Posted inଖେଳ

ଶେଷରେ ଓହରିଲେ ଗାଙ୍ଗୁଲି

ନୂଆଦିଲ୍ଲୀ, ୨୮।୧୦ : ପୂର୍ବତନ ଭାରତୀୟ ଅଧିନାୟକ ତଥା ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ) କ୍ଲବ ଏଟିକେ ମୋହନ ବାଗାନର ବୋର୍ଡ ଅଫ୍‌ ଡିରେକ୍ଟର୍ସରୁ ଗୁରୁବାର ଓହରି ଯାଇଛନ୍ତି। ଏଟିକେ ମୋହନ ବାଗାନ କ୍ଲବ ମାଲିକ ସଞ୍ଜିବ ଗୋଏଙ୍କା ଆଇପିଏଲରେ ନୂଆ ଫ୍ରାଞ୍ଚଇଜ କିଣିବା ପରେ ଗାଙ୍ଗୁଲିଙ୍କୁ ବାଧ୍ୟହୋଇ ଏଭଳି ପଦକ୍ଷେପ ନେବାକୁ ପଡ଼ିଛି। ନ ହେଲେ ତାଙ୍କ ବିରୋଧରେ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ (କନଫ୍ଲିକ୍ଟ ଅଫ୍‌ ଇଣ୍ଟରେଷ୍ଟ) ଭଳି ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଥାନ୍ତା। ଉଲ୍ଲେଖଯୋଗ୍ୟ, ବ୍ୟବସାୟୀ ସଞ୍ଜିବ ଗୋଏଙ୍କାଙ୍କ କମ୍ପାନୀ ୭୦୯୦ କୋଟି ଟଙ୍କାରେ ଲକ୍ଷ୍ନୌ ଫ୍ରାଞ୍ଚାଇଜର ମାଲିକାନା ହାସଲ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଭୁଲ୍‌ କରିଦେଲେ ଶ୍ରେୟସ ଆୟର: ୨୪୯ ରନ କରି ମଧ୍ୟ ହାରିଲା ଟିମ ଇଣ୍ଡିଆ, ଜାଣନ୍ତୁ ପରାଜୟର ୩ ବଡ଼ କାରଣ

ରାଞ୍ଚି,୧୦।୧୦: ରାଞ୍ଚିରେ ରୋମାଞ୍ଚକର ମୁକାବିଲାରେ ୨୪୯ ରନ କରି ମଧ୍ୟ ପରାଜୟର ସାମ୍ନା କରିଛି ଟିମ ଇଣ୍ଡିଆ। ୱେଷ୍ଟଇଣ୍ଡିଜ ୨୫୦ ରନ୍‌ର ବିଶାଳ ଲକ୍ଷ୍ୟକୁ ସଫଳତାର ସହ…

ସକାଳୁ ସକାଳୁ ଶକ୍ତିଶାଳୀ ଭୂକମ୍ପ: ୫ ଦେଶକୁ ସୁନାମୀ ଚେତାବନୀ

ପାନାମା,୧୦।୧୦: ମଧ୍ୟ ଆମେରିକୀୟ ଦେଶ ପାନାମାର ଦକ୍ଷିଣ ଉପକୂଳ ନିକଟରେ ଶୁକ୍ରବାର ୭.୬ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହାର ଝଟକା ରାଜଧାନୀ ପାନାମା…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ

ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA)…

ସ୍ନାତକ ମହାବିଦ୍ୟାଳୟରେ ଇଲେକ୍ସନ ବଦଳରେ ସିଲେକ୍ସନ

ଗୁଡ଼ାରି, ୯।୧୦ (ପ୍ରମୋଦ କୁମାର ପତି): ଗୁଡ଼ାରି ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଛାତ୍ର ସଂସଦର ବିଭିନ୍ନ ପଦବୀ ପାଇଁ ଶୁକ୍ରବାର…

ସୌରାଷ୍ଟ୍ରରୁ ଖେଳିବେ ଜାଡେଜା

ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ସୁନା ଜିତିବା ପରେ ଟଙ୍କା ବର୍ଷା: ଏହି ଖେଳାଳିଙ୍କୁ ମିଳିବ କୋଟି କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୦: ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିବା ପ୍ରତ୍ୟେକ ଖେଳାଳିଙ୍କ ପାଇଁ ଏକ ବଡ଼ ଉପଲବ୍ଧି। ଏହି ସଫଳତା ସହ ଯଦି ଲକ୍ଷ ଲକ୍ଷ ଟଙ୍କାର ନଗଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?