ଭାରତର ପ୍ରଶଂସା କଲେ ସାଧାରଣତନ୍ତ୍ର ଦିବସରେ ପ୍ରବାସୀ ସମ୍ମାନ ପୁରସ୍କାର ବିଜେତା

ଜୋହାନସବର୍ଗ,୨୭ ।୧: ଦକ୍ଷିଣ ଆଫ୍ରିକାର ଜୋହାନସବର୍ଗରେ ଭାରତର ମହାବାଣିଜ୍ୟଦୂତାବାସରେ ୭୪ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଛି । ଏହି ଅବସରରେ ଜୋହାନସବର୍ଗରେ ଭାରତର ମହାବାଣିଜ୍ୟଦୂତ ମହେଶ କୁମାର ଦକ୍ଷିଣ ଆଫ୍ରିକା ପ୍ରବାସି ସମ୍ମାନ ପୁରସ୍କାର ବିଜେତାଙ୍କ ପାଇଁ ସ୍ୱାଗତ ସମାରୋହର ଆୟୋଜନ କରିଥିଲେ । ତିନ ଦକ୍ଷିଣ ଆଫ୍ରିକା ପ୍ରବାସି ସମ୍ମାନ ପୁରସ୍କାର ବିଜେତା ସ୍ୱାଗତ ସମାରୋହରେ ଭାରତ ଓ ଦକ୍ଷଣ ଆଫ୍ରିକା ମଧ୍ୟରେ ଥିବା ସମ୍ପର୍କ ଉପରେ ଚର୍ଚ୍ଚା କରିଥିଲେ ।
ସମାରୋହରେ ପ୍ରେସିଡେନ୍ସିରେ ପୂର୍ବତନ ମନ୍ତ୍ରୀ ଡା. ଏସୋପ ପହାଡ କହିଥିଲେ ଦକ୍ଷିଣ ଆଫ୍ରିକାରେ ଭାରତୀୟ ମିଶନ ଦ୍ୱାରା ଆୟୋଜିତ ଯେ କୌଣସି କାର୍ଯ୍ୟକ୍ରମରେ ସାମିଲ ହେବା ଏକ ବିଶେଷାଧିକାର ଥିଲା କାରଣ ଭାରତ-ଦକ୍ଷିଣ ଆଫ୍ରକା ସମ୍ପର୍କ ମହାତ୍ମା ଗାନ୍ଧୀଙ୍କ ସମୟରୁ ରହିଆସିଛି । ଏହା କେବେ ଭୁଲି ହେବନାହିଁ ଯେ ଭାରତୀୟ ସ୍ୱାଧିନତାର ଜନକ ଗାନ୍ଧିଜୀ ତାଙ୍କର ସଂଘର୍ଷ ଦକ୍ଷିଣ ଆଫ୍ରିକାରୁ ଆରମ୍ଭ କରିଥିଲେ ଏବଂ ଏହି ସ୍ଥାନରୁ ସେ ଏହି ଆନ୍ଦୋଳନରେ ଜନତାଙ୍କୁ ଏକତ୍ରିତ କରିବାର ଗୁରୁତ୍ୱ ଜାଣିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

ସକାଳୁ ସକାଳୁ ପୂର୍ବତନ ବିଧାୟକଙ୍କୁ ଉଠାଇନେଲା ପୋଲିସ, ମମତାଙ୍କ ଘନିଷ୍ଠ ଥିଲେ..

କୋଲକାତା,୨୫।୯: ତୃଣମୂଳ କଂଗ୍ରେସର ସମସ୍ୟା କମିବାର ନାଁ ନେଉନାହିଁ । ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବିଧାୟକ ଅଜିତ ମାଇତିଙ୍କୁ ଠକେଇ ମାମଲାରେ ପୋଲିସ ଗିରଫ କରିଛି…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା

ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?