ସୌମ୍ୟଙ୍କ ହତ୍ୟା ମାମଲା: ବଡ଼ କଥା କହିଲେ ଆଇନ ମନ୍ତ୍ରୀ, ଜଣଜଣଙ୍କୁ…

ଭୁୁବନେଶ୍ୱର,୯।୫: GRP କନଷ୍ଟେବଲ ସୌମ୍ୟଙ୍କ ହତ୍ୟା ମାମଲାରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି। ଦୋଷୀଙ୍କୁ କଠୋର ଦଣ୍ଡ ଦିଆଯିବ କହିଲେ ଆଇନ ମନ୍ତ୍ରୀ କହିଛନ୍ତି। ଅପରାଧୀଙ୍କ ପ୍ରତି ଆଭିମୁଖ୍ୟ ଆହୁରି କଡ଼ା ରହିବ। ରାଜ୍ୟରେ ଦଣ୍ଡବିଧାନ ହାର ବଢ଼ିଛି, ଦୈନିକ ରିପୋର୍ଟ ନିଆଯାଉଛି। ଆଗକୁ ଯେମିତି ଏଭଳି ଘଟଣା ନ ଘଟିବ ସରକାର ତତ୍ପର ଅଛନ୍ତି। ଅପରାଧୀଙ୍କ ପ୍ରତି ଆଭିମୁଖ୍ୟ ଆହୁରି କଡ଼ା ରହିବ।

Dharitri – Odisha’s No.1 Odia Daily

Share