Posted inଖେଳ

ରୋମାଞ୍ଚକର ମ୍ୟାଚ୍‌ରେ ପାକିସ୍ତାନକୁ ହରାଇଲା ଦକ୍ଷିଣ ଆଫ୍ରିକା

ଚେନ୍ନାଇ,୨୭।୧୦: ବିଶ୍ୱକପ୍‌ କ୍ରିକେଟ ୨୦୨୩ରେ ପାକିସ୍ତାନକୁ ପରାଜିତ କରିଛି ଦକ୍ଷିଣ ଆଫ୍ରିକା। ଚେନ୍ନାଇର ଏମ୍‌ଏ ଚିଦାମ୍ବରମ୍‌ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକାକୁ ବିଜୟ ଲାଗି ୨୭୧ ରନ୍‌ର ଟାର୍ଗେଟ ମିଳିଥିଲା। ଏହାକୁ ଦଳ ୪୭.୨ ଓଭରରେ ହାସଲ କରିନେଇଛି। ମହମ୍ମଦ ନଓ୍ବାଜଙ୍କ ବଲ୍‌ରେ କେଶବ ମହାରାଜ ଛକା ମାରି ଦଳକୁ ବିଜେତା କରାଇଛନ୍ତି।

ଏଯାବତ ବିଶ୍ୱକପ୍‌ରେ ଦକ୍ଷିଣ ଆଫ୍ରିକା ୬ ମ୍ୟାଚ୍‌ ଖେଳିଥିବା ବେଳେ ଏହା ୫ମ ବିଜୟ। ଏହି ବିଜୟ ସହ ଦଳ ପଏଣ୍ଟ ତାଲିକାର ଶୀର୍ଷରେ ପହଞ୍ଚିଛି। ଅପରପକ୍ଷେ ଭାରତ ଦକ୍ଷିଣ ଆଫ୍ରିକାଠାରୁ ଗୋଟିଏ ମୁକାବିଲା ଅଧିକ ଖେଳିଛି। ଏବେ ଦଳ ଦ୍ୱିତୀୟ ଏବଂ ନ୍ୟୁଜିଲାଣ୍ଡ ତୃତୀୟ ସ୍ଥାନରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ସେବାରୁ ଆରମ୍ଭ, ସ୍ୱାର୍ଥରେ ଶେଷ

ଏବକାର ଭାରତରେ ରାଜନୀତିଜ୍ଞମାନେ ଇଂଲିଶ ଅକ୍ଷର ଏସ୍‌(S)କୁ ଜପାମାଳି କରି ଦେଇଛନ୍ତି। ଏହା ମାଧ୍ୟମରେ ସେମାନେ ଦେଶସେବା କରିବାର ଛଳନା କରୁଛନ୍ତି। ପ୍ରତ୍ୟେକ ସ୍ଲୋଗାନ, ପ୍ରତ୍ୟେକ ଯୋଜନା,…

ପଶ୍ଚିମ ଓଡିଶା ପାଇଁ ଆଉ ଏକ ନୂଆ ଟ୍ରେନ: ସ୍ବପ୍ନ ପୂରଣ କଲେ ଅଶ୍ୱିନୀ ବୈଷ୍ଣବ

କେସିଙ୍ଗା,୧୪।୫(ତୁମେଶ୍ୱର ସାହୁ): କେସିଙ୍ଗାରୁ ଭୁବନେଶ୍ୱରକୁ ନୂତନ ଟ୍ରେନ ପାଇଁ ଦାବି ଜୋର ଧରିଥିଲା। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୁରୀରୁ କୋରାପୁଟ ସିଧା ପଶ୍ଚିମ ଓଡ଼ିଶାରକୁ ସଂଯୋଗ…

ସଙ୍କଟ ମଧ୍ୟରେ ଭାରତ ପାଇଁ ଆସିଲା ଖୁସି ଖବର: ହର୍ମୁଜରେ…

ନୂଆଦିଲ୍ଲୀ,୧୪।୫: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଭାରତ ପାଇଁ ଆଉ ଏକ ଖୁସି ଖବର ଆସିଛି। LPG ଟ୍ୟାଙ୍କର୍‌ MV ସନ୍‌ସାଇନ ହର୍ମୁଜ ପ୍ରଣାଳୀ ପାର କରି…

ଇତିହାସ ରଚିଲେ ବିରାଟ କୋହଲି: ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ହାସଲ କଲେ ଏମିତି କାରନାମା

ରାୟପୁର,୧୪।୫: ବିରାଟ କୋହଲି ଏକ ଚମତ୍କାର ଶତକ ହାସଲ କରି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ବିଜୟୀ କରାଇଥିଲେ। ଏହି ଶତକ ସହିତ କୋହଲି…

ସଙ୍କଟ ମଧ୍ୟରେ ଭାରତ ନେଲା ବଡ଼ ନିଷ୍ପତ୍ତି: ବିଶ୍ୱକୁ ଚିନି ଯୋଗାଣ ବନ୍ଦ

ନୂଆଦିଲ୍ଲୀ,୧୪।୫: କେନ୍ଦ୍ର ସରକାର ଦେଶର ଚିନି ଯୋଗାଣ ବଜାୟ ରଖିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏକ ବିଜ୍ଞପ୍ତି ଜାରି କରି ସରକାର ତୁରନ୍ତ ଚିନି…

ପୁରୁଷବନ୍ଧୁଙ୍କ ରୁମ୍‌କୁ ଯାଇଥିଲେ ଇଞ୍ଜିନିୟରିଂ ଛାତ୍ରୀ: ୪ ଜଣ ମିଶି କଲେ ଗଣବଳାତ୍କାର, ତା’ପରେ ଯାହା ଘଟିଲା…

ଭୁବନେଶ୍ବର/ ଯାଁଳା,୧୪।୫, (ପ୍ରସନଜିତ୍‌ ସାହୁ/ବୁଲା ବାରିକ):ଭୁବନେଶ୍ୱର ଇନ୍‌ଫୋଭ୍ୟାଲି ଥାନା କାଇମାଟିଆ ଅଞ୍ଚଳରେ ଜଣେ ଇଞ୍ଜିନିୟରିଂ ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏକ ଘରୋଇ କଲେଜରେ ପଢ଼ୁଥିବା…

ଏହି ଦେଶକୁ ଆମେରିକାର ୫୧ତମ ରାଜ୍ୟ ଦର୍ଶାଇଲେ ଟ୍ରମ୍ପ୍‌: ସାରା ବିଶ୍ୱରେ ହଲଚଲ

ୱାଶିଂଟନ, ୧୪ା୫:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଏକ ବିବାଦୀୟ ବୟାନ ଓ ସୋସିଆଲ ମିଡିଆ ପୋଷ୍ଟକରି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ଚାଇନା ଗସ୍ତରେ ଥିବା ସମୟରେ…

ସ୍କଟ୍‌ଲାଣ୍ଡରେ ୫,୦୦୦ ବର୍ଷର କୃତ୍ରିମ ଦ୍ୱୀପ ଆବିଷ୍କୃତ

ଏଡିନବର୍ଗ, ୧୪ା୫:ସ୍କଟ୍‌ଲାଣ୍ଡରେ ପ୍ରତ୍ନତତ୍ତ୍ୱବିତ୍‌ମାନେ ଏକ ରହସ୍ୟମୟ କୃତ୍ରିମ ଦ୍ୱୀପର ସନ୍ଧାନ ପାଇଛନ୍ତି, ଯାହା ୫,୦୦୦ ବର୍ଷରୁ ଅଧିକ ପୁରୁଣା ବୋଲି ଅନୁମାନ କରାଯାଉଛି। ଏହି ଆବିଷ୍କାର ପ୍ରାଗୈତିହାସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri