ସୌମ୍ୟଙ୍କ ପରିବାରଲୋକଙ୍କ ବୟାନ ରେକର୍ଡ କଲା କ୍ରାଇମ୍‌ବ୍ରାଞ୍ଚ

ଖଇରା,୧।୯(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟ ରଞ୍ଜନ ମହାପାତ୍ରଙ୍କ ରହସ୍ୟଜନକ ମୃତ୍ୟୁ ଘଟଣାର ତଦନ୍ତ ଭାର କ୍ରାଇମବ୍ରାଞ୍ଚ ନେଇଥିବା ବେଳେ ବୁଧବାର ସୌମ୍ୟଙ୍କ ପରିବାର ଲୋକଙ୍କ ବୟାନ ରେକର୍ଡ ପାଇଁ ଉକ୍ତ ଟିମ୍‌ ବାଲେଶ୍ବର ଜିଲା ଖଇରା ବ୍ଲକ ଅଧୀନ ବେଗୁନିଆ ଗ୍ରାମରେ ପହଞ୍ଚିଛନ୍ତି। କ୍ରାଇମବ୍ରାଞ୍ଚ ଡିଏସ୍‌ପି ଜ୍ଞାନ ରଞ୍ଜନ ମିଶ୍ରଙ୍କ ନେତୃତ୍ୱରେ ଏକ ୪ଜଣିଆ ଟିମ୍‌ ବେଗୁନିଆ ବାସଭବନରେ ସୌମ୍ୟଙ୍କ ବାପା ଅଭିରାମ, ମା ତୁଳସୀ, ମାମୁ ଶୀତିକଣ୍ଠ ପଣ୍ଡାଙ୍କ ସମେତ ଅନ୍ୟ ଘର ଲୋକଙ୍କୁ ପଚରାଉଚୁରା କରିଛନ୍ତି। ପରିବାର ସଦସ୍ୟମାନେ ସୌମ୍ୟ ଫୋନରେ କରିଥିବା ବାର୍ତ୍ତାଳାପ, ବିଦ୍ୟାଭାରତୀଙ୍କ ଡିଏଫ୍‌ଓ ସହ ସମ୍ପର୍କ ବିଷୟରେ କହିଥିବା ଜଣାଇଛନ୍ତି। ଏହି ବୟାନରେକର୍ଡ ପରେ ଉକ୍ତ ଟିମ ବିଦ୍ୟାଭାରତୀଙ୍କୁ ପଚରାଉଚୁରା ପାଇଁ କପ୍ତିପଦା ଯିବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁରୁ କେନ୍ଦୁଝର ଫେରିଲେ ୧୦ ଶ୍ରମିକ

କେନ୍ଦୁଝର,୨୭ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ରାଜ୍ୟ ତିରୁଭାଲ୍ଲୁର ଜିଲା ଅନ୍ତର୍ଗତ ପେରୀୟାପାଲ୍ୟମ ଅଞ୍ଚଳରେ ଥିବା ସାମୁଦ୍ରିକ ଖାଦ୍ୟ (ଚିଙ୍ଗୁଡି) ପ୍ରକ୍ରିୟାକରଣ କାରଖାନାରେ ଆମୋନିଆ ଗ୍ୟାସ୍‌ ଲିକ୍‌ ହୋଇ…

ଜିଲାପାଳଙ୍କୁ ଦାବିପତ୍ର ପରେ ପ୍ରଶାସନ ତତ୍ପର: ଅବକାରୀ ବିଭାଗର ବଡ଼ଧରଣର ଚଢ଼ାଉ, ୪ ଅଭିଯୁକ୍ତଙ୍କ ନାଁରେ ମାମଲା

ଥୁଆମୂଳ ରାମପୁର,୪ା୭(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଲନାଗୀ ପଞ୍ଚାୟତରେ ବେଆଇନ ମଦ କାରବାର ଯୋଗୁ ସ୍ଥାନୀୟ ଅଞ୍ଚଳରେ ଆର୍ଥିକ ଓ ସାମାଜିକ ସ୍ଥିତି ବିଗିଡ଼ିବା…

ଚାଉଳିଆଗଞ୍ଜ ଆଇଆଇସିଙ୍କ ଆତ୍ମହତ୍ୟା ନେଇ ଆସିଲା ସ୍ବାମୀଙ୍କ ବୟାନ, କହିଲେ କଥାବାର୍ତ୍ତାରେ ସେମିତି କିଛି…

କଟକ,୪ା୭: ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ଘଟଣାକୁ ନେଇ ସ୍ବାମୀଙ୍କ ବୟାନ ସାମ୍ନାକୁ ଆସିଛି। ସେ କହିଛନ୍ତି, ଶୁକ୍ରବାର ରାତି ୧୦ଟା ୨୫ରେ ସ୍ତ୍ରୀଙ୍କ…

କୋଚିଳା ନଦୀ ବନ୍ଧ ଧସିଲା, ଭୟରେ ଅଞ୍ଚଳବାସୀ

ଧାମନଗର,୪।୭(ସନ୍ତୋଷ କୁମାର ମହାପାତ୍ର): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ସକ୍ରିୟ ହେବାରେ ଲାଗିଛି। ଏନେଇ ରାଜ୍ୟରେ…

ଓ୍ବାଟର ସର୍ଭିସ ସେଣ୍ଟରରୁ ଚୋରି: ପିକ୍‌ଅପ୍‌ ଜବତ, ପୋଲିସ ୨ ଜଣଙ୍କୁ ଗିରଫ କରି…

ଦାରିଙ୍ଗବାଡ଼ି,୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡ଼ି ପଞ୍ଚାୟତ କାରିପାଙ୍ଗା ଗ୍ରାମର ଅରୁଣ ପ୍ରଧାନଙ୍କ ଓ୍ବାଟର ସର୍ଭିସ ସେଣ୍ଟରରୁ ଚୋରି ଘଟଣାରେ ପୋଲିସକୁ ମିଳିଛି ବଡ଼…

ପୁରୀରୁ କୋରାପୁଟକୁ ଗଡ଼ିବ ସ୍ବତନ୍ତ୍ର ଟ୍ରେନ୍‌, ନୋଟସ ଜାରି କରି ପୂର୍ବତଟ ରେଳ ବିଭାଗ କହିଲା ଆସନ୍ତା…

କୋରାପୁଟ,୪ା୭(ଅମିତାଭ ବେହେରା): ଦୀର୍ଘଦିନର ଅପେକ୍ଷାର ଅନ୍ତ ଘଟାଇ ଆସନ୍ତା ୬ ଜୁଲାଇରେ ପୁରୀ-କୋରାପୁଟ ତ୍ରି-ସାପ୍ତାହିକ ଏକ୍ସପ୍ରେସର ଉଦ୍‌ଘାଟନୀ ଯାତ୍ରା ଆରମ୍ଭ ହେବ। ଏହି ଅବସରରେ ୦୮୪୦୯ ପୁରୀ-କୋରାପୁଟ…

କାନଝରୀ ଡ୍ୟାମରୁ ଛଡାଗଲା ପ୍ରଥମ ବନ୍ୟାଜଳ

କେନ୍ଦୁଝର,୩ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ କାନଝରୀ ଡ୍ୟାମ୍‌ର ଜଳସ୍ତର ବୃଦ୍ଧି ପାଇବାରୁ ଶୁକ୍ରବାର ସନ୍ଧ୍ୟା ସାଢେ ୬ଟାରେ ଗୋଟିଏ ଗେଟ୍‌ ଖୋଲାଯାଇ ଚଳିତ…

IND vs ENG T20 : ଟସ୍‌ ଜିତିଲା ଭାରତ: ସଞ୍ଜୁ ସାମସନ ଆଉଟ୍‌, ବୈଭବ କରିବେ ଓପନିଂ

ମ୍ୟାଞ୍ଚେଷ୍ଟର,୪।୭:ଇଂଲଣ୍ଡ ଏବଂ ଭାରତ ମଧ୍ୟରେ ଆଜି ଓଲ୍ଡ ଟ୍ରାଫୋର୍ଡ, ମ୍ୟାଞ୍ଚେଷ୍ଟରଠାରେ ଦ୍ୱିତୀୟ ଟି-୨୦ ମ୍ୟାଚ୍ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଭାରତୀୟ ଦଳର ଅଧିନାୟକ ଶ୍ରେୟସ ଆୟର ଟସ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri