ଆସିଲା ସୌମ୍ୟରଞ୍ଜନଙ୍କ ପୋଷ୍ଟମର୍ଟମ ରିପୋର୍ଟ

କଟକ ଅଫିସ,୨୬ା୭: ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ(ଏସିଏଫ୍‌) ସୌମ୍ୟରଞ୍ଜନ ମହାପାତ୍ର ପୋଷ୍ଟମର୍ଟମ ରିପୋର୍ଟ ଆଜି ଆସିଛି। କଟକ ମର୍କତନଗର ଥାନାରୁ ସୌମଙ୍କ ପରିବାର ଲୋକେ ପୋଷ୍ଟମର୍ଟମ ରିପୋର୍ଟ ନେଇଛନ୍ତି। ତେବେ ଏହି ରିପୋର୍ଟରେ ସୌମ୍ୟଙ୍କ ଶରୀର ୯୫% ପୋଡ଼ି ଯାଇଥିବାରୁ ମୃତ୍ୟୁ ହୋଇଥିବା ଉଲ୍ଲେଖ ରହିଛି। ପାକସ୍ଥଳୀ ଖାଲି ଥିବା ଓ ସେଥିରୁ କୌଣସି ଦୁର୍ଗନ୍ଧ ନ ଥିବା ଏଥିରେ ଉଲ୍ଲେଖ ରହିଛି। ପୋଷ୍ଟମର୍ଟମର ୬ ଘଣ୍ଟା ପୂର୍ବରୁ ସୌମ୍ୟଙ୍କ ମୃତ୍ୟୁ ହୋଇଥିବା ରିପୋର୍ଟରେ ମଧ୍ୟ ଉଲ୍ଲେଖ ରହିଛି।

ସୂଚନାଯୋଗ୍ୟ, ଗତ ୧୨ ତାରିଖ ରାତିରେ ସୌମ୍ୟ ଏବଂ ତାଙ୍କ ସ୍ତ୍ରୀ ବିଦ୍ୟାଭାରତୀ ସରକାରୀ କ୍ୱାର୍ଟର୍ସରେ ଥିଲେ। ରାତି ପ୍ରାୟ ୯ଟା ବେଳେ ସୌମ୍ୟଙ୍କ ଦେହରେ ନିଆଁ ଲାଗି ଯାଇଥିବା ବିଦ୍ୟାଭାରତୀ ସୂଚନା ଦେଇଥିଲେ। ପରେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ପାରଳାଖେମୁଣ୍ଡି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ବ୍ରହ୍ମପୁର ଏବଂ ପରେ କଟକର ଏକ ଘରୋଇ ମେଡିକାଲକୁ ସୌମ୍ୟଙ୍କୁ ସ୍ଥାନାନ୍ତର କରାଯାଇଥିଲା। ୧୩ ତାରିଖ ସକାଳେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାହୁଡୁଛନ୍ତି ମହାପ୍ରଭୁ

ପୁରୀ ଅଫିସ, ୧।୭: ନବଦିନାତ୍ମକ ଯାତ୍ରା ପରେ ଶ୍ରୀମନ୍ଦିର ଅଭିମୁଖେ ବାହୁଡୁଛନ୍ତି ମହାପ୍ରଭୁ। ସେଥିପାଇଁ ସଅଳ ନୀତିକାନ୍ତି ପରେ ଧାର୍ଯ୍ୟ ସମୟର ୩୫ ମିନିଟ ପୂର୍ବରୁ...

ବଲାଙ୍ଗୀର ବାଳକଙ୍କ ବିରଳ କୃତିତ୍ୱ

ବଲାଙ୍ଗୀର ଅଫିସ, ୬ା୧: କମ୍ପ୍ୟୁଟର ପ୍ରୋଗ୍ରାମିଂରେ ବିଶ୍ୱସ୍ତରରେ ବିରଳ କୃତିତ୍ୱ ଅର୍ଜନ କରିଛନ୍ତି ବଲାଙ୍ଗୀରର ୭ବର୍ଷର ବାଳକ ଭେଙ୍କଟରମଣ ପଟ୍ଟନାୟକ। ସେ ଅନ୍ୟତମ କନିଷ୍ଠ ଛାତ୍ରଭାବେ...

ଆବଶ୍ୟକ ଅନୁଯାୟୀ ଡାଲି ଯୋଗାଇବାକୁ ନାଫେଡ୍‌ର ପ୍ରସ୍ତାବ

ଭୁବନେଶ୍ୱର, ୧୫।୭(ବ୍ୟୁରୋ): ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଆବଶ୍ୟକ ପଡୁଥିବା ଡାଲି ଓଡ଼ିଶାକୁ ଦେବା ସକାଶେ ନାଫେଡ୍‌ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଇଛି। ନାଫେଡ୍‌ର ପରିଚାଳନା ନିର୍ଦ୍ଦେଶକ...

ସରକାରୀ ନିୟମକେ ବେଖାତିର: ଖରାରେ ସଁଥ୍‌ଲି ହେଉଛନ୍‌ ରୁଗୀ

ଜାମଟିକ୍ରା, ୨୫।୫ (ଡି.ଏନ.ଏ): କେନ୍ଦ୍ର ଆର ରାଏଜ୍‌ ସରକାର ଲୁକ୍‌କର ଚିକିସତ୍ା ସୁବିଧା ଲାଗି ଜିଲାସ୍ତରରେ ଜିଲା ମୁଖିଆ ଡାକ୍‌ତରଖାନା, ସବଡିଭିଜନସ୍ତରରେ ଉପଖଣ୍ଡ ଚିକିସତ୍ାଳୟ, ବ୍ଲକମାନକେ...

କଂଗ୍ରେସ ବିଧାୟକ ପ୍ରାର୍ଥୀଙ୍କୁ ଗୁଳି

ବ୍ରହ୍ମପୁର ଅଫିସ,୨୩ା୫: କିଛିଦିନର ନୀରବତା ପରେ ପୁଣି ଥରେ ବ୍ରହ୍ମପୁରରେ ଦୁର୍ବୃତ୍ତଙ୍କ ଆତଙ୍କରାଜ ଦେଖିବାକୁ ମିଳିଛି। ଗୁରୁବାର ସାଧାରଣ ନିର୍ବାଚନର ଭୋଟ ଗଣତି ହେବାକୁ ଥିବାବେଳେ...

ଭୋଟରଙ୍କୁ ମନାଇବାରେ ଲାଗିଛନ୍ତି ପ୍ରାର୍ଥୀ

ଭଣ୍ଡାରିପୋଖରୀ,୧୧।୨(ଡି.ଏନ.ଏ.): ପଞ୍ଚାୟତ ନିର୍ବାଚନ ଯେତେ ପାଖେଇ ଆସୁଛି, ପ୍ରାର୍ଥୀମାନେ ଭୋଟ୍‌ ପାଇଁ ଦୁଆର ଦୁଆର ବୁଲି ପ୍ରଚାରକୁ ସେତେ ସରଗରମ କରୁଛନ୍ତି। ଭଦ୍ରକ ଜିଲା ଭଣ୍ଡାରିପୋଖରୀ...

ଥଇଥାନ ପରେ ଉଚ୍ଛେଦ କରାଯାଉ

ବାଲେଶ୍ୱର ଅଫିସ,୨୪।୨- ବାଲେଶ୍ୱର ସହର ଫାଣ୍ଡିଛକସ୍ଥିତ ଓଭରବ୍ରିଜ୍‌ ତଳେ ଦୋକାନ କରିଥିବା ବ୍ୟବସାୟୀମାନଙ୍କୁ ୧୫ଦିନ ମଧ୍ୟରେ ଉଚ୍ଛେଦ ପାଇଁ ବ୍ରିଟ୍‌ ପକ୍ଷରୁ ନୋଟିସ୍‌ ଦିଆଯାଇଛି। ଏହାର...

ପୋଲିସଙ୍କୁ ୫ ଘଣ୍ଟା ଅଟକ ରଖିବା ମାମଲା: ୧୯ ମହିଳାଙ୍କ ସମେତ ୨୭ଜଣ ଗଲେ ଜେଲ

ଗୋପ,୧୧।୮(ଡି.ଏନ.ଏ):  ପୁରୀ ଜିଲା ଗୋପ ଥାନା ଅନ୍ତର୍ଗତ ରେଢୁଆ ଗଁାରେ ଅଭିଯୁକ୍ତଙ୍କୁ ଧରିବାକୁ ଯାଇଥିବା ପୋଲିସଙ୍କୁ ଗ୍ରାମବାସୀ ୫ଘଣ୍ଟା ଅଟକ ରଖିବା ଅଭିଯୋଗରେ ୨୭ଜଣଙ୍କୁ ସୋମବାର...

Advertisement
Archives

Model This Week