Posted inଖେଳ

ବାଲାଂଦେଶ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଗାଙ୍ଗୁଲି

ନୂଆଦିଲ୍ଲୀ,୨୫।୨: ବିସିସିଆଇର ପୂର୍ବତନ ମୁଖ୍ୟ ତଥା ଭାରତୀୟ ଅଧିନାୟକ ସୌରଭ ଗାଙ୍ଗୁଲି ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ବାଂଲାଦେଶ କ୍ରିକେଟ ପକ୍ଷରୁ ଏହାର ଟୁଇଟର ହ୍ୟାଣ୍ଡେଲରେ ଏହି ଭେଟର କିଛି ଫଟୋ ପୋଷ୍ଟ କକରାଯାଇଛି। ଫଟୋଗୁଡ଼ିକରେ ଗାଙ୍ଗୁଲି ପତ୍ନୀ ଡୋନା ଗାଙ୍ଗୁଲି, ପ୍ରଧାନମନ୍ତ୍ରୀ ଶେଖ ହସିନା ଏବଂ ବାଂଲାଦେଶ କ୍ରିକେଟ ବୋର୍ଡ ସଭାପତି ନଜମୁଲ ହାସନଙ୍କ ସହ ନଜର ଆସିଛନ୍ତି।

ବାଂଲାଦେଶ କ୍ରିକେଟ ନିଜର ପୋଷ୍ଟରେ ଲେଖିଛି, ’ଢାକାକୁ କିଛି ସମୟ ଗସ୍ତରେ ଆସିଥିବା ପୂର୍ବତନ ଭାରତୀୟ ଅଧିନାୟକ ସୌରଭ ଗାଙ୍ଗୁଲି ଆଜି ଗଣ ଭବନରେ ପତ୍ନୀ ଡୋନା ଗାଙ୍ଗୁଲିଙ୍କ ସହ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ବିସିବି ସଭାପତି ନଜମୁଲ ହାସନ, ଯିଏକି ଜଣେ ଏମ୍‌ପି ଏହି ସମୟରେ ଉପସ୍ଥିତ ଥିଲେ।

ଗାଙ୍ଗୁଲି ନିଜେ ମଧ୍ୟ ତାଙ୍କ ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ ଏହି ବୈଠକ ବିଷୟରେ ସୂଚନା ଦେଇଛନ୍ତି। ତେବେ ଏକ ଘରୋଇ କ୍ରିକେଟ ଟୁର୍ନାମେଣ୍ଟ ଆରମ୍ଭ ପାଇଁ ଗାଙ୍ଗୁଲି ସେଠାରେ ପହଞ୍ଚିଥିଲେ। ଏହି ଟୁର୍ନାମେଣ୍ଟର ନାମ ହେଉଛି ଢାକା ନର୍ଥ ସିଟି କର୍ପୋରେଶନ ମେୟର କପ ୨୦୨୩। ଏହାର ଦ୍ୱିତୀୟ ସିଜନ ଖେଳାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଛାଡ଼ିଲେ ଶତାଧିକ ଛାତ୍ର, ହାତରେ ବ୍ୟାଗ୍‌ ଧରି ୧୦ କିଲୋମିଟର ଚାଲିଲେ

ଝରିଗାଁ,୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ସରକାର କେଜିରୁ ପିଜି ପର୍ଯ୍ୟନ୍ତ ପିଲାଙ୍କୁ ମାଗଣା ଶିକ୍ଷା ପ୍ରଦାନ ପାଇଁ ଗୁରୁତ୍ୱ ଦେଉଥିବା ବେଳେ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନଟେମରା…

ଭାରତର ଏହି ସ୍ଥାନରେ ଏଯାଏଁ ପହଞ୍ଚିନି କଳିଯୁଗ? ରହସ୍ୟ ଜାଣିଲେ କାବା ହୋଇଯିବେ…

ନୂଆଦିଲ୍ଲୀ,୬।୮: ହିନ୍ଦୁ ଧର୍ମଶାସ୍ତ୍ରଗୁଡ଼ିକରେ ଚାରୋଟି ଯୁଗ— ତ୍ରେତାୟୁଗ, ସତ୍ୟଯୁଗ, ଦ୍ୱାପର ଯୁଗ ଏବଂ କଳିଯୁଗର ବର୍ଣ୍ଣନା କରାଯାଇଛି। ତିନୋଟି ଯୁଗ ଶେଷ ହୋଇସାରିଛି ଏବଂ ଏବେ ଶେଷ…

ବଳାତ୍କାର ମାମଲାରେ ତରୁଣ ତେଜପାଲଙ୍କୁ ୧୦ ବର୍ଷ ଜେଲଦଣ୍ଡ

ମୁମ୍ବାଇ,୬।୮: ବମ୍ବେ ହାଇକୋର୍ଟ ତେହେଲକା ପତ୍ରିକାର ପୂର୍ବତନ ସମ୍ପାଦକ ତରୁଣ ତେଜପାଲଙ୍କୁ ଏକ ବଳାତ୍କାର ମାମଲାରେ ୧୦ ବର୍ଷ ଜେଲଦଣ୍ଡ ଦେଇଛନ୍ତି। ନିମ୍ନ ଅଦାଲତର ରାୟକୁ ପ୍ରତ୍ୟାଖ୍ୟାନ…

ଏହି ମନ୍ଦିରରେ ୩୦୦ ବର୍ଷ ଧରି ଜଳୁଛି ଅଖଣ୍ଡ ଦୀପ, ଦିନକୁ ୩ ଥର ହୋଇଥାଏ ଶିବଲିଙ୍ଗର ରଙ୍ଗ ପରିବର୍ତ୍ତନ

ଶ୍ରାବଣ ମାସରେ ଭଗବାନ ଶିବଙ୍କ ପୂଜା କରିବାର ବହୁତ ମହତ୍ତ୍ୱ ରହିଛି। ସାରା ଦେଶରେ ଅନେକ ଶିବ ମନ୍ଦିର ଅଛି। ଏହି ମନ୍ଦିରଗୁଡ଼ିକ ମଧ୍ୟରୁ ଅନେକକୁ ଚମତ୍କାର…

ବୁମ୍‌ରାଙ୍କୁ ବର୍ଷେ ଯାଏ ବିଦା କରିଦିଅ….ପୂର୍ବତନ କ୍ରିକେଟର୍‌ଙ୍କ ଆଶ୍ଚର୍ଯ୍ୟଜନକ ମନ୍ତବ୍ୟ

ନୂଆଦିଲ୍ଲୀ,୬।୮: ଭାରତୀୟ ପେସ୍‌ ବୋଲର୍‌ ଜସପ୍ରିତ ବୁମରା ନିଜ ବୋଲିଂ ଆକ୍ସନକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ବୁମରା ଆଣ୍ଠୁ ଆଘାତ ସହିତ ସଂଘର୍ଷ କରୁଛନ୍ତି। ଫଳରେ…

ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ବ ଭିତରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ସରକାର ଅନୁଧ୍ୟାନ କରି….

ଭୁବନେଶ୍ୱର,୬।୮: ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ବ ଭିତରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବଡ଼ ସୂଚନା ଦେଇଛନ୍ତି । ଏନେଇ ସରକାର ଅନୁଧ୍ୟାନ କରିବେ ବୋଲି କହିଛନ୍ତି ।…

ମା’ଙ୍କ ପାଇଁ ଔଷଧ ଆଣିବାକୁ ଯାଇ ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ୨୪ ଘଣ୍ଟା ପରେ…

ଆଳି,୬ା୮(ବନମାଳୀ ସେନାପତି): ମା’ଙ୍କ ଔଷଧ ପାଇଁ ସିଂହପୁର ଯିବା ସମୟରେ ମାନପୁର ଘୋଷରାରେ ପ୍ରବାହିତ ବନ୍ୟା ସ୍ରୋତରେ ଜଣେ ଯୁବକ ମଙ୍ଗଳବାର ସନ୍ଧ୍ୟାରେ ଭାସି ଯାଇଥିଲେ। ବୁଧବାର…

ଶ୍ରାବଣରେ ବିରଳ ମହାସଂଯୋଗ! ୧୮ ବର୍ଷ ପରେ ଲାଗିବ ସୂର୍ଯ୍ୟଗ୍ରହଣ-ଚନ୍ଦ୍ରଗ୍ରହଣ, ଜାଣନ୍ତୁ କ’ଣ କରିବେ ନ କରିବେ…

ଚଳିତ ବର୍ଷ ଶ୍ରାବଣ ମାସର ଅମାବାସ୍ୟା ଓ ପୂର୍ଣ୍ଣିମାରେ ଗ୍ରହଣ ପଡ଼ିବ। ପ୍ରାୟ ୧୮ ବର୍ଷ ପରେ ଏଭଳି ଏକ ବିରଳ ସଂଯୋଗ ସୃଷ୍ଟି ହେଉଛି, ଯେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri