Posted inଜାତୀୟ

ଦୀର୍ଘ ୧୫ ବର୍ଷ ପରେ ମିଳିବକି ସୌମ୍ୟା ବିଶ୍ୱନାଥନଙ୍କୁ ନ୍ୟାୟ

ନୂଆଦିଲ୍ଲୀ,୧୮।୧୦: ଦିଲ୍ଲୀର ଖବରଦାତା ସୌମ୍ୟା ବିଶ୍ୱନାଥନଙ୍କ ହତ୍ୟା ମାମଲାରେ ବୁଧବାର ସାକେତ କୋର୍ଟ ଏହାର ରାୟ ଦେବାକୁ ଯାଉଛନ୍ତି। ସାକେତ କୋର୍ଟ ଏହି ମାମଲା ଉପରେ ଅପରାହ୍ନ ୨ ଟାରେ ରାୟ ପ୍ରଦାନ କରିବେ। ସୂଚନାଯୋଗ୍ୟ, ୨୦୦୮ରେ ସୌମ୍ୟାଙ୍କୁ ହତ୍ୟା କରାଯାଇଥିଲା।

ଏହି ଶୁଣାଣି ସମୟରେ ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟରେ ହାଜର ହେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ୩୦ସେପ୍ଟେମ୍ବର ୨୦୦୮ରେ, ଯେତେବେଳେ ସୌମ୍ୟା ବିଳମ୍ବିତ ରାତିରେ ନିଜ କାରରେ ଘରକୁ ଫେରୁଥିଲେ, ସେତେବେଳେ ତାଙ୍କୁ ନେଲସନ ମଣ୍ଡେଲା ରୋଡରେ ଗୁଳି କରି ହତ୍ୟା କରାଯାଇଥିଲା।
ଚଳନ୍ତା ଗାଡିରେ ସୌମ୍ୟାଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ପୋଲିସର ସୂଚନାନୁସାରେ ଏହି ହତ୍ୟାକାଣ୍ଡର କାରଣ ହେଉଛି ଡକାୟତି। ହତ୍ୟା ଅଭିଯୋଗରେ ଦିଲ୍ଲୀ ପୋଲିସ ଅଭିଯୁକ୍ତ ରବି କପୁର, ଅମିତ ଶୁକ୍ଲା, ବଲଜିତ ମଲିକ, ଅଜୟ କୁମାର ଏବଂ ଅଜୟ ସେଠୀଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri