Posted inଖେଳ

ଭାରତ ବିପକ୍ଷ ଟେଷ୍ଟ ସିରିଜ୍‌ ପୂର୍ବରୁ ଦକ୍ଷିଣ ଆଫ୍ରିକା ଭୟଭୀତ

ସେଞ୍ଚୁରିଅନ୍‌,୨୫।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ୨ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜି ଡିସେମ୍ବର ୨୬ରୁ ଆରମ୍ଭ ହେବାକୁ ଯାଉଛି। ସିରିଜର ପ୍ରଥମ ମ୍ୟାଚ ସେଞ୍ଚୁରିଅନ ସୁପରସ୍ପୋର୍ଟ ପାର୍କରେ ଖେଳାଯିବ। ଏହି ମ୍ୟାଚ ପାଇଁ ଉଭୟ ଦଳ ଜୋରଦାର ପ୍ରସ୍ତୁତି ଚଳାଇଛନ୍ତି। ଏହି ସମୟରେ ଦକ୍ଷିଣ ଆଫ୍ରିକାର ଅଧିନାୟକ ତେମ୍ବା ବାଭୁମା ଭାରତୀୟ ପେସ୍‌ ଆଟାକ୍‌ ଆକ୍ରମଣ ଉପରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି।
ଦକ୍ଷିଣ ଆଫ୍ରିକାର ଅଧିନାୟକ ତେମ୍ବା ବାଭୁମା ଭାରତର ପେସ୍‌ ଆଟାକ୍‌କୁ ନେଇ ଭୟଭୀତ ହୋଇଯାଇଛନ୍ତି। ଆହତ ମହମ୍ମଦ ଶାମିଙ୍କ ସ୍ଥାନରେ ଦ୍ରୁତ ବୋଲର ଟେଷ୍ଟ ମ୍ୟାଚରେ ଘରୋଇ ଦଳର ବ୍ୟାଟ୍ସମ୍ୟାନଙ୍କ ମଧ୍ୟ ଚାପରେ ପକାଇ ପାରିବେ। ଭାରତର ପେସ୍‌ ଆଟାକ୍‌ ବିଶ୍ୱର ଶକ୍ତିଶାଳୀ ବୋଲି ସେ କହିଛନ୍ତି।
ଗୋଡରେ ଆଘାତ ଲାଗିଥିବାରୁ ଶାମି ଏହି ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜରୁ ବାଦ ପଡିଛନ୍ତି। ପ୍ଲେଇଙ୍ଗ-୧୧ରେ ଶାମିଙ୍କ ସ୍ଥାନରେ ପ୍ରସିଦ୍ଧ କ୍ରିଷ୍ଣା କିମ୍ବା ମୁକେଶ କୁମାରଙ୍କୁ ଚୟନ କରାଯିବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Read more

ଭୁବନେଶ୍ବର, ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ହୋଇଥିବା ନେଇ ସୂଚନା ରହିଛି । ଏହାରି ଭିତରେ ମୁହଁ ଖୋଲିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।…

ଟ୍ରମ୍ପଙ୍କୁ ଧୋକା ଦେଲେ ଏହି ଦେଶ, ଯୁଦ୍ଧ ମଝିରେ ଛାଡିଦେଲେ ହାତ, ଏବେ କରିବେ କ’ଣ?

ଓ୍ବାଶିଂଟନ୍‌,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦକୁ ଦୃଷ୍ଟିରେ ରଖି, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ସୁରକ୍ଷା ଦେବା ପାଇଁ ସହଯୋଗୀ ରାଷ୍ଟ୍ରଗୁଡ଼ିକୁ ଯୁଦ୍ଧଜାହାଜ…

କ୍ରସ୍‌ ଭୋଟିଂକୁ ମାନିନେଲେ ସୌଭିକ୍‌, କହିଲେ ବାପାଙ୍କୁ ବହିଷ୍କାର କରିଥିଲେ, ପ୍ରତିଶୋଧ ନେଲି

ଭୁବନେଶ୍ୱର,୧୬ା୩:  ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ହୋଇଥିବା ଜୋର୍‌ଦାର ଚର୍ଚ୍ଚା ହେଉଛି। ତେବେ ଏହି କ୍ରସ୍‌ ଭୋଟିଂକୁ ମାନି ନେଇଛନ୍ତି ବିଧାୟକ ସୌଭିକ ବିଶ୍ବାଳ। ବିଜୁ…

ଭାରତୀୟ ଜାହାଜକୁ ହର୍ମୁଜ ଷ୍ଟ୍ରେଟ ଦେଇ ଆସିବାକୁ କେମିତି ଅନୁମତି ଦେଲା ଇରାନ୍? ଜୟଶଙ୍କର କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୬।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବଂ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ଇରାନର କଠୋର ଆଭିମୁଖ୍ୟ ମଧ୍ୟରେ, ଏଲପିଜି ବୋଝେଇ ଦୁଇଟି ଭାରତୀୟ ଜାହାଜ ଗୁଜୁରାଟ ଉପକୂଳରୁ ଆସିବାକୁ ଯାଉଛି…

ଆଉ ଅଭାବ ହେବନି ଗ୍ୟାସ! ଗୋଟିଏ ଘଣ୍ଟା ମଧ୍ୟରେ ଏଲପିଜି ନେଇ ଭାରତରେ ପହଞ୍ଚିବ ‘ଶିବାଲିକ’, ଜାଣନ୍ତୁ ଶିବାଲିକ କ’ଣ….

ନୂଆଦିଲ୍ଲୀ,୧୬।୩: ଉପସାଗରୀୟ ଅଞ୍ଚଳରେ ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯୋଗୁ ବିଶ୍ୱ ସାମୁଦ୍ରିକ ବାଣିଜ୍ୟ ମାର୍ଗଗୁଡ଼ିକ ଚାପରେ ପଡ଼ିଛି। ହର୍ମୁଜ ପ୍ରଣାଳୀ…

ଆଇସିସି ଚେୟାରମ୍ୟାନ୍‌ ଜୟ ଶାହାଙ୍କ ବଡ଼ ବୟାନ, କହିଲେ…

ମୁମ୍ୱାଇ,୧୬ା୩: ନିକଟରେ ଶେଷ ହୋଇଥିବା ଟି୨୦ ବିଶ୍ୱକପ୍‌ରେ ଦେଖାଦେଇଥିବା ବିବାଦ ଏବଂ ଅନିଶ୍ଚିତତା ସମ୍ପର୍କରେ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ଚେୟାରମ୍ୟାନ୍‌ ଜୟ ଶାହା ପ୍ରଥମଥର ପାଇଁ ମୁହଁ…

କୂଅରେ ପଡିଛି ଯୁବକଙ୍କ ମୃତଦେହ: କୁକୁର ଧରି ପହଞ୍ଚିଲେ ସାଇଣ୍ଟିଫିକ୍‌ ଟିମ୍‌

ଗଞ୍ଜାମ,୧୬।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ଥାନା ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମ ନିକଟସ୍ଥ ଏକ କୂଅରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି।  ରବିବାର କୂଅରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri