ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା: ବିଜେଡିର ଆସନ୍ତାକାଲି ବଡ଼ ବନ୍ଦ ଡାକରା, ଜାଣନ୍ତୁ କ’ଣ ଖୋଲା କ’ଣ ବନ୍ଦ

ବାଲେଶ୍ୱର,୧୫।୭: ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଓଡ଼ିଶାରେ ତୀବ୍ର ଆନ୍ଦୋଳନ ଓ ରାଜନୈତିକ ପ୍ରତିକ୍ରିୟା ଦେଖାଦେଇଛି। ଏହି ଘଟଣାର ପ୍ରତିବାଦରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଆସନ୍ତାକାଲି, ବାଲେଶ୍ୱରରେ ଆଠ ଘଣ୍ଟିଆ ବନ୍ଦ ଡାକରା ଦେଇଛି। ସକାଳ ୬ଟାରୁ ଦିନ ୨ଟା ପର୍ଯ୍ୟନ୍ତ ଏହି ବନ୍ଦ ପାଳନ କରାଯିବ। ସୌମ୍ୟାଶ୍ରୀ ବିଶୀ, ଯୌନ ର୍ନିଯାତନା ଓ ଅପମାନର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଏହି ର୍ନିଯାତନା ସହି … Continue reading ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା: ବିଜେଡିର ଆସନ୍ତାକାଲି ବଡ଼ ବନ୍ଦ ଡାକରା, ଜାଣନ୍ତୁ କ’ଣ ଖୋଲା କ’ଣ ବନ୍ଦ