Posted inଖେଳ

ଶ୍ରୀଲଙ୍କା ବିପକ୍ଷରେ ଦକ୍ଷିଣ ଆଫ୍ରିକା ୩୪୦/୬

ସେଞ୍ଚୁରିଅନ୍‌, ୨୭ା୧୨ – ସ୍ଥାନୀୟ ସୁପର ସ୍ପୋଟର୍‌ସ ପାର୍କଠାରେ ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟରେ ଭ୍ରମଣକାରୀ ଶ୍ରୀଲଙ୍କା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି। ଦଳ ଶନିବାର ପ୍ରଥମ ଦିବସ ଖେଳ ଶେଷ ସୁଦ୍ଧା ପ୍ରଥମ ଇନିଂସରେ ୬ ଉଇକେଟ ବିନିମୟରେ ୩୪୦ ରନ କରିଛି। ଷ୍ଟମ୍ପ୍ସ ଅପସାରଣ ବେଳକୁ ଦାସୁନ ଶାନକା ୨୫ ଓ କାସୁନ ରାଜିଥା ୭ରନ କରି ଅପରାଜିତ ଥିଲେ। ଆଉଟ ହୋଇଯାଇଥିବା ବ୍ୟାଟ୍ସମ୍ୟାନମାନଙ୍କ ମଧ୍ୟରେ ଦୀନେଶ ଚାଣ୍ଡିମଲ ସର୍ବାଧିକ ୮୫ ରନ କରିଥିବାବେଳେ ଧନଞ୍ଜୟ ଡି’ ସିଲ୍‌ଭା ୭୯ ରନ କରି ରିଟାୟର୍ଡ ହର୍ଟ ହୋଇଛନ୍ତି। ଉଇକେଟକିପର ନିରୋଶାନ ଡିକଓ୍ବେଲା ୪୯ ରନ କରିଛନ୍ତି। ଘରୋଇ ଦକ୍ଷିଣ ଆଫ୍ରିକା ତରଫରୁ ଶ୍ରେଷ୍ଠ ବୋଲିଂ କରିଥିବା ଓ୍ବିଆନ ମଲ୍‌ଡର ୬୮ରନ ବିନିମୟରେ ୩ଟି ଉଇକେଟ ଅକ୍ତିଆର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

ପ୍ରାକ୍ଟିସ ପାଇଁ ବାରବାଟୀରେ ପହଞ୍ଚିଲେ ହାର୍ଦ୍ଦିକ

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ ଖେଳାଯିବ। ଏନେଇ ଦୁଇ ଦଳର...

ବାରବାଟୀ T20: ମ୍ୟାଚ୍ ଦେଖବାକୁ ଆସୁଥିଲେ ଏସବୁ ସ୍ଥାନରେ କରନ୍ତୁ ପାର୍କିଂ

କଟକ,୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା କ୍ରିକେଟ ଟିମ୍ ବାରବାଟୀରେ ଆୟୋଜିତ ହେବାକୁ ଥିବା T20 ମ୍ୟାଚ୍ ପାଇଁ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଉଭୟ ଦଳକୁ କଡ଼ା...

ଇନ୍‌ଷ୍ଟାଗ୍ରାମରେ ପରସ୍ପରକୁ ଅନ୍‌ଫଲୋ କଲେ ପଲାଶ-ସ୍ମୃତି

ମୁମ୍ବାଇ: ଗାୟକ ତଥା ଫିଲ୍ମ ନିର୍ମାତା ପଲାଶ ମୁଛଲ ଏବଂ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରବିବାର  ଅଫିସିଆଲି ସେମାନଙ୍କ ବିବାହ ଭାଙ୍ଗିବା ସମ୍ପର୍କରେ ନିଶ୍ଚିତ...

ବାରବାଟୀରେ ହେବ ଜୋର୍‌ଦାର ଲଢ଼େଇ: ଭୁବନେଶ୍ୱରରେ ଭାରତ-ଦକ୍ଷିଣ ଆଫ୍ରିକା ଟିମ୍‌

ଭୁବନେଶ୍ୱର,୭ା୧୨: ଭୁବନେଶ୍ବରରେ ପହଞ୍ଚିଲେ ଭାରତ ଓ ଦକ୍ଷିଣ ଆଫ୍ରିକା ଟିମ୍‌ର ଖେଳାଳିମାନେ। ଆସନ୍ତା ୯ ତାରିଖ ଅର୍ଥାତ୍‌ ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଉଭୟ ଦେଶର ଖେଳାଳିଙ୍କ...

ସ୍ମୃତି ମନ୍ଧାନାଙ୍କ ପୋଷ୍ଟ ପରେ ବଡ଼ ଖୁଲାସା କଲେ ପଲାଶ! କହିଲେ ଆକ୍ସନ ନେବି…

ନୂଆଦିଲ୍‌ଲୀ,୭।୧୨: କ୍ରିକେଟର ସ୍ମୃତି ମନ୍ଧାନା ଏବଂ ସଂଗୀତକାର ପଲାଶ ମୁଛଲଙ୍କ ବିବାହ ଚର୍ଚ୍ଚାରେ ଏବେ ଫୁଲଷ୍ଟପ ପଡିଛିି। ସ୍ମୃତି ଏବଂ ପଲାଶଙ୍କ ବିବାହ ବହୁତ ଦିନ...

ବିବାହକୁ ନେଇ ଶେଷରେ ମୁହଁ ଖୋଲିଲେ ସ୍ମୃତି ମନ୍ଧାନା, କହିଲେ ପଲାଶଙ୍କ ସହ…

ନୂଆଦିଲ୍‌ଲୀ,୭।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ସୋସିଆଲ ମିଡିଆରେ ଏକ ଭାବପ୍ରବଣ ପୋଷ୍ଟ ସେୟାର କରି ତାଙ୍କ ବିବାହକୁ ନେଇ ଚାଲିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri