍ରିଲ ୨ରେ ଅନ୍‌ଲାଇନରେ ଆବେଦନ କରିଥିଲେ। ଅନ୍‌ଲାଇନ ଆବେଦନ ପରେ ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସ ପକ୍ଷରୁ ସୌମ୍ୟରଞ୍ଜନଙ୍କ ପାଖକୁ ଲିଙ୍କ୍‌ ଆସିଥିଲା। ସୌମ୍ୟରଞ୍ଜନ ମୋବାଇଲରେ ଟାଇମର ଅନ୍‌ କରିବା ସହ ପାଟିରେ କଲମ ଯୋଗେ ଭାରତ ମାନଚିତ୍ରକୁ ଅବିକଳ ଆଙ୍କିଥିଲେ। ସେ ଏହାର ଭିଡିଓ ସହ ସମସ୍ତ ପ୍ରମାଣପତ୍ର ଇଣ୍ଡିଆ ବୁକ୍‌ ଅଫ୍‌ ରେକଡର୍‌ସକୁ ପଠାଇ ଥିଲେ। ଶନିବାର ମାନପତ୍ର, ମେଡାଲ ଡାକ ଯୋଗେ ଆସି ସୌମ୍ୟରଞ୍ଜନଙ୍କ ଘରେ ପହଞ୍ଚତ୍ଛି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପୂର୍ବରୁ CJPର ବଡ଼ ବୟାନ, ଆମେ କାହାକୁ….

ନୂଆଦିଲ୍ଲୀ,୧।୧୦ : ଦେଶରେ ପରିବର୍ତ୍ତନ ସେତେବେଳେ ସମ୍ଭବ, ଯେତେବେଳେ ପ୍ରତ୍ୟେକ ନାଗରିକ ନିଜ ଭୂମିକା ନିଭାଇବେ । ଏଭଳି ମତ ରଖିଛନ୍ତି କକ୍ରୋଚ୍ ଜନତା ପାର୍ଟି (CJP)ର…

ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି…

କ୍ୟାପଟେନ ସ୍ମିତ ମଚ୍ଛରଙ୍କ ପରିବାର ସହ କଥା ହେଲେ ମୋଦି, ବଡ଼ ଘୋଷଣା କରି….

ନୂଆଦିଲ୍ଲୀ,୧।୧୦ : ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇ FZ1073 ବିମାନରେ ଘଟିଥିବା ଘଟଣାରେ ଆହତ ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ; ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ବର,୧।୧୦: ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଛି ଏହି ଲଜ୍ଜାଜନକ ଘଟଣା…

‘ଏହା କ୍ରିକେଟ୍‌ ନୁହେଁ, କେବଳ ବ୍ୟାଟିଂ’: ୪୦୬ ରନ୍‌ ଚେଜ୍‌ କରିବା ପରେ ବି ରାଗିଗଲେ ହେଡ୍‌ କୋଚ୍‌ ଗମ୍ଭୀର…ଜାଣନ୍ତୁ କାରଣ

ଗୁଆହାଟି,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଏକଦିବସୀୟ (ODI) ମ୍ୟାଚ୍‌ରେ ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ହାସଲ କରି ସିରିଜ କବ୍ଜା କରିବା ସତ୍ତ୍ୱେ ଗୁଆହାଟି ପିଚ୍‌କୁ ନେଇ…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ସଲାମ କଲା ସାରା ବିଶ୍ୱ: ମୋଦି କହିଲେ, ହିରୋ…

ନୂଆଦିଲ୍ଲୀ,୧।୧୦: ଦୁବାଇରୁ ଇସ୍ରାଏଲ ଯାଉଥିବା ଫ୍ଲାଇଦୁବାଇ ବିମାନରେ କଥିତ ଅପହରଣ ଉଦ୍ୟମକୁ ପ୍ରତିହତ କରିବାରେ ଭୂମିକା ନେଇଥିବା ଭାରତୀୟ କ୍ୟାପ୍ଟେନ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଶଂସା କରିଛନ୍ତି…

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?