Posted inଖେଳ

ସୌରଭ ଗାଙ୍ଗୁଲି ନେଗେଟିଭ୍‌

କୋଲକାତା,୨୬ା୭ (ପି.ଟି.)-ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲିଙ୍କ କୋଭିଡ୍‌-୧୯ ଟେଷ୍ଟ ନେଗେଟିଭ୍‌ ଆସିଛି। ସତର୍କତାମୂଳକ ପଦକ୍ଷେପ ସ୍ବରୂପ ସେ ତାଙ୍କ ସାମ୍ପଲ ପରୀକ୍ଷା କରିବାକୁ ଦେଇଥିଲେ। ବଡ଼ ଭାଇ ସ୍ନେହାଶିଷ ଗାଙ୍ଗୁଲି କରୋନାରେ ସଂକ୍ରମିତ ଜଣାପଡ଼ିବା ପରେ ଭାରତର ଏହି ପୂର୍ବତନ ଅଧିନାୟକ ଏକ ସପ୍ତାହରୁ ଅଧିକ ଦିନ ଧରି ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିଲେ। ଗାଙ୍ଗୁଲି ବର୍ତ୍ତମାନ ତାଙ୍କ ଅସୁସ୍ଥ ମା’ଙ୍କ ସହିତ ରହୁଛନ୍ତି। ସତର୍କତାମୂଳକ ପଦକ୍ଷେପ ସ୍ବରୂପ ସେ ନିଜର ଟେଷ୍ଟ କରାଇଥିଲେ। ଶୁକ୍ରବାର ସନ୍ଧ୍ୟାରେ ତାଙ୍କ ରିପୋର୍ଟ ନେଗେଟିଭ୍‌ ଆସିଥିବା ବିସିସିଆଇ ସଭାପତିଙ୍କ ଜଣେ ନିକଟ ସମ୍ପର୍କୀୟ ପ୍ରକାଶ କରିଛନ୍ତି। ବେଙ୍ଗଲ କ୍ରିକେଟ ଆସୋସିଏଶନ (ସିଏବି) ସମ୍ପାଦକ ସ୍ନେହାଶିଷଙ୍କ ସ୍ବାସ୍ଥ୍ୟାବସ୍ଥାରେ ଦ୍ରୁତ ଉନ୍ନତି ଘଟୁଛି। ଦୁଇଦିନ ଭିତରେ ସେ ହସ୍ପିଟାଲରୁ ଛାଡ଼ ପାଇବେ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତୀୟ କ୍ରିକେଟ ଅଧିନାୟକଙ୍କ ଲାଗି ସ୍ବତନ୍ତ୍ର ନମ୍ବର ୧୮୩

ଭାରତୀୟ ଦିନିକିଆ କ୍ରିକେଟ ଦଳର ସଫଳତମ ଅଧିନାୟକଙ୍କ ଲକି ନମ୍ବର ହେଉଛି ୧୮୩ । ଏହାର କାରଣ ଭାରତୀୟ କ୍ରିକେଟ ଦଳର ପ୍ରଶଂସକମାନଙ୍କୁ ଜଣାଥିବ। ସୌରଭ...

ପିଙ୍କ୍‌ ବଲ୍‌ ଟେଷ୍ଟ: କିମ୍ବଦନ୍ତୀ କ୍ରିକେଟରଙ୍କ ଭିଡ ଜମିବ

କୋଲକାତା,୨୦।୧୧(ପି.ଟି.): ଐତିହାସିକ ଇଡେନ ଗାର୍ଡେନ ଗ୍ରାଉଣ୍ଡରେ ଆରମ୍ଭ ହେବାକୁ ଯାଉଛି ପ୍ରଥମ ଦିବାରାତ୍ର ଟେଷ୍ଟ ମ୍ୟାଚ୍‌। ପିଙ୍କ୍‌ ବଲ୍‌ରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ରେ ଭାରତ...

ରେଷ୍ଟୁରାଣ୍ଟର ମାଲିକାଣୀ ଏହି କ୍ରିକେଟରଙ୍କ ସ୍ତ୍ରୀ

ଟିମ ଇଣ୍ଡିଆର ଷ୍ଟାର ଉଇକେଟ କିପର ରିଦ୍ଧିମାନ ସାହା ୨୦୧୧ରେ ରୋମି ମିତ୍ରଙ୍କୁ ବିବାହ କରିଥିଲେ। ବିବାହ ପରେ ରୋମି ତାଙ୍କ ନାମ ଦେବାରତୀ ସାହା...

ଟୋକିଓ ଅଲିମ୍ପିକ୍‌: ଏବେ ବି ଅଛି ଦୂତୀଙ୍କ ଆଶା

ଭୁବନେଶ୍ୱର, ୩୦।୬(କ୍ରୀଡ଼ା ପ୍ରତିନିଧି)- ଜାପାନର ଟୋକିଓରେ ଜୁଲାଇ ୨୩ରୁ ଅଗଷ୍ଟ ୮ ପର୍ଯ୍ୟନ୍ତ ଅଲିମ୍ପିକ୍ସ ଅନୁଷ୍ଠିତ ହେବ। କ୍ୱାଲିଫାଇଂ ପାଇଁ ଡେଡ୍‌ଲାଇନ୍‌ ଶେଷ ହୋଇଥିବାରୁ ଏବେ...

ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ୫-୦ରେ ସିରିଜ ଜିତିଲା ଏହି ଦଳ

ମାଞ୍ଚେଷ୍ଟର, ୧।୧୦: ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ମହିଳା କ୍ରିକେଟ୍‌ ଦଳ ବିପକ୍ଷରେ ଏଠାରେ ଅନୁଷ୍ଠିତ ଅନ୍ତିମ ତଥା ୫ମ ଟି୨୦ ମ୍ୟାଚ୍‌କୁ ଇଂଲଣ୍ଡ ୩ ଉଇକେଟ୍‌ରେ ବିଜୟୀ...

ସ୍ପଷ୍ଟ କଲେ କୋହଲି: ଖେଳିବେ ନାହିଁ ଏହି ବରିଷ୍ଠ ଖେଳାଳି

ଅହମ୍ମଦାବାଦ,୧୧।୩ : ବିଶ୍ୱର ବୃହତ୍‌ ଷ୍ଟାଡିୟମରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଶୁକ୍ରବାର ଖେଳାଯିବ ପ୍ରଥମ ଟି୨୦ ମ୍ୟାଚ୍‌। ଏହି ମ୍ୟାଚ୍‌ରେ ବରିଷ୍ଠ ଓପନର ଶିଖର...

ରାଜସ୍ଥାନ ରୟାଲ୍ସକୁ ଲାଗିଲା ବଡ଼ ଝଟ୍‌କା: ଟୁର୍ନାମେଣ୍ଟରୁ ବାଦ୍‌ ପଡିଲେ ଏହି ଷ୍ଟାର ଖେଳାଳି

ଚେନ୍ନାଇ,୧୪।୪: ଟୁର୍ଣ୍ଣାମେଣ୍ଟର ପ୍ରାରମ୍ଭିକ ପର୍ଯ୍ୟାୟରେ ରାଜସ୍ଥାନ ରୟାଲ୍ସ ଏକ ବଡ଼ ଝଟ୍‌କା ଲାଗିଛି। ଦଳର ଷ୍ଟାର ଅଲରାଉଣ୍ଡର ବେନ ଷ୍ଟୋକ୍ସ ଆହାତ ଚଳିତ ସିଜିନରୁ ବାଦ...

ବାଲାଂଦେଶ ବିପକ୍ଷରେ ଶତକ ମାରି ଗାଙ୍ଗୁଲିଙ୍କ ରେକର୍ଡ ଭାଙ୍ଗିଲେ ରୋହିତ ଶର୍ମା

ବର୍ମିଂହାମ, ୧।୭(ପି.ଟି.)- ଚଳିତ ଆଇସିସି ବିଶ୍ୱକପରେ ପୁଣି ଥରେ ଶତକ ଅର୍ଜନ କରିଛନ୍ତି ହିଟ୍‌ମ୍ୟାନ୍‌ ରୋହିତ ଶର୍ମା। ବାଲାଂଦେଶ ବିପକ୍ଷରେ ଏଜବାଷ୍ଟନ ଗ୍ରାଉଣ୍ଡରେ ଖେଳାଯାଉଥିବା ମ୍ୟାଚରେ...

Ten Cric Info
Advertisement


Archives

Model This Week

Why Dharitri