ଏଫଏମ ପ୍ରିନ୍ସପାଲଙ୍କ ଖୋଲିଲା ପୋଲ୍‌, ହେଲା ସାଂଘାତିକ ଖୁଲାସା

ବାଲେଶ୍ୱର,୧୫।୭: ବାଲେଶ୍ବର ଛାତ୍ରୀ ମୃତ୍ୟୁ ଘଟଣାରେ ସାମ୍ନାକୁ ଆସିଛି ନୂଆ ଟ୍ବିଷ୍ଟ । ଛାତ୍ରୀଙ୍କ ଯୌନ ନିର୍ଯାତନା ଅଭିଯୋଗ ନେଇ କଲେଜର ଆଭ୍ୟନ୍ତରୀଣ ଅଭିଯୋଗ କମିଟି ପ୍ରକୃତରେ ବିଭାଗ ମୁଖ୍ୟ ସମୀର ସାହୁଙ୍କ ବିରୋଧରେ ରିପୋର୍ଟ ଦେଇଥିଲା । ଏହି ରିପୋର୍ଟରେ କୁହାଯାଇଥିଲା ଯେ, ଏଚଓଡି ସମୀର ସାହୁଙ୍କ ବ୍ୟବହାର ଠିକ ନଥିଲା, ତାଙ୍କୁ HOD ପଦରୁ ପରିବର୍ତ୍ତନ ପାଇଁ କମିଟି ସୁପାରିସ କରିଥିଲା । ଏକଥା ଗଣମାଧ୍ୟମ ଆଗରେ କହିଛନ୍ତି, କମିଟିର ଜଣେ ସଦସ୍ୟା ମିନତୀ … Continue reading ଏଫଏମ ପ୍ରିନ୍ସପାଲଙ୍କ ଖୋଲିଲା ପୋଲ୍‌, ହେଲା ସାଂଘାତିକ ଖୁଲାସା