ଘସିପୁରାରୁ ଲଢିବେ ସୌମ୍ୟ! କହିଲେ ଏହି ଦଳ ଦେଇଛି ଅଫର…

ଭୁବନେଶ୍ୱର,୩୦।୪: ନିର୍ବାଚନ ଲଢିବା ନେଇ ବଡ଼ ସଙ୍କେତ ଦେଲେ ସୌମ୍ୟରଞ୍ଜନ ପଟ୍ଟନାୟକ। ୨ଦିନ ପୂର୍ବରୁ ନିର୍ବାଚନ ଲଢିବେନି ବୋଲି କହିଥିଲେ ସୌମ୍ୟ। ସେ କହିଥିଲେ, ‘ମୋର କୌଣସି ଦଳ ନାହିଁ। ଆଉ ଚଳିତ ନିର୍ବାଚନ ଲଢିବି କି ନାହିଁ ଜାଣିନି’।

କିନ୍ତୁ ମଙ୍ଗଳବାର ନିର୍ବାଚନ ଲଢିବା ନେଇ ବଡ଼ ସଙ୍କେତ ଦେଇଛନ୍ତି ସୌମ୍ୟ। ଘଟଗାଁ ମା’ ତାରିଣୀଙ୍କ ଦର୍ଶନ ଅବସରରେ ଆସି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସେ କହିଛନ୍ତି, ‘ଘସିପୁରାରୁ ଲଢ଼ିବାକୁ ଭାଜପା ତରଫରୁ ଅଫର ଆସିଛି। ଏଠାକାର ସ୍ଥାନୀୟ ଲୋକ ମଧ୍ୟ ମୋ ଉପରେ ଚାପ ପକାଉଛନ୍ତି। ଏନେଇ ମୋତେ ସଦବୁଦ୍ଧି ଦେବାକୁ ମା’ଙ୍କ ଦର୍ଶନ କରିବାକୁ ଆସିଛି’।

ତେବେ ଖଣ୍ଡପଡ଼ା ସମ୍ପର୍କରେ ମଧ୍ୟ ରୋଚକ ମନ୍ତବ୍ୟ ଦେଇଛନ୍ତି ସୌମ୍ୟ। ସେ କହିଛନ୍ତି, ‘ବିଜେଡି ଏଯାଏଁ ଖଣ୍ଡପଡ଼ା ପାଇଁ ପ୍ରାର୍ଥୀ ଘୋଷଣା କରିନି। ଦଳ କାହିଁକି ପ୍ରାର୍ଥୀ ଘୋଷଣା କରିନି, କଣ ରହସ୍ୟ ବୋଲି କହି ବିଜେଡିକୁ ଟାର୍ଗେଟ କରିଛନ୍ତି ସୌମ୍ୟ’।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ସମୁଦ୍ର କୂଳ ଖାଉଛି, ବିପଦରେ ଆର୍ଯ୍ୟପଲ୍ଲୀ: ପଥର ବନ୍ଧ ନିର୍ମାଣ ଦାବିରେ ପ୍ରଶାସନର ଦ୍ୱାରସ୍ଥ ହେଲେ…

ଛତ୍ରପୁର, ୧୧/୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଦିନକୁ ଦିନ ସମୁଦ୍ର କୂଳ ଧସି ଗ୍ରାମ ଆଡ଼କୁ ମାଡ଼ି ଆସୁଥିବାରୁ ଭୟଭୀତ ଅବସ୍ଥାରେ ରହିଛନ୍ତି ଛତ୍ରପୁର ପୌରପରିଷଦ ଅନ୍ତର୍ଗତ…

ଧାନ ରୁଆ ବେଳେ ଅଘଟଣ, ବଜ୍ରପାତରେ ଚାଲିଗଲା ୪ ମହିଳାଙ୍କ ଜୀବନ

ସୁନ୍ଦରଗଡ,୧୧ା୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାର ପୃଥକ ପୃଥକ ସ୍ଥାନରେ ମଙ୍ଗଳବାର ବ୍ରଜପାତ ଘଟି ୪ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତା ମହିଳାମାନେ ହେଲେ ଛତିଶଗଡ଼…

ତାଳବଣିଆ ଛକ ନିକଟରେ ଓଲଟିଲା ଶ୍ରମିକ ବୋଝେଇ ପିକ୍‌ଅପ୍‌: ଜଣେ ମୃତ, ୨୦ରୁ ଊର୍ଦ୍ଧ୍ୱ ଆହତ

ଜଳେଶ୍ୱର, ୧୧।୮ (ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ନାମ୍ପ ପଞ୍ଚାୟତର ତାଳବଣିଆ ଛକ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଶ୍ରମିକ ବୋଝେଇ…

ବଲାଙ୍ଗୀର ଆୟୁର୍ବେଦିକ ମହାବିଦ୍ୟାଳୟରେ ସ୍ୱର୍ଣ୍ଣପ୍ରାଶନ କାର୍ଯ୍ୟକ୍ରମ

ବଲାଙ୍ଗୀର, ୧୧।୮ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସରକାରୀ ଆୟୁର୍ବେଦିକ ମହାବିଦ୍ୟାଳୟ ଓ ହସ୍ପିଟାଲରେ ମଙ୍ଗଳବାର କୌମାରଭୃତ୍ୟ–ଶିଶୁରୋଗ ବିଭାଗ ପକ୍ଷରୁ ଶିଶୁମାନଙ୍କ ସୁସ୍ଥତା ଓ ସାମଗ୍ରିକ ବିକାଶକୁ ଲକ୍ଷ୍ୟ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

‘ଘରେ ଘରେ ତ୍ରିରଙ୍ଗା’: ଉପମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସମେତ ଜିଲାସ୍ତରୀୟ ଅଧିକାରୀ, ସ୍କୁଲ-କଲେଜ ଛାତ୍ରଛାତ୍ରୀଙ୍କ ଯୋଗଦାନ

ବଲାଙ୍ଗୀର, ୧୧।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ମଙ୍ଗଳବାର ‘ଘରେ ଘରେ ତ୍ରିରଙ୍ଗା’ ପଦଯାତ୍ରା ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri