Posted inଖେଳ

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର ବିଜୟ ଟାର୍ଗେଟ ରଖିଛି ଦକ୍ଷିଣ ଆଫ୍ରିକା।

ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଫଳରେ ଆମନ୍ତ୍ରଣ ପାଇ ଦକ୍ଷିଣ ଆଫ୍ରିକା ବ୍ୟାଟିଂ ଆରମ୍ଭ କରିଥିଲା। ଦକ୍ଷିଣ ଆଫ୍ରିକା ଆରମ୍ଭରୁ ଉଇକେଟ ହରାଇ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଦଳ ପକ୍ଷରୁ ଅଧିନାୟକ ଆଇଡେନ ମାର୍କରାମ ଲଢୁଆ ବ୍ୟାଟିଂ କରି ୬୧ ରନର ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳିଥିଲେ। ସେହିପରି ଡୋନୋଭନ ଫରେରା ୨୦ ରନ୍‌ କରିବାରେ ସକ୍ଷମ ହୋଇଥିଲେ।

ଭାରତ ପକ୍ଷରୁ ହର୍ଷିତ ରାଣା, ବରୁଣ ଚକ୍ରବର୍ତ୍ତୀ, କୂଳଦୀପ ଯାଦବ ଏବଂ ଅର୍ଶଦୀପ ସିଂ ୨ଟି ଲେଖାଏ ଉଇକେଟ ନେବାରେ ସକ୍ଷମ ହୋଇଥିଲେ। ସେହିପରି ଶିବମ୍‌ ଦୁବେ ଏବଂ ହାର୍ଦ୍ଦିକ ପାଣ୍ଡ୍ୟା ଗୋଟିଏ ଲେଖାଏ ଉଇକେଟ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିକୁ ଏଣ୍ଟ୍ରିକୁ ନେଇ ବଡ଼ ଘୋଷଣା କଲେ ଅଭିଜିତ ଦୀପକେ! ବଢିଲା ଭାଜପାର ଚିନ୍ତା

ନୂଆଦିଲ୍ଲୀ,୫।୮: କକ୍‌ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଜନ୍ତର-ମନ୍ତରରେ ହୋଇଥିବା ପ୍ରତିବାଦ ପରେ ବର୍ତ୍ତମାନ ଆଗାମୀ ରଣନୀତି ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି। ଅଭିଜିତଙ୍କ ଘରେ ଆଜିଠାରୁ…

ସରକାରଙ୍କ ବଡ଼ ଘୋଷଣା, ମହିଳାମାନଙ୍କୁ ମିଳିବ ସ୍ବର୍ଣ୍ଣମୁଦ୍ରା

ଚେନ୍ନାଇ,୫।୮: ତାମିଲନାଡୁର ବିଜୟ ସରକାର 2026-27 ବଜେଟରେ ମହିଳାମାନଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ଟିଭିକେ ସରକାର ମହିଳାମାନଙ୍କୁ ସୁନା ମୁଦ୍ରା ବା ଗୋଲ୍ଡ…

ବିଶ୍ୱର ଟପ୍‌-୩ ଧନୀ କ୍ରିକେଟର, ନେଟ୍‌ୱର୍ଥ ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୫।୮: କ୍ରିକେଟ ବିଶ୍ୱର ଦ୍ୱିତୀୟ ସବୁଠାରୁ ଲୋକପ୍ରିୟ ଖେଳ। କିନ୍ତୁ ବର୍ତ୍ତମାନ ଏହା କେବଳ ଏକ ଖେଳ ନୁହେଁ, ବରଂ କୋଟି କୋଟି ଟଙ୍କାର ଏକ ବିଶାଳ…

ଉଦୟନିଧିଙ୍କୁ କଡ଼ା ସମାଲୋଚନା କଲେ କଙ୍ଗନା, କହିଲେ-ଏହା ଏକ ଭଲ…

ନୂଆଦିଲ୍ଲୀ,୫।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ ଦେଇଥିବା କଥିତ ଡବଲ ମିନିଂ ମନ୍ତବ୍ୟକୁ ନେଇ ବିବାଦରେ ଫସିଛନ୍ତି। ବର୍ତ୍ତମାନ ଅଭିନେତ୍ରୀ କଙ୍ଗନା…

ଜୁକରବର୍ଗଙ୍କୁ ଅଲ୍ଟିମେଟମ ଦେଲେ ସରକାର: କ୍ଷମା ମାଗ ନଚେତ୍‌…

ନୂଆଦିଲ୍ଲୀ,୫।୮: ଫେସବୁକରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଡିଓ ଡିଲିଟ କରିବା ସମ୍ପର୍କରେ ସଂସଦୀୟ କମିଟି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ସୂତ୍ର ଅନୁଯାୟୀ, ଯୋଗାଯୋଗ ଏବଂ ସୂଚନା…

ଏଭଳି କାମ କରିବାକୁ ଯାଉଛନ୍ତି ଶେଖ ହାସିନା, ଶୁଣିକି ଛାନିଆ ହେଲା ବାଂଲାଦେଶ, ଭାରତ କହିଲା…

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଏକ ନୂଆ ପଦକ୍ଷେପ ଢାକାରେ ଚହଳ ସୃଷ୍ଟି କରିଛି। ଭାରତରେ ଆଶ୍ରୟ ନେଇଥିବା ଶେଖ ହାସିନା ଦୁଇ ବର୍ଷ…

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri