୩୬୯ କାରର ମାଲିକ ହେଉଛନ୍ତି ଏହି ଲୋକପ୍ରିୟ ଅଭିନେତା

ମୁମ୍ବାଇ: ଦକ୍ଷିଣ ଫିଲ୍ମର ସୁପରଷ୍ଟାର ତଥା ମାଲୟାଲମ୍‌ ଅଭିନେତା ହେଉଛନ୍ତି ମାମୋତିି। ତାଙ୍କର ପୁରା ନାମ ମହମ୍ମଦ କୁଟି ଇସ୍‌ମାଇଲ ପାନିପରମ୍ବିଲ। ହେଲେ ଫିଲ୍ମ ଇଣ୍ଡଷ୍ଟ୍ରିରେ ସେ ନିଜ ନାମ ରଖିଛନ୍ତି ମାମୋତି। ମାଲୟାଲମ୍‌ ଏବଂ ତାମିଲ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅନେକ ସୁପରହିଟ୍‌ ଫିଲ୍ମରେ ଅଭିନୟ କରିସାରିଥିବା ମାମୋତି ହେଉଛନ୍ତି କାର ସୌକିନ। ତାଙ୍କ ପାଖରେ ସମୁଦାୟ ୩୬୯ ପ୍ରକାରର କାର ରହିଛି। ଏହା ମଧ୍ୟରେ ଶସ୍ତାରୁ ଆରମ୍ଭ କରି ସବୁଠାରୁ ଦାମୀ କାର ରହିଛି। ଖାଲି ସେତିକି ନୁହେଁ, ମାମୁତି ନିଜ କାରଗୁଡିକ ପାଇଁ ଏକ ଭିନ୍ନ ପ୍ରକାରର ଗ୍ୟାରେଜ ମଧ୍ୟ ତିଆରି କରିଛନ୍ତି। ସେ ପ୍ରାୟତଃ ନିଜେ କାର ଚଲାଇବାକୁ ପସନ୍ଦ କରନ୍ତି। ଦକ୍ଷିଣ ଇଣ୍ଡଷ୍ଟ୍ରିରେ ଅଡ୍ଡି କାର କିଣିଥିବା ମାମୋତି ପ୍ରଥମ ଅଭିନେତା ବୋଲି କୁହାଯାଏ। ମାମୋତିଙ୍କ କଲେକ୍ସନରେ ଜାଗୁଆର ଏକ୍ସଜେ-ଏଲ୍‌(କେଭିଅର) ସର୍ବଶ୍ରେଷ୍ଠ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ତୁମେ ବହୁତ ମନେ ପଡୁଛ…

ମୁମ୍ବାଇ: ବଲିଉଡ୍‌ର ଦିବଂଗତ ଅଭିନେତ୍ରୀ ଶ୍ରୀଦେବୀଙ୍କ ୨୪ ଫେବୃୟାରୀ ଅର୍ଥାତ୍‌ ସୋମବାର ଦ୍ୱିତୀୟ ଶ୍ରାଦ୍ଧବାର୍ଷିକୀ। ଆଜିର ଦିନରେ ଶ୍ରୀଦେବୀଙ୍କ ଅଚାନକ ମୃତ୍ୟୁ ସିନେପ୍ରେମୀଙ୍କୁ ହତବାକ କରିଦେଇଥିଲା।...

ପୁଣି ଥରେ ବୋହୂ ସାଜିଲେ ହେମା: ଫଟୋ ହେଲା ଭାଇରାଲ

ମୁମ୍ବାଇ: ବଲିଉଡ୍‌ ଡ୍ରିମ୍‌ ଗର୍ଲଙ୍କ ଏକ ଫଟୋ ଏବେ ଭାଇରାଲ ହେବାରେ ଲାଗିଛି। ଝିଅ ଇସା ଦେଓଲ ଏହି ଫଟୋଟି ସୋସିଆଲ ମିଡିଆରେ ଅପଲୋଡ କରିବା...

ମଲାଇକାଙ୍କୁ ଜନ୍ମଦିନରେ ଏପରି ଶୁଭେଚ୍ଛା ଜଣାଇଲେ ଅର୍ଜୁନ

ମୁମ୍ବାଇ: ବଲିଉଡ୍‌ର ନୂଆ ଲଭବର୍ଡ ମଲାଇକା ଅରୋରା- ଅର୍ଜୁନ କପୁର ନିଜ ସମ୍ପର୍କକୁ ଖୋଲାଖୋଲି ସ୍ବିକାର କରିବା ଆରମ୍ଭ କଲେଣି। ବୁଧବାର ମଲାଇକାଙ୍କ ଜନ୍ମଦିନ ଉପଲକ୍ଷେ...

ନିର୍ବନ୍ଧରେ ସବୁଠୁ ଦାମୀ ମୁଦି ପିନ୍ଧିଥିଲେ ଏହି ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ ୨୦୧୯ରେ ରଣବୀର ସିଂଙ୍କୁ ବିବାହ କରିଥିଲେ। ତାଙ୍କ ବିବାହ ଇଟାଲୀରେ ହୋଇଥିଲା। ତେବେ ସେ ତାଙ୍କ ନିର୍ବନ୍ଧ ମୁଦିକୁ ନେଇ...

କରୋନାରୁ ସୁସ୍ଥ ହେବା ପରେ ଏମିତି କହିଲେ ଅର୍ଜୁନ କପୁର

ମୁମ୍ବାଇ,୭।୧୦-ମହାମାରୀ କରୋନାରୁ ସୁସ୍ଥ ହୋଇଛନ୍ତି ବଲିଉଡ ଅଭିନେତା ଅର୍ଜୁନ କପୁର। ଦୀର୍ଘ ଏକ ମାସ ଧରି କରୋନା ସହ ଲଢେଇ କରିବା ପରେ ସେ ସୁସ୍ଥ...

ବାପି ଯାହା ଚାହୁଁଥିଲେ..

ବେଳେବେଳେ ମଣିଷ ଯାହା ଚାହେଁ ତାହା ତାଙ୍କୁ ହାତ ପାଆନ୍ତାରେ ମିଳିଯାଏ। ଠିକ୍‌ ସେମିତି ଜଲିଉଡ୍‌ରେ ଏଣ୍ଟ୍ରି କରିବା ସମୟରେ ଯାତ୍ରା ଜଗତର ଅନ୍ୟତମ ଆଗଧାଡିର...

କରୋନାରେ ବ୍ରିଟିଶ୍‌ ହାସ୍ୟାଭିନେତା ଏଡିଙ୍କ ମୃତ୍ୟୁ

ଲଣ୍ଡନ,୩ା୪: କରୋନା ସଂକ୍ରମଣରେ ବ୍ରିଟେନର ବର୍ଷୀୟାନ ହାସ୍ୟାଭିନେତା ଏଡି ଲାର୍ଜଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା। ହସ୍ପିଟାଲରେ ତାଙ୍କର ହୃଦ୍‌ରୋଗ...

ସ୍ବାମୀଙ୍କଠାରୁ ଧନୀ ଏହି ପ୍ରସିଦ୍ଧ ଅଭିନେତ୍ରୀ

ବଲିଉଡ ପରେ ହଲିଉଡ୍‌ ନାଁ କମାଇଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଚର୍ଚ୍ଚାରେ ଅଛନ୍ତି। କଠିନ ପରିଶ୍ରମ ଯୋଗୁ ସେ ଅନେକ ହିଟ ଫିଲ୍ମ ଦର୍ଶକଙ୍କୁ...

Advertisement
Seven Jackpot


Archives

Model This Week