Posted inଖେଳ

ଆଇପିଏଲ୍‌ ପ୍ଲେଅଫ ମିସ କରିବେ ଦକ୍ଷିଣ ଆଫ୍ରିକାର ଏହି ପ୍ରମୁଖ ଖେଳାଳି

ଜୋହାନ୍ସବର୍ଗ,୧୫ା୫: ଅଷ୍ଟ୍ରେଲିଆ ବିପକ୍ଷ ଓ୍ବାଲର୍‌ଡ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ଲାଗି ଦକ୍ଷିଣ ଆଫ୍ରିକା ଦଳରେ ସ୍ଥାନ ପାଇଥିବା ଖେଳାଳିମାନେ ଆଇପିଏଲ୍‌ ଫ୍ଲେଅଫ୍‌ ମିସ କରିବେ। କାରଣ ସେମାନଙ୍କୁ ୨୬ ତାରିଖ ସୁଦ୍ଧା ଛାଡ଼ିବା ଲାଗି ବିସିସିଆଇ ପକ୍ଷରୁ ଗୁରୁବାର ସମସ୍ତ ଆଇପିଏଲ୍‌ ଫ୍ରାଞ୍ଚାଇଜ ଲାଗି ଆଡଭାଇଜରି ଜାରି କରାଯାଇଛି।

ଦକ୍ଷିଣ ଆଫ୍ରିକା ଟେଷ୍ଟ ଦଳରେ ସ୍ଥାନ ପାଇଥିବା କାଗିସୋ ରାବାଡା (ଗୁଜରାଟ ଟାଇଟନ୍ସ), ଏଡେନ ମାରକ୍ରାମ (ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ), ମାର୍କୋ ଜାନସେନ (ପଞ୍ଜାବ କିଙ୍ଗ୍ସ), ଟ୍ରିଷ୍ଟାନ ଷ୍ଟବ୍ସ (ଦିଲ୍ଲୀ କ୍ୟାପିଟାଲ୍ସ), ଲୁଙ୍ଗି ଏନଗିଡି (ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ), ଓ୍ବିଆମ ମୁଲ୍ଡର (ସନରାଇଜର୍ସ ହାଇଦ୍ରାବାଦ), ରିୟାନ ରିକଲଟନ ଓ କର୍ବିନ ବୋଶ୍ଚ (ମୁମ୍ବାଇ ଇଣ୍ଡିଆନ୍ସ) ଆଦି ୮ ଖେଳାଳି ଦକ୍ଷିଣ ଆଫ୍ରିକା ଦଳର ଅନ୍ୟ ଖେଳାଳିଙ୍କ ସହ ଆସନ୍ତା ୩୦ ତାରିଖରେ ୟୁକେ ଟୁର କରିବେ। ଡବ୍ଲ୍ୟୁଟିସି ଫାଇନାଲ ପୂର୍ବରୁ ପ୍ରସ୍ତୁତି ଲାଗି ଅରୁଣ୍ଡେଲଠାରେ ଜିମ୍ବାଓ୍ବେ ବିପକ୍ଷରେ ୩ ତାରିଖରୁ ଏକ ଓ୍ବାର୍ମ-ଅପ ମ୍ୟାଚ୍‌ ଖେଳାଯିବ। ଦକ୍ଷିଣ ଆଫ୍ରିକା ଦଳରେ ସ୍ଥାନ ପାଇନଥିବା ଅନ୍ୟ ସମସ୍ତ ଖେଳାଳି ଓ ଓ୍ବେଷ୍ଟଇଣ୍ଡିଜ ଖେଳାଳି ଆଇପିଏଲ୍‌ ଶେଷ ପର୍ଯ୍ୟନ୍ତ ଖେଳିବେ।


Enter your email to get our daily news in your inbox.

All Right Reserved By Dharitri.Com

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?