ଲୋୟର ପିଏମଜିରେ ବିଜେଡିର ଗର୍ଜନ: ପୋଲିସ ସହ ମୁହାଁମୁହିଁବେଳେ ବବି ଆହତ

ଭୁବନେଶ୍ୱର,୧୬।୭: ଫକୀରମୋହନ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ସାରା ରାଜ୍ୟରେ ଚହଳ ସୃଷ୍ଟି ହୋଇଛି । ଏନେଇ ଭୁବନେଶ୍ୱରରେ ବିଜେଡି ବଡ଼ ଆନ୍ଦୋଳନ କରିଛି । ମୁହାଁମୁହିଁ ହୋଇଛନ୍ତି ଶାସକ ଓ ବିରୋଧି । ଲୋୟର ପିଏମଜିରେ ପୋଲିସ- ବିଜେଡି ମୁହାଁମୁହିଁ ପରିସ୍ଥିତି ଉପୁଜିଛି । ବିଜେଡିର ଲୋକସେବା ଭବନ ଘେରାଉ ଉଦ୍ୟମ ବେଳେ ଉପୁଜିଛି ଆନ୍ଦୋଳନ । ବିଜେଡି କର୍ମୀଙ୍କ ଉପରୁକୁ ପାଣି ମାଡ ସହ ଲୁହାବହା ଗ୍ୟାସ କରିଛି ପୋଲିସ । ଏହି ଲୁହାବୁହା … Continue reading ଲୋୟର ପିଏମଜିରେ ବିଜେଡିର ଗର୍ଜନ: ପୋଲିସ ସହ ମୁହାଁମୁହିଁବେଳେ ବବି ଆହତ