Posted inଖେଳ

ପାକିସ୍ତାନ ବିପକ୍ଷ ମହାମୁକାବିଲା ପୂର୍ବରୁ ଭାରତୀୟ ଟିମ୍‌କୁ ଚେତାବନୀ ଦେଲେ ଗାଙ୍ଗୁଲି

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ବର ୨ରେ ଏସିଆ କପ ୨୦୨୩ରେ ଭାରତ ଏବଂ ପାକିସ୍ଥାନ ମଧ୍ୟରେ ଏକ ବଡ଼ ମ୍ୟାଚ ଦେଖିବାକୁ ମିଳିବ। ଏହି ମ୍ୟାଚ ପୂର୍ବରୁ ପୂର୍ବତନ ଭାରତୀୟ ଅଧିନାୟକ ସୌରଭ ଗାଙ୍ଗୁଲି ମ୍ୟାଚ ଉପରେ ମନ୍ତବ୍ୟ ଦେଇଛନ୍ତି। ଗାଙ୍ଗୁଲି କହିଛନ୍ତି ଯେ, ର଼୍ୟାଙ୍କିଙ୍ଗ ଗୁରୁତ୍ୱପୂର୍ଣ୍ଣ ନୁହେଁ। ସେ ଏକ ଭଲ ଦଳ। ସେ କହିଛନ୍ତି ଯେ, ପାକିସ୍ତାନର ଭଲ ବୋଲିଂ କରେ। ଏହା ବ୍ୟତୀତ ସେ ମ୍ୟାଚ ବିଷୟରେ କହିଛନ୍ତି ଯେ, ତୁମେ ସେଦିନ କିପରି ଖେଳିବ ତାହା ଗୁରୁତ୍ୱପୂର୍ଣ୍ଣ। ସୌରଭ ଗାଙ୍ଗୁଲି କହିଛନ୍ତି, ଭାରତ ଏକ ଶକ୍ତିଶାଳୀ ଦଳ। ତୁମେ ସେଦିନ କିପରି ଖେଳିବ ସେଥିରେ କୌଣସି ରକେଟ ସାଇନ୍ସ ନାହିଁ। ଉଭୟ ଦଳ ଶକ୍ତିଶାଳୀ, ଯିଏ ଯୋଜନାକୁ ଭଲ ଭାବରେ କାର୍ଯ୍ୟକାରୀ କରିବ ସେ ମ୍ୟାଚ ଜିତିବ।

୩୦ ଅଗଷ୍ଟରୁ ଆରମ୍ଭ ହେବାକୁ ଥିବା ଏସିଆ କପ ୨୦୨୩ରେ ଭାରତ ଏବଂ ପାକିସ୍ତାନର ଦଳ ମଧ୍ୟ ୩ଥର ସଂଘର୍ଷ କରିପାରନ୍ତି। ଏହା ପୂର୍ବରୁ ୨୦୨୨ମସିହାରେ ଖେଳାଯାଇଥିବା ଏସିଆ କପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୁଇଟି ମୁକାବିଲା ଦେଖିବାକୁ ମିଳିଥିଲା। କିନ୍ତୁ ଏଥର ଉଭୟ ଦଳ ଫାଇନାଲ ମ୍ୟାଚ ସମେତ ତିନିଥର ମୁହାଁମୁହିଁ ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୁମେ ପାଗଳ ହୋଇଯାଇଛ…ଟ୍ରମ୍ପଙ୍କ ଭର୍ତ୍ସନା ପରେ ପ୍ରଥମ ଥର ମୁହଁ ଖୋଲିଲେ ନେତାନ୍ୟାହୁ, ସକାଳର ଝଗଡ଼ା…

ଜେରୁଜେଲମ,୫।୬: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଫୋନରେ ବାର୍ତ୍ତାଳପ ନେଇ ପ୍ରଥମ ଥର ପ୍ରତିକ୍ରିୟା ଦେଇଛନ୍ତି । ସେ ମନ୍ତବ୍ୟ…

ବିଦ୍ୟୁତ୍‌ ବିଭାଗର ଟାଳଟୁଳ ନୀତି, ସେବାରୁ ବଞ୍ଚିତ ଗ୍ରାମବାସୀ

ଅତାବିରା,୫ା୬(ଯୁଧିଷ୍ଠିର ମହାପାତ୍ର):ଗ୍ରୀଷ୍ମ ସମୟରେ ବିଦ୍ୟୁତ କାଟ ହେବ ନାହିଁ ବୋଲି ସରକାର କହୁଥିବା ବେଳେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି ବରଗଡ ଜିଲା ସରଣ୍ଡା ଅଞ୍ଚଳରେ l…

ପୌରାଣିକ ନାଟକରେ ଆପତ୍ତିଜନକ ଅଭିନୟ; ଦୁଇ ଟ୍ରାନ୍ସଜେଣ୍ଡର ଗୋଷ୍ଠୀ ମଧ୍ୟରେ ଖଣ୍ଡଯୁଦ୍ଧ, ଥାନାରେ ମାମଲା

ଦିଗପହଣ୍ଡି,୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗ୍ରାମରେ ମା ‘ ସୁବର୍ଣ୍ଣରେଖା ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ମହୋତ୍ସବ ଗତ ମେ ୧୨ ତାରିଖରେ…

ଅବୈଧ ଧାନ ମହଜୁଦ ରଖିଥିଲେ ସୁରେଶ: ଜବତ କଲେ ଅଧିକାରୀ

ନୂଆପଡ଼ା,୫ା୬ (ମକାରୁ ବେମାଲ):ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶଙ୍କ ନିର୍ଦ୍ଦେଶରେ ଧାନର ଅବୈଧ ମହଜୁଦ ଓ ଆନ୍ତଃ ରାଜ୍ୟ ଚୋରା ଚାଲାଣ ବିରୋଧରେ ଜିଲା ପ୍ରଶାସନ ପକ୍ଷରୁ ଯାଞ୍ଚ…

ଦୀର୍ଘକାଳୀନ ଶକ୍ତି ଭାଗୀଦାରି ନେଇ ଭାରତ, ଭେନେଜୁଏଲା ସଙ୍କଳ୍ପବଦ୍ଧ

ନୂଆଦିଲ୍ଲୀ,୫।୬(ପି.ଟି.): ଭାରତ ଓ ଭେନେଜୁଏଲା ନିଜର ଆବଶ୍ୟକତାକୁ ପୂରଣ କରିବା ଲାଗି ଏକ ଦୀର୍ଘକାଳୀନ ଶକ୍ତି ଭାଗୀଦାରି ଗଠନ କରିବାକୁ ଗୁରୁବାର ସଂକଳ୍ପବଦ୍ଧ ହୋଇଛନ୍ତି । ପ୍ରଧାନମନ୍ତ୍ରୀ…

ଲୋକ ସଭାରେ କଂଗ୍ରେସଠାରୁ ଅଲଗା ବସିବ ଡିଏମ୍‌କେ, ମିଳିଲା ସଂସଦୀୟ ସଚିବାଳୟର ମଞ୍ଜୁରୀ

ନୂଆଦିଲ୍ଲୀ,୫।୬(ପି.ଟି.):ଦୀର୍ଘ ଦିନର ସହଯୋଗୀ କଂଗ୍ରେସ ସହ ସମ୍ପର୍କ ଛିନ୍ନ ହେବା ପରେ ଲୋକ ସଭାରେ କଂଗ୍ରେସ ଏମ୍‌ପିମାନଙ୍କଠାରୁ ଅଲଗା ଆସନରେ ବସିବା ପାଇଁ ଡିଏମ୍‌କେକୁ ସଂସଦୀୟ ସଚିବାଳୟ…

ଛତ୍ରପୁର ମହୋତ୍ସବର ଚତୁର୍ଥ ସନ୍ଧ୍ୟା, ବଲିଉଡ କଣ୍ଠଶିଳ୍ପୀ ସଚେତ-ପରମ୍ପରା ଓ ଶୈଳେନ୍ଦ୍ରଙ୍କ ଡ୍ୟାନ୍ସରେ ଦର୍ଶକ ମନ୍ତ୍ରମୁଗ୍ଧ

ଛତ୍ରପୁର,୫।୬(ଦିଲ୍ଲୀପ ସାମଲ): ଛତ୍ରପୁରର ଅଧିଷ୍ଠାତ୍ରୀ ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ସହିତ ସ୍ଥାନୀୟ କଳା, ସଂସ୍କୃତି ଓ ପରମ୍ପରାର ଗରିମାମୟ ଐତିହ୍ୟକୁ ଉଦ୍‌ଜୀବିତ କରିବା ଲକ୍ଷ୍ୟ…

ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣା; ଜୀବନ ହାରିଲେ ଛାତ୍ରୀ, ମୃତ୍ୟୁ ପୂର୍ବରୁ ଲେଖିଥିବା ଚିଠିକୁ ନେଇ ଚର୍ଚ୍ଚା

ନାଗପୁର, ୫।୬(ପି.ଟି.): ମେଡିକାଲ ପ୍ରବେଶିକା ପରୀକ୍ଷା ପାଇଁ ପ୍ରସ୍ତୁତ ହୋଇ ଗତ ମେ ୩ ତାରିଖରେ ଅନୁଷ୍ଠିତ ଏନ୍‌ଇଇଟି(ୟୁଜି) ପରୀକ୍ଷା ଦେଇଥିଲେ। ଆଶା ଥିଲା ଭଲ ର଼୍ୟାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri