Posted inଖେଳ

ଦକ୍ଷିଣ ଆଫ୍ରିକାକୁ ଶକ୍ତ ଧକ୍କା

ଜୋହାନ୍ସବର୍ଗ,୨୧।୧୨: ଭାରତ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଶକ୍ତ ଧକ୍କା ଲାଗିଛି। ଦଳର ପେସର ଅନରିଚ ନର୍ଟଜେ ପୂରା ସିରିଜ୍‌ରୁ ବାଦ୍‌ ପଡ଼ିଛନ୍ତି। ଆହତ ସମସ୍ୟା କାରଣରୁ ତାଙ୍କୁ ଏଭଳି ଅବସ୍ଥା ଭୋଗିବାକୁ ପଡ଼ିଛି। ତେବେ ଦକ୍ଷିଣ ଆଫ୍ରିକା କ୍ରିକେଟ (ସିଏସ୍‌ଏ) ପକ୍ଷରୁ ନର୍ଟଜେଙ୍କ ଆହତ ସମସ୍ୟା ଉପରେ ଅଧିକ ତଥ୍ୟ ଦିଆଯାଇ ନାହିଁ।

“ପ୍ରୋଟିଜ ବୋଲର ନର୍ଟଜେ ଆହତ ସମସ୍ୟା କାରଣରୁ ଭାରତ ବିପକ୍ଷ ଟେଷ୍ଟ ସିରିଜ୍‌ରୁ ବାଦ୍‌ ପଡ଼ିଛନ୍ତି। ଟେଷ୍ଟ ମ୍ୟାଚ୍‌ରେ ବୋଲିଂ କରିବା ଲାଗି ସେ ଯଥେଷ୍ଟ ଫିଟ୍‌ନେସ ହାସଲ କରିପାରି ନାହାନ୍ତି। ବର୍ତ୍ତମାନ ସମ୍ପୂର୍ଣ୍ଣ ଫିଟ୍‌ ହେବା ପାଇଁ ସେ ବିଶେଷଜ୍ଞଙ୍କ ସହ ପରାମର୍ଶ କରୁଛନ୍ତି। ତାଙ୍କ ବଦଳରେ କୌଣସି ଖେଳାଳିଙ୍କୁ ଦଳରେ ନିଆଯିବ ନାହିଁ” ବୋଲି ସିଏସ୍‌ଏ ପକ୍ଷରୁ ଜାରି କରାଯାଇଥିବା ବିବୃତିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗଲ୍ଫର ମ୍ୟାଟ ଏଭେରୀ ୩ ମାସ ବାସନ୍ଦ

ନ୍ୟୁୟର୍କ,୧୯।୧୦- ଆମେରିକୀୟ ଷ୍ଟାର ଗଲ୍ଫର ମାଟ୍‌ ଏଭେରୀ ଡ୍ରଗ୍‌ ପଲିସି ଉଲ୍ଲଂଘନ କରି ୩ ମାସ ବାସନ୍ଦ ହୋଇଛନ୍ତି। ଦୁଇଥର ପିଜିଏ ଟୁର ବିଜେତା ୩୫...

୪ ପ୍ରସିଦ୍ଧ କ୍ରିକେଟରଙ୍କ ଭବିଷ୍ୟବାଣୀ: ପ୍ଲେ-ଅଫ୍‌ରେ ପହଞ୍ଚି ପାରିବ ନାହିଁ ଚେନ୍ନାଇ

ଇଣ୍ଡିଆନ ପ୍ରିମିୟର ଲିଗର ୧୩ତମ ସିଜନରେ ଚେନ୍ନାଇ ସୁପରକିଙ୍ଗ୍ସର ପ୍ରଦର୍ଶନ ଅତ୍ୟନ୍ତ ଖରାପ ଥିଲା। ଦଳ ଟୁର୍ନାମେଣ୍ଟ ଇତିହାସରେ ପ୍ରଥମ ଥର ପାଇଁ ପ୍ଲେ ଅଫ...

ତାମିଲ ଫିଲ୍ମରେ ଡେବ୍ୟୁ କରିବାକୁ ଯାଉଛନ୍ତି ଏହି କ୍ରିକେଟର

ମୁମ୍ବାଇ, ୧୬।୨ : ପୂର୍ବତନ ଭାରତୀୟ କ୍ରିକେଟର ହରଭଜନ ସିଂ ଅଭିନୟ ଦୁନିଆରେ ପାଦ ଥାପିବାକୁ ଯାଉଛନ୍ତି। ‘ଫ୍ରେଣ୍ଡଶିପ୍‌’ ନାମକ ତାମିଲ ଫିଲ୍ମ ଜରିଆରେ ଡେବ୍ୟୁ...

ମକା ପୋଡ଼ିବା ପାଇଁ ବୃଦ୍ଧା ବ୍ୟବହାର କଲେ ସୋଲାର, ପୂର୍ବତନ କ୍ରିକେଟର କହିଲେ ଏମିତି

ପୂର୍ବତନ କ୍ରିକେଟର ଭିଭିଏସ୍‌ ଲକ୍ଷ୍ମଣ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ ଜଣେ ୭୫ ବର୍ଷୀୟା ବୃଦ୍ଧାଙ୍କ ଫଟୋ ଶେୟାର କରିଛନ୍ତି। ଯେଉଁଥିରେ ବୃଦ୍ଧା ଜଣକ ଏମିତି...

ଜାତୀୟ ଓପନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ୨୦୦ ମିଟର ଫାଇନାଲରେ ଦୂତୀ

ଭୁବନେଶ୍ୱର, ୧୩।୧୦(କ୍ରୀଡ଼ା ପ୍ରତିନିଧି)- ରାଞ୍ଚିରେ ଚାଲିଥିବା ଜାତୀୟ ଓପନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ର ମହିଳା ୧୦୦ ମିଟର ଇଭେଣ୍ଟରେ ଜାତୀୟ ରେକର୍ଡ ସହ ସ୍ବର୍ଣ୍ଣ ପଦକ ପାଇଥିବା...

କରୋନା ସଙ୍କଟ, ଡିସି-ପିବିକେଏସ୍‌ ମ୍ୟାଚ୍‌ ପୁଣେରୁ ମୁମ୍ବାଇ ସ୍ଥାନାନ୍ତର…

ମୁମ୍ବାଇ, ୧୯।୪ : ଆଇପିଏଲ ୨୦୨୨ରେ କରୋନା ସଂକ୍ରମଣ ଘଟିଛି। ସୋମବାର ଦିନ ଦିଲ୍ଲୀ କ୍ୟାପିଟାଲର ଖେଳାଳି ମିଚେଲ ମାର୍ଶ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି।...

ୟୁରୋ କପ୍‌ରୁ ବିଶ୍ୱ ଚାମ୍ପିୟନ ଫ୍ରାନ୍ସର ବିଦାୟ

ବୁଖାରେଷ୍ଟ, ୩୦।୬(ଏପି)-ୟୁରୋ କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟର ସୋମବାର ବିଳମ୍ବିତ ରାତିରେ ଅନୁଷ୍ଠିତ ଏକ ମ୍ୟାଚରେ ସୁଇଜରଲାଣ୍ଡ ପେନାଲ୍ଟି ଶୁଟ୍‌ ଆଉଟ୍‌ ୫-୪ ଗୋଲରେ ଫ୍ରାନ୍ସକୁ ପରାସ୍ତ...

ଏକାଠି ଖେଳିପାରିବେ ନାହିଁ ଭାରତ-ପାକିସ୍ତାନ ଖେଳାଳି : ବିସିସିଆଇ

ନୂଆଦିଲ୍ଲୀ,୨୭।୧୨(ପି.ଟି.)- ବାଂଲାଦେଶ ପ୍ରତିଷ୍ଠାତା ବଙ୍ଗବନ୍ଧୁ ଶେଖ ମୁଜିବୁର ରେହମାନଙ୍କ ଜନ୍ମ ଶତବାର୍ଷିକ ଅବସରରେ ଏସିଆ ଏକାଦଶ ଓ ବିଶ୍ୱ ଏକାଦଶ ମଧ୍ୟରେ ଦୁଇଟି ଟି୨୦ ଅଫିସିଆଲ...

Advertisement
Archives

Model This Week