Posted inଖେଳ

ଶେଷରେ ଓହରିଲେ ଗାଙ୍ଗୁଲି

ନୂଆଦିଲ୍ଲୀ, ୨୮।୧୦ : ପୂର୍ବତନ ଭାରତୀୟ ଅଧିନାୟକ ତଥା ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ) କ୍ଲବ ଏଟିକେ ମୋହନ ବାଗାନର ବୋର୍ଡ ଅଫ୍‌ ଡିରେକ୍ଟର୍ସରୁ ଗୁରୁବାର ଓହରି ଯାଇଛନ୍ତି। ଏଟିକେ ମୋହନ ବାଗାନ କ୍ଲବ ମାଲିକ ସଞ୍ଜିବ ଗୋଏଙ୍କା ଆଇପିଏଲରେ ନୂଆ ଫ୍ରାଞ୍ଚଇଜ କିଣିବା ପରେ ଗାଙ୍ଗୁଲିଙ୍କୁ ବାଧ୍ୟହୋଇ ଏଭଳି ପଦକ୍ଷେପ ନେବାକୁ ପଡ଼ିଛି। ନ ହେଲେ ତାଙ୍କ ବିରୋଧରେ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ (କନଫ୍ଲିକ୍ଟ ଅଫ୍‌ ଇଣ୍ଟରେଷ୍ଟ) ଭଳି ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଥାନ୍ତା। ଉଲ୍ଲେଖଯୋଗ୍ୟ, ବ୍ୟବସାୟୀ ସଞ୍ଜିବ ଗୋଏଙ୍କାଙ୍କ କମ୍ପାନୀ ୭୦୯୦ କୋଟି ଟଙ୍କାରେ ଲକ୍ଷ୍ନୌ ଫ୍ରାଞ୍ଚାଇଜର ମାଲିକାନା ହାସଲ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ସମ୍ପୂର୍ଣ୍ଣ ଭାଙ୍ଗିପଡ଼ିଥିଲି…ଅବସର କଥା କହି ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୧୨: ଭାରତୀୟ କ୍ରିକେଟର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରୁ ଜଣେ ରୋହିତ ଶର୍ମା ତାଙ୍କ କ୍ୟାରିୟର ବିଷୟରେ ଏକ ଖୁଲାସା କରିଛନ୍ତି। ଏହା ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ...

୨ ଦଳ ମିଶି କଲେ ମାତ୍ର ୨୩ ରନ: ଅନ୍ତର୍ଜାତୀୟ ଟି-୨୦ରେ ସବୁଠୁ ଲଜ୍ଜାଜନକ ରେକର୍ଡ

ନୂଆଦିଲ୍ଲୀ,୨୨।୧୨: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ ସାଧାରଣତଃ ଦ୍ରୁତ ରନ, ବଡ଼ ଛକା ଏବଂ ବଡ଼ ସ୍କୋର ପାଇଁ ଜଣାଶୁଣା। ଏହି ଫର୍ମାଟ କେତେକ ସମୟରେ ବ୍ୟାଟସମ୍ୟାନଙ୍କ...

ବାଂଲାଦେଶ ପରେ ବର୍ମା

ପ୍ରାୟ ଦେଢ଼ ବର୍ଷ ପରେ ପୁଣି ବାଂଲାଦେଶ ଅଶାନ୍ତ ହୋଇପଡ଼ିଛି। ଏବର ଅସ୍ବାଭାବିକ ସ୍ଥିତି ସେଠାକାର ଉଗ୍ର ଯୁବ ନେତା ଶରିଫ୍‌ ଓସ୍‌ମାନ ହାଦିଙ୍କୁ ଅଚିହ୍ନା...

ଭାଜପାକୁ ନେଇ ଗୁମର ଖୋଲିଦେଲେ RSS ନେତା ମୋହନ ଭାଗବତ: ଦେଶରେ ହଲଚଲ

ନୂଆଦିଲ୍ଲୀ,୨୨ା୧୨:ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)ର କୌଣସି ରାଜନୈତିକ କାର୍ଯ୍ୟସୂଚୀ ନାହିଁ। ଭାଜପା ଚଷମାରେ ଏହି ସଂଗଠନକୁ ଦେଖିବା ବଡ଼ ଭୁଲ୍‌ ବୋଲି ଆର୍‌ଏସ୍‌ଏସ୍‌ ମୁଖ୍ୟ ମୋହନ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଆଶେସ ଟାଇଟଲ ବଜାୟ ରଖିଲା ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୧ା୧୨: ସ୍ଥାନୀୟ ଆଡିଲେଡ୍‌ ଓଭାଲଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟରେ ଇଂଲଣ୍ଡକୁ ୮୨ ରନରେ ହରାଇ ଦେଇଛି ଅଷ୍ଟ୍ରେଲିଆ। ଆଉ ଦୁଇଟି ମ୍ୟାଚ ଖେଳାଯିବାକୁ ବାକି...

ପୋଷ୍ଟରରେ ନିଜ ଫଟୋ ନଥିବାରୁ ଗର୍ଜିଲେ ପ୍ରଦୀପ ପୁରୋହିତ, ମନଦୁଃଖ କରନ୍ତୁ ନାହିଁ କହିଲେ ଉପମୁଖ୍ୟମନ୍ତ୍ରୀ

ଝାରସୁଗୁଡା, ୨୧/୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା କୋଲାବିରା ବ୍ଳକ ଠାରେ ରବିବାର ଚାଲିଥିବା କୃଷକ ସମାବେଶରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ବ୍ୟାନରରେ...

IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ

ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri