Posted inଖେଳ

ଟସ୍‌ ଜିତି ବୋଲିଂ କରିବ ଦକ୍ଷିଣ ଆଫ୍ରିକା

ରାଜକୋଟ,୧୭।୬: ସ୍ଥାନୀୟ ସୌରାଷ୍ଟ୍ର କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ଶୁକ୍ରବାର ଭାରତ ଓ ଦକ୍ଷିଣ ଆଫ୍ରିକା ଟି-୨୦ ସିରିଜ୍‌ର ଚତୁର୍ଥ ମ୍ୟାଚରେ ଦକ୍ଷିଣ ଆଫ୍ରିକା ଅଧିନାୟକ ଟେମ୍ବା ବାଭୁମା ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତ ପ୍ରଥମେ ବ୍ୟାଟିଂ କରିବ। ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ରେ ଦକ୍ଷିଣ ଆଫ୍ରିକା ୨-୧ରେ ଆଗୁଆ ରହିଥିବା ବେଳେ ଭାରତ ପାଇଁ ଏହି ମ୍ୟାଚ ବେଶ୍‌ ଗୁରୁତ୍ୱପୂର୍ଣ୍ଣ ରହିଛି। ଅନ୍ୟପକ୍ଷେ ଆହତ କ୍ୱିଣ୍ଟନ ଡିକକ୍‌ ସୁସ୍ଥ ହୋଇ ଦଳକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଥୋମାସଙ୍କୁ ଫ୍ରାଙ୍କ୍‌ଲିନ୍‌ଙ୍କ ପରାମର୍ଶ

କିଙ୍ଗଷ୍ଟନ, ୨୮ା୬ (ପି.ଟି.)-ଅନ୍ତର୍ଜାତୀୟ କ୍ରିକେଟରେ ଅଧିକ ଦିନ ତିଷ୍ଠି ରହିବାକୁ ହେଲେ ଓ୍ବେଷ୍ଟଇଣ୍ଡିଜ ସ୍ପିଡ୍‌ଷ୍ଟର ଓଶାନେ ଥୋମାସଙ୍କୁ ତାଙ୍କ ଓଜନ କମାଇବାକୁ ପଡ଼ିବ। ତା’ ନ...

କପିଲଙ୍କ ଶୋ’ ଦେଖିବା ପାଇଁ ୩ ଲକ୍ଷ ଟଙ୍କା ଖର୍ଚ୍ଚ କରିଥିଲେ ବିରାଟ କୋହଲି: ଜାଣନ୍ତୁ କାହିଁକି

କମେଡି କିଙ୍ଗ କପିଲ ଶର୍ମାଙ୍କ ଶୋ’କୁ ଅନେକ ସେଲିବ୍ରିଟି ଆସି ସେମାନଙ୍କ ଜୀବନ ସହ ଜଡିତ କାହାଣୀ ବାଣ୍ଟନ୍ତି। ଥରେ ଭାରତୀୟ କ୍ରିକେଟ ଦଳର ଅଧିନାୟକ...

ଅନୁରାଧା ଓଡ଼ିଶା ଆଥ୍‌ଲେଟିକ୍ସ ଦଳର କୋଚ୍‌

ଭୁବନେଶ୍ୱର, ୨୮।୯(କ୍ରୀଡ଼ା ପ୍ରତିନିଧି): ଗୁଜରାଟରେ ହେବାକୁଥିବା ଜାତୀୟ କ୍ରୀଡ଼ା ପାଇଁ ଅଲିମ୍ପିଆନ ଅନୁରାଧା ବିଶ୍ୱାଳଙ୍କୁ ଓଡ଼ିଶା ଆଥ୍‌ଲେଟିକ୍ସ ଦଳର କୋଚ୍‌ ମନୋନୀତ କରାଯାଇଛି। ଯେଉଁ କ୍ରୀଡ଼ାରେ...

ଫର୍ମୁଲା ଓ୍ବାନ୍‌ ସୁପରଷ୍ଟାର

ଲୁଇସ୍‌ ହାମିଲଟନ ଷଷ୍ଠଥର ପାଇଁ ବିଶ୍ୱ ଚାମ୍ପିୟନଶିପ୍‌ ଟାଇଟଲ ହାସଲ କରି ମାଇକେଲ ସୁମାକରଙ୍କଠାରୁ ଗୋଟିଏ ପାଦ ଦୂରରେ ରହିଛନ୍ତି। ୩୪ ବର୍ଷରେ ପଦାର୍ପଣ କରିଥିବାରୁ...

ଆଇଏସ୍‌ଏଲ୍‌ ଫାଇନାଲ ଆଜି

ମାର୍ଗାଓ, ୧୮ା୩ (ପି.ଟି.): ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ର ଫାଇନାଲ ଶନିବାର ଏଠାରେ ଅନୁଷ୍ଠିତ ହେବ। ଜବାହରଲାଲ ନେହେରୁ ଷ୍ଟାଡିୟମରେ ଏଟିକେ ମୋହନ ବାଗାନ (ଏଟିକେଏମ୍‌ବି)...

ଶାହାରୁଖଙ୍କୁ ଛାଡ଼ି ସବୁ ଫେଲ୍‌

ମୁମ୍ବାଇ, ୧୬ା୪- ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବୋଲର ଓ ରବୀନ୍ଦ୍ର ଜାଡେଜାଙ୍କ ଫିଲ୍ଡିଂ ଯୋଗୁ ଧରାଶାୟୀ ହୋଇପଡ଼ିଲା ପଞ୍ଜାବ କିଙ୍ଗ୍ସ। ଶାହାରୁଖ ଖାନଙ୍କୁ ଛାଡ଼ି...

ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବେ ବିରାଟ କୋହଲି

ଶାରଜା, ୧୨।୧୦: ଚଳିତ ଆଇପିଏଲ୍‌ର ୨୮ତମ ମୁକାବିଲାରେ ସୋମବାର କୋଲକାତା ନାଇଟ୍‌ ରାଇଡର୍ସର ମୁକାବିଲା ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ସହ ହୋଇଛି। ଶାରଜା କ୍ରିକେଟ୍‌...

ଭାରତର ଅଲିମ୍ପିକ ଥିମ୍‌ ଗୀତ ଉନ୍ମୋଚିତ

ନୂଆଦିଲ୍ଲୀ, ୨୪ା୬ (ପି.ଟି.)- ଭାରତର ଅଫିସିଆଲ ଅଲିମ୍ପିକ ଥିମ୍‌ ଗୀତ ବୁଧବାର ଉନ୍ମୋଚିତ ହୋଇଯାଇଛି। କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ ଇଭେଣ୍ଟର ମୁଖ୍ୟ ଅତିଥି ଥିଲେ। ‘ଲକ୍ଷ୍ୟ...

Advertisement
Archives

Model This Week