Posted inଖେଳ

ଦକ୍ଷିଣ ଆଫ୍ରିକା ଆଗରେ ୨୮୮ ରନ୍‌ର ବିଜୟ ଲକ୍ଷ୍ୟ

ପାର୍ଲ,୨୧।୧: ପାର୍ଲର ବୋଲାଣ୍ଡ ପାର୍କରେ ଶୁକ୍ରବାର ଖେଳାଯାଉଥିବା ଦ୍ୱତୀୟ ଦିନିକିଆ ମ୍ୟାଚରେ ଭାରତ ଟସ୍‌ ଜିତି ୫୦ ଓଭରରେ ୬ ଉଇକେଟ ହରାଇ ୨୮୭ ରନ୍‌ କରିଛି। ଫଳରେ ଦକ୍ଷିଣ ଆଫ୍ରିକା ଆଗରେ ୨୮୮ ରନ୍‌ର ବିଜୟ ଲକ୍ଷ୍ୟ ରଖିଛି ।

ଭାରତର ଦୁଇ ଓପନର ଶିଖର ଧଓ୍ବନ ଏବଂ କେଏଲ୍‌ ରାହୁଲ ଦଳକୁ ଭଲ ଷ୍ଟାଟ୍‌ ଦେଇଥିଲେ । ରାହୁଲ ୫୫ ରନ୍‌ କରିଥିବା ବେଳେ ଧଓ୍ବନ ୨୯ ରନ୍‌ କରିବାରେ ସକ୍ଷମ ହୋଇଥିଲେ। ହେଲେ ବିରାଟ କୋହଲି ଖାତା ଖୋଲି ନ ଥିଲେ। ଋଷଭ ପନ୍ତ ୭୧ଟି ବଲରେ ୮୫ ରନ୍‌ର ଧର୍ଯ୍ୟପୂର୍ଣ୍ଣ ବ୍ୟାଟିଂ କରିଥିଲେ। ଶେଷରେ ଅଲ୍‌ରାଉଣ୍ଡର ଶାର୍ଦ୍ଦୁଲ ଠାକୁଲ ୪୦ ରନ୍‌ କରି କମାଲ ଦେଖାଇଥିଲେ ।

ଦକ୍ଷିଣ ଆଫ୍ରିକା ପକ୍ଷରୁ ସିସାନ୍ଦା ମାଗଲା, ଆଇଡେନ ମାର୍କରାମ, କେଶବ ମହାରାଜ, ଆଣ୍ଡିଲ ଫେଲୁକାଓ୍ବୋ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ତବରେଜ ସାମସି ୨ଟି ଉଇକେଟ ନେବାରେ ସଫଳ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚାଇନା ଓପନ: ରାଙ୍କିରେଡ୍ଡୀ-ଚିରାଗଙ୍କ ବିଦାୟ

ଚାଙ୍ଗ୍‌ଝୋ(ଚାଇନା),୧୯।୯: ଭାରତୀୟ ପୁରୁଷ ଡବଲ୍ସ ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ସେଟ୍ଟୀ ସିଧାସଳଖ ପରାଜୟ ସହ ଏଠାରେ ଚାଲିଥିବା ଚାଇନା ଓପନ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟରୁ...

ମେରୀକମଙ୍କୁ ସ୍ବର୍ଣ୍ଣ

ନୂଆଦିଲ୍ଲୀ,୨୮।୭(ପିଟି)- ଛ’ ଥର ବିଶ୍ୱ ଚାମ୍ପିୟନ ମହିଳା ବକ୍ସର ଏମ୍‌.ସି. ମେରୀକମ୍‌ ଇଣ୍ଡୋନେସିର ଲାବୁଆନ ବାଜୋଠାରେ ଚାଲିଥିବା ୨୩ତମ ପ୍ରେସିଡେଣ୍ଟ କପ୍‌ରେ ସ୍ବର୍ଣ୍ଣ ପଦକ ହାସଲ...

ମାର୍ଚ୍ଚ ୧୪ରେ ଆଇଏସ୍‌ଏଲ ଫାଇନାଲ

ମୁମ୍ବାଇ, ୨୮ା୧ (ପି.ଟି.)- ଚଳିତ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ର ଫାଇନାଲ ମ୍ୟାଚ ମାର୍ଚ୍ଚ ୧୪ରେ ଖେଳାଯିବ। ଫ୍ରାଞ୍ଚାଇଜ୍‌ ଭିତ୍ତିକ ଇଭେଣ୍ଟର ଆୟୋଜକ ଫୁଟ୍‌ବଲ ସ୍ପୋଟର୍‌ସ...

ଗଲ୍ଫରୁ ଅର୍ଜୁନ ପାଇଁ ରଶିଦ୍‌, ଆଦିତି, ଦୀକ୍ଷା

ନୂଆଦିଲ୍ଲୀ, ୫ା୬ (ପି.ଟି.)-ଚଳିତବର୍ଷର ଅର୍ଜୁନ ପୁରସ୍କାର ପାଇଁ ଗଲ୍ଫ ଖେଳର ଜାତୀୟ ଫେଡେରେଶନ ରଶିଦ୍‌ ଖାନ୍‌, ଆଦିତି ଅଶୋକ ଏବଂ ଦୀକ୍ଷା ଡାଗରଙ୍କ ନାମ ସୁପାରିସ...

ଧୋନୀଙ୍କ ଟିପ୍ସ ପରେ ଷ୍ଟେପ୍‌ ଆଉଟ୍‌ କରି ଛକା ଲଗାଇଲେ

ଚେନ୍ନାଇ,୧୧।୩: ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ଚାମ୍ପିୟନ ଭାରତୀୟ ଦଳର ସଦସ୍ୟ ରାଜବର୍ଦ୍ଧନ ହାଙ୍ଗାରଗେକର ସୁରଟଠାରେ ଚାଲିଥିବା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ର ଟ୍ରେନିଂରେ ଯୋଗ...

ଉମରାନ ମଲିକ ତିଳକ ନ ଲଗାଇବା ବିବାଦ ପରେ ଭାଇରାଲ୍‌ ହେଉଛି ଏହି ଫଟୋ

ନୂଆଦିଲ୍ଲୀ,୫।୨:ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାରି ଟେଷ୍ଟ ସିରିଜ ଫେବୃଆରୀ ୯ରେ ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି। ସିରିଜ ଆରମ୍ଭ ହେବାର ଠିକ ପୂର୍ବରୁ ଭାରତର...

ଆଇପିଏଲ୍‌ ମଝିରେ ଅବସର ନିଷ୍ପତ୍ତି ନେଲେ ଏହି କ୍ରିକେଟର୍‌

ୟୁଏଇ,୨୭।୯: ଆଇପିଏଲ ୨୦୨୧ରେ ମହେନ୍ଦ୍ର ସିଂ ଧୋନୀଙ୍କ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ପାଇଁ ଖେଳୁଥିବା ଅଲରାଉଣ୍ଡର ମୋଇନ ଅଲି ଟେଷ୍ଟ କ୍ରିକେଟରୁ ଅବସର ନେବାକୁ...

ଦୀପକ ଚହରଙ୍କ ହ୍ୟାଟ୍ରିକ

ନାଗପୁର, ୧୧।୧୧- ଲୋକେଶ ରାହୁଲ ଓ ଶ୍ରେୟାସ ଆୟାରଙ୍କ ଅର୍ଦ୍ଧଶତକ ପରେ ଦୀପକ ଚହରଙ୍କ ମ୍ୟାଜିକ୍‌ ସ୍ପେଲ୍‌ ଏବଂ ହ୍ୟାଟ୍ରିକ ସଫଳତା ବଳରେ ଭାରତ ରବିବାର...

Advertisement
Archives

Model This Week