ସୁସ୍ଥ ହୋଇ ଘରକୁ ଫେରିଲେ ଗାଙ୍ଗୁଲି

ନୂଆଦିଲ୍ଲୀ,୩୧।୧୨: ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି କୋଭିଡ ପଜିଟିଭ ଥିଲେ। ତାଙ୍କର ଡାକ୍ତରଖାନାରେ ଚିକିତ୍ସା କରାଯାଉଥିଲା। ଏବେ ତାଙ୍କର ରିପୋର୍ଟ ନେଗେଟିଭ୍‌ ଆସିବା ପରେ ଶୁକ୍ରବାର ଦିନ କୋଲକାତାର ଉଡଲ୍ୟାଣ୍ଡସ୍ ଡାକ୍ତରଖାନାରୁ ଡିସଚାର୍ଜ ହୋଇଛନ୍ତି। ଡାକ୍ତର କହିଛନ୍ତି ଯେ, ଗାଙ୍ଗୁଲି ସୁସ୍ଥ ହୋଉଛନ୍ତି। ତେବେ ଡାକ୍ତରଖାନାରୁ ଡିସଚାର୍ଜ ହେବା ପରେ ସେ ଘରେ ଅଲଗା ରହିବେ। ସାମାନ୍ୟ ଲକ୍ଷଣରେ ପୀଡିତ ଥିବାରୁ ଡାକ୍ତରଖାନାରେ ଚିକିତ୍ସା କରାଯାଉଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୪,୧୦୦…

ନୂଆଦିଲ୍ଲୀ, ୨୬।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ୧ ହଜାର ୬୬୦ ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା...

ହୋମ୍‌ ଆଇସୋଲେଶନରେ ଥିବା ବ୍ୟକ୍ତିଙ୍କ ଆତ୍ମହତ୍ୟା

ଦମତାରି,୩୧।୩: କରୋନା ଭାଇରସ ଏବେ ସମସ୍ତଙ୍କ ମନରେ ଭୟ ସୃଷ୍ଟି କରିଛି। ତେବେ ଛତିଶଗଡ଼ ଦମତାରି ତାଗାପାଣି ଅଞ୍ଚଳର ଜରେ ୩୫ ବର୍ଷୀୟ ଯୁବକ ହୋମ୍‌...

କାଉଣ୍ଟି ପଦାର୍ପଣରେ ରାହାନେଙ୍କ ଶତକ

ନ୍ୟୁପୋର୍ଟ, ୨୩।୫(ପି.ଟି.)- ଭାରତୀୟ ଟେଷ୍ଟ କ୍ରିକେଟ ଦଳର ଉପଅଧିନାୟକ ଅଜିଙ୍କ୍ୟ ରାହାନେ ଚମତ୍କାରଭାବେ କାଉଣ୍ଟି କ୍ରିକେଟରେ ପଦାର୍ପଣ କରିଛନ୍ତି। ହାମ୍ପଶାୟାର ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ରାହାନେ...

ପ୍ରଶାସନିକ ସେବା ପରୀକ୍ଷାରେ ଫେଲ୍‌ ହେଲେ ବୋହୂ, ତଡ଼ିଦେଲେ ଶାଶୁଘର ଲୋକେ

ଜୟପୁର,୧ା୮: ରାଜସ୍ଥାନର ଜଣେ ବୋହୂ ପ୍ରଶାସନିକ ସେବା ପରୀକ୍ଷାରେ ଫେଲ୍‌ ହେବାରୁ ଶାଶୁଘର ଲୋକେ ତାଙ୍କୁ ଘରୁ ତଡ଼ି ଦେଇଛନ୍ତି। ପୀଡ଼ିତା ନ୍ୟାୟ ପାଇଁ ପୋଲିସ...

ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା ହାଇଦ୍ରାବାଦ

ମୁମ୍ବାଇ,୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ସୋମବାର ୧୨ତମ ମ୍ୟାଚରେ ସନ୍‌ରାଇଜର୍ସ ହାଇଦ୍ରାବଦ ଅଧିନାୟକ କେନ୍‌ ଓ୍ବିଲିୟମ୍‌ସନ୍‌ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ...

କ୍ୟାମେରାରେ ଦେଖିହେବ ଖେଳାଳିଙ୍କ ହୃଦ୍‌ସ୍ପନ୍ଦନ

ଟୋକିଓ,୧୯ା୭(ପି.ଟି.)-ଟୋକିଓ ଅଲିମ୍ପିକ୍ସ ତୀରନ୍ଦାଜୀ ପ୍ରତିଯୋଗିତାର ନକ୍‌ଆଉଟ ପର୍ଯ୍ୟାୟରେ ଦର୍ଶକମାନେ କ୍ୟାମେରା ଜରିଆରେ ତୀରନ୍ଦାଜମାନଙ୍କ ମାନସିକ ଚାପ ଓ ହୃଦ୍‌ସ୍ପନ୍ଦନର ମାପ ଦେଖିବାକୁ ପାଇବେ। ବିଶ୍ୱ ତୀରନ୍ଦାଜୀ...

ସାବଧାନ! ଚକୋଲେଟ୍‌ରେ ମିଶୁଛି ଟେଲକମ ପାଉଡର

ଭୋପାଳ,୧୩।୧: ଯଦି ଆପଣଙ୍କ ପିଲା ଲଲିପପ୍‌ କମ୍ବା କ୍ୟାଣ୍ଡି ଚକୋଲେଟ୍‌ ଖାଉଛନ୍ତି ତେବେ ସାବଧାନ! କାରଣ କେତେକ ସ୍ଥାନରେ ଏହି ଚକୋଲେଟ୍‌ ପ୍ରସ୍ତୁତିରେ ଟେଲ୍‌କମ୍‌ ପାଉଡର...

୩୩ କୋଟି ଲୋକଙ୍କ ମଧ୍ୟରେ ଭାକ୍ସିନ୍‌କୁ ନେଇ ଏବେ ବି ରହିଛି ଦ୍ୱନ୍ଦ…

ନୂଆଦିଲ୍ଲୀ,୨୭।୬: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଦେଶର ୯୪ କୋଟି ଜନସଂଖ୍ୟାଙ୍କୁ ଭାକ୍ସିନ୍‌...

Advertisement
Archives

Model This Week