ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଅନ୍ତରୀଣ ରହିତାଦେଶ ଦେଲେ ହାଇକୋର୍ଟ

କଟକ ଅଫିସ,୭ା୯: ଗଜପତି ଜିଲା ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଓଡ଼ିଶା ହାଇକୋର୍ଟ ଅନ୍ତରୀଣ ରହିତାଦେଶ ଦେଇଛନ୍ତି। ଅନ୍ୟାଦେଶ ପର୍ଯ୍ୟନ୍ତ ନିମ୍ନ ଅଦାଲତରେ ମାମଲାର ଶୁଣାଣି ଉପରେ ହାଇକୋର୍ଟ ଅଙ୍କୁଶ ଲଗାଇଛନ୍ତି। ସୌମ୍ୟରଞ୍ଜନଙ୍କ ସ୍ତ୍ରୀ ବିଦ୍ୟାଭାରତୀଙ୍କ ଆବେଦନକୁ ଗ୍ରହଣ କରି ହାଇକୋର୍ଟ ବୁଧବାର ଏହି ନିର୍ଦ୍ଦେଶ ଦେଇଛନ୍ତି।

ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ନିଆଁରେ ପୋଡ଼ି ହୋଇ ମୃତ୍ୟୁ ଘଟିଥିଲା। ତେବେ ତାଙ୍କ ମୃତ୍ୟୁ ପାଇଁ ସ୍ତ୍ରୀ ବିଦ୍ୟାଭାରତୀ ଦାୟୀ ବୋଲି ସୌମ୍ୟଙ୍କ ପରିବାର ପକ୍ଷରୁ ଅଭିଯୋଗ ହୋଇଥିଲା। ସୌମ୍ୟଙ୍କୁ ତୁରନ୍ତ ହସ୍ପିଟାଲ ନେବାରେ ବିଦ୍ୟାଭରତୀ ଅବହେଳା କରିଥିଲେ ବୋଲି କ୍ରାଇମବ୍ରାଞ୍ଚ ତଦନ୍ତରୁ ସ୍ପଷ୍ଟ ହୋଇଥିଲା। ଏଥିପାଇଁ ବିଦ୍ୟାଭାରତୀଙ୍କୁ ଦାୟୀ କରି ଆଇପିସିର କ୍ରାଇମ ବ୍ରାଞ୍ଚ ଚାର୍ଜଶିଟ୍‌ ଦାଖଲ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

ବଦଳିଲା ଦେଶ ବିଭାଜନ ଇତିହାସ, ବାଦ୍‌ ପଡ଼ିଲେ ହିଟ୍‌ଲର

ନୂଆଦିଲ୍ଲୀ,୯ା୭ (ପି.ଟି.):ପୁରୁଣା ବହିରେ ଉଲ୍ଲେଖ ଥିଲା ଯେ ମହାତ୍ମା ଗାନ୍ଧୀ ଏବଂ କଂଗ୍ରେସ ନେତାମାନେ ବିଭାଜନକୁ ବିରୋଧ କରୁଥିଲେ ମଧ୍ୟ ଶେଷରେ ଏହାକୁ ଏକମାତ୍ର ବିକଳ୍ପ ଭାବେ…

ଫିଫା ବିଶ୍ୱକପ୍‌: ଆଜିଠୁ କ୍ୱାର୍ଟର ଫାଇନାଲ

ନ୍ୟୁୟର୍କ, ୯ା୭(ଏପି):ଚଳିତ ଫିଫା ବିଶ୍ୱକପ୍‌ର ପ୍ରି-କ୍ୱାର୍ଟର ଫାଇନାଲ ପର୍ଯ୍ୟାୟ ଶେଷ ହୋଇଛି। ଏଥର ପ୍ରଥମଥର ପାଇଁ ପ୍ରତିଯୋଗିତାରେ ୪୮ଟି ଦଳ ଅଂଶଗ୍ରହଣ କରିଥିବାବେଳେ ସେଥିରୁ ୮ଟି ଦଳ…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ବରଗଡ଼ ଗସ୍ତରେ କମିଶନର ରାମଚନ୍ଦ୍ର ଯାଦବ: କୁରୁଆଁ ବିହନ ପ୍ରକ୍ରିୟାକରଣ ପ୍ଲାଣ୍ଟ କଲେ ପରିଦର୍ଶନ

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା କୃଷି ଓ କୃଷକ ସଶକ୍ତିକରଣ ବିଭାଗର କମିଶନର ତଥା ସଚିବ ସଚିନ ରାମଚନ୍ଦ୍ର ଯାଦବ ବୁଧବାର ବରଗଡ଼ ଜିଲା ଗସ୍ତରେ ଆସିଥିଲେ ।…

ବରଗଡ଼ର ଗୌରବ: ଆନ୍ତର୍ଜାତୀୟ ଚେସ୍ ‘ଫିଡେ ରେଟିଂ’ ହାସଲ କଲେ ରୋନକ୍ କୁମାର

ବରଗଡ,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପାଇଁ ଗର୍ବ ଓ ଗୌରବ ଆଣିଦେଇଛନ୍ତି ଜଣେ କୁନି ଚେସ୍ ଖେଳାଳି। ବରଗଡ଼ ଚେସ୍ ଆସୋସିଏସନ ତରଫରୁ ପରିଚାଳିତ ପ୍ରଶିକ୍ଷଣ କେନ୍ଦ୍ର…

ଭଞ୍ଜନଗର ଏଏସପିଙ୍କ ମହାନତା: ରାସ୍ତା କଡ଼ରେ ପଡ଼ିଥିବା ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲେ

ଭଞ୍ଜନଗର,୮।୭(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଅତିରିକ୍ତ ଏସପି ରଞ୍ଜନ କୁମାର ଦେ ଜଣେ ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା ବ୍ୟବସ୍ଥା କରାଇଛନ୍ତି। ଏଏସପିଙ୍କ ଏହିଭଳି…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri