Posted inଖେଳ

ଲଜ୍ଜାଜନକ ରେକର୍ଡ କଲା ଦକ୍ଷିଣ ଆଫ୍ରିକା

କେପଟାଉନ୍‌,୩।୧: ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସରେ ମାତ୍ର ୫୫ ରନ ସଂଗ୍ରହ କରିଥିଲା। ମୋଟ ୫୫ ରନ ସହ ଆଫ୍ରିକା ଭାରତ ବିପକ୍ଷ ଟେଷ୍ଟ କ୍ରିକେଟର ଏକ ଇନିଂସରେ ସବୁଠାରୁ କମ୍‌ ସ୍କୋର କରିବାର ଲଜ୍ଜାଜନକ ରେକର୍ଡ ସୃଷ୍ଟି କରିଛି। ପ୍ରଥମ ଟେଷ୍ଟରେ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ସିରାଜ ଆଫ୍ରିକୀୟ ବ୍ୟାଟିଂ ଲାଇନଅପ ଧ୍ୱଂସ କରିବାରେ ଏକ ଗୁରୁତ୍ୱପୂର୍ଣ୍ଣ ଅବଦାନ ଦେଇଥିଲେ। ସେ ୬ଟି ଉଇକେଟ୍‌ ନେଇଥିଲେ।
ଏହାପୂର୍ବରୁ ନ୍ୟୁଜିଲାଣ୍ଡରେ ଭାରତ ବିପକ୍ଷ ଟେଷ୍ଟରେ ସର୍ବନିମ୍ନ ସ୍କୋର କରିବାର ଲଜ୍ଜାଜନକ ରେକର୍ଡ ଥିଲା। ୨୦୨୧ରେ କିୱି ଦଳ ୱାଙ୍ଖେଡେରେ ଭାରତୀୟ ଦଳ ବିପକ୍ଷରେ ୬୨ ରନ ସଂଗ୍ରହ କରିଥିଲେ। କିନ୍ତୁ ଭାରତ ସାମ୍ନାରେ ୫୫ ରନ କରି ଆଉଟ ହୋଇ ଦକ୍ଷିଣ ଆଫ୍ରିକା ନିଜ ନାମରେ ଏହି ଖରାପ ରେକର୍ଡ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରମିଳାଙ୍କ ଘରେ ଏମିତି କ’ଣ ହେଲା? ନବୀନ ନିବାସ ମୁହାଁ ହେଲେ ବରିଷ୍ଠ ନେତା, ରାଜନୀତି ହଲଚଲ

ଭୁବନେଶ୍ୱର,୨୦।୧: ନବୀନ ନିବାସରେ ବଡ଼ ହଲଚଲ। ବରିଷ୍ଠ ନେତା ନବୀନ ନିବାସରେ ପହଞ୍ଚିଛନ୍ତି। ପ୍ରମିଳାଙ୍କ ଘରେ ଯାଜପୁର ନେତାଙ୍କ ମେଳି ପରେ ଅଚାନକ ନବୀନ ନିବାସରୁ...

ପ୍ରମିଳାଙ୍କ ଘରେ ବୈଠକ ପରେ ପ୍ରୀତିରଞ୍ଜନ ଘଡ଼ାଇଙ୍କ ବିସ୍ଫୋରଣ, କହିଲେ ନିଜକୁ ବାଘ…

ଭୁବନେଶ୍ବର, ୨୦|୧ : ପ୍ରମିଳା ମଲ୍ଲିକଙ୍କ ଘରେ ପୁଣିଥରେ ଯାଜପୁର ବିଜେଡି ନେତାଙ୍କ ମେଳି ଦେଖିବାକୁ ମିଳିଛି । ପ୍ରଣବ ପ୍ରକାଶ ଦାସ, ପ୍ରଣବ ବଳବନ୍ତରାୟ, ପ୍ରୀତିରଞ୍ଜନ...

ବରଗଡ଼ରେ କଂଗ୍ରେସର ଚାଷୀ ସମାବେଶ: ଧାନବିକ୍ରି ଅବ୍ୟବସ୍ଥା ନେଇ ସରକାରଙ୍କ ବିରୋଧରେ ଗର୍ଜିଲେ…

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ):  ରାଜ୍ୟରେ ଖରିଫ୍ ଧାନବିକ୍ରି ବ୍ୟବସ୍ଥା ବାଟବଣା ହୋଇ ପଡିଛି। ଟୋକନ କଟକଣା, ଧାନ ଉଠାଣରେ ଶିଥିଳତା, କଟନୀଛଟନୀ ଆଦି ସମସ୍ୟା ଯୋଗୁ ଅନେକ...

ନୀତିନ ନବୀନ କହିଲେ ରାଜନୀତି ଲଙ୍ଗ ମାରାଥନ, ଏଠି ସ୍ପିଡ ନୁହେଁ ଷ୍ଟାମିନାର ଟେଷ୍ଟ ହୋଇଥାଏ

ନୂଆଦିଲ୍ଲୀ,୨୦।୧: ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବା ପରେ, ନୀତିନ ନବୀନ ପ୍ରଥମ ଥର ପାଇଁ ଦଳୀୟ କର୍ମୀ ଏବଂ ନେତାମାନଙ୍କୁ ସମ୍ବୋଧିତ କରିଥିଲେ। ସେ କହିଥିଲେ...

ମିଳିଲା କନିଷ୍ଠ କିରାଣିଙ୍କ ଝୁଲନ୍ତା ମୃତଦେହ: ବେକରେ ଗାମୁଛା ଲଗାଇ….

ବାଲେଶ୍ୱର, ୨୦।୧( ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟର ଜଣେ କନିଷ୍ଠ କିରାଣିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ହେଲେ ସଦର...

କାକଟପୁର, ଅସ୍ତରଙ୍ଗରେ ଖୋଲିନାହିଁ ଧାନମଣ୍ଡି, ଚିନ୍ତାରେ ଚାଷୀ

କାକଟପୁର/ଅସ୍ତରଙ୍ଗ, ୨୦ା୧(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ପୁରୀ ଜିଲା ଅସ୍ତରଙ୍ଗ ଏବଂ କାକଟପୁର ବ୍ଲକ ଅଞ୍ଚଳରେ ବର୍ତ୍ତମାନ ସୁଦ୍ଧା ଧାନମଣ୍ଡି ଖୋଲିନାହିଁ। ଜାନୁଆରୀ ୧୫ରୁ ୧୭ତାରିଖ...

୩୩ ମାସ ପରେ ମା’କୁ ଫେରି ପାଇଲା ପୁଅ

ଝାରସୁଗୁଡ଼ା,୨୦।୧(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାପାଳ କୁଣାଲ ମୋତିରାମ ଚହ୍ବାଣଙ୍କ ମାର୍ଗଦର୍ଶନରେ ପରିଚାଳିତ ‘ସ୍ନେହ ସେତୁ’ ପଦକ୍ଷେପ ମାଧ୍ୟମରେ ସୋମବାର ପୁଣି ଏକ ବିଚ୍ଛିନ୍ନ ପରିବାର...

ବିରାଟ-ରୋହିତଙ୍କୁ ବଡ଼ ଝଟକା ଦେବ BCCI! ଜାଡେଜାଙ୍କୁ ହେବ ଫାଇଦା, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୦।୧: ଟିମ ଇଣ୍ଡିଆ ନ୍ୟୁଜିଲାଣ୍ଡ ବିପକ୍ଷରେ ଏକଦିବସୀୟ ସିରିଜ ହାରିଗଲା। ଏହି ପରାଜୟ ଦଳ ପରିଚାଳନା ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛି। ଏହି ସମୟରେ, ବିସିସିଆଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri