Posted inଖେଳ

ନିଜ ଦେଶର ଲିଗ୍‌ରେ ବିଶ୍ୱକପ୍‌ ଅଧିନାୟକଙ୍କୁ ମିଳିଲେନି କ୍ରେତା, ଖେଳପ୍ରେମୀ ଚକିତ

ନୂଆଦିଲ୍ଲୀ, ୨୦।୯: ଦକ୍ଷିଣ ଆଫ୍ରିକା ଟି-୨୦ ଲିଗ୍‌ ଲାଗି ମେଗା ନିଲାମ ଅନୁଷ୍ଠିତ ହୋଇଛି। ଏଥିରେ ଯୁବ ବ୍ୟାଟ୍ସମ୍ୟାନ୍‌ ଟ୍ରିଷ୍ଟାନ ଷ୍ଟବ୍ସ ସବୁଠାରୁ ମହଙ୍ଗା ଖେଳାଳି ଭାବେ ୪ କୋଟିରୁ ଅଧିକ ମୂଲ୍ୟରେ ବିକ୍ରି ହୋଇଛନ୍ତି। ହେଲେ ଏହି ଲିଗ୍‌ରେ ଦକ୍ଷିଣ ଆଫ୍ରିକା ଅନ୍ତର୍ଜାତୀୟ ଟିମ୍‌(ବିଶ୍ୱକପ୍‌ ଲାଗି ଚୟନ ହୋଇଥିବା)ର ଅଧିନାୟକ ଥିବା ଟେମ୍ବା ବାଭୁମାଙ୍କୁ କେହି କ୍ରେତା ମିଳିନାହାନ୍ତି, ଯାହାକି ଚର୍ଚ୍ଚାର ବିଷୟ ପାଲଟିଛି।
ତେବେ ଡେନ୍‌ ଏଲଗର ବର୍ତ୍ତମାନ ଦକ୍ଷିଣ ଆଫ୍ରିକା ଟେଷ୍ଟ ଦଳର ଅଧିନାୟକ ଥିବା ବେଳେ ବାଭୁମା ଧଳା ବଲ୍‌ କ୍ରିକେଟରେ ଦଳର ଅଧିନାୟକ ଅଟନ୍ତି। ଏଭଳି ସ୍ଥିତିରେ ତାଙ୍କୁ କୌଣସି ଦଳ କିଣିନଥିବା ଖେଳପ୍ରେମୀଙ୍କୁ ଚକିତ କରିଛି।

ଦକ୍ଷିଣ ଆଫ୍ରିକା ଟି-୨୦ ଲିଗ୍‌ରେ ମୋଟ ୬ ଟିମ୍‌ ଭାଗ ନେଉଛନ୍ତି। ପ୍ରତିଟି ଟିମ୍‌ର ମାଲିକ ଆଇପିଏଲ୍‌ ସହ ଜଡ଼ିତ ଭାରତୀୟ ଥିବା ଜଣାପଡ଼ିଛି। ହେଲେ ଏହି ଲିଗ୍‌ରେ ଭାରତୀୟ ଖେଳାଳି ଭାଗ ନେଉନାହାନ୍ତି। ପ୍ରତିଟି ଟିମ୍‌ରେ ୧୭ ଖେଳାଳି ରହିଛନ୍ତି। ସେହିଭଳି ଏକାଦଶରେ ଆଇପିଏଲ୍‌ ଭଳି ୪ ବିଦେଶୀ ଖେଳାଳିଙ୍କୁ ସୁଯୋଗ ମିଳିପାରେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏ କେଉଁ ପ୍ରକାର ସଙ୍କେତ? ଶ୍ରୀମନ୍ଦିର ନୀଳଚକ୍ର ଉପରେ ପୁଣି ବସିଲା ଚିଲ

ପୁରୀ,୩୦।୩( ଅଜିତ୍ କୁମାର ମହାନ୍ତି)ଶ୍ରୀମନ୍ଦିର ନୀଳଚକ୍ର ଉପରେ ଲଗାତାର ଚିଲ ବସୁଥିବା ଦେଖିବାକୁ ମିଳୁଛି ।  ସୋମବାର ସକାଳୁ ଚିଲ ବସିଥିବା ଦେଖିବାକୁ ମିଳିଛି । ଏକ…

ଶୁଣୁନି ପ୍ରଶାସନ: ରାଶନ କାର୍ଡ, ଭତ୍ତାରୁ ବଞ୍ଚିତ ମହିଳା

ନନ୍ଦପୁର/ପାଡୁଆ, ୩୦।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ)-କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ପାଡୁଆ ପଞ୍ଚାୟତ ସଦର ମହକୁମା ଉପରସାହିର ଲକ୍ଷ୍ମୀ ଖରା(୬୬) ସରକାରଙ୍କ ରାଶନ କାର୍ଡ, ଭତ୍ତା ଆଦି…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ଲୋମ ଟାଙ୍କୁରି ଉଠିବ…. ଅବୈଧ ସମ୍ପର୍କ ପାଇଁ ପ୍ରେମିକାକୁ ମାରି ଖଣ୍ଡ ଖଣ୍ଡ କଲା ପ୍ରେମିକ, ଫ୍ରିଜରେ ପୁରାଇ….

ନୂଆଦିଲ୍ଲୀ,୩୦।୩: ବିଶାଖାପାଟଣାରେ ଏକ ଲୋମହର୍ଷଣକାରୀ ଘଟଣା ବର୍ତ୍ତମାନ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି । ଏଠାରେ ଜଣେ ବ୍ୟକ୍ତି ସାମାନ୍ୟ ଯୁକ୍ତିତର୍କ ପରେ ଜଣେ ମହିଳାଙ୍କୁ…

ସୁସ୍ଥ ରହିବେ ବୟସ୍କ ବ୍ୟକ୍ତି

ଦଶ ବର୍ଷ ପୂର୍ବେ ମନୁଷ୍ୟର ହାରାହାରି ଜୀବନକାଳ ପ୍ରାୟ ୬୩ ବର୍ଷ ଥିଲା। ଡାକ୍ତରୀ ବ୍ୟବସ୍ଥାର ସୁବ୍ୟବସ୍ଥା ଏବଂ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗୁଁ ଆମର ହାରାହାରି ବୟସ…

‘ଧରିତ୍ରୀ’ ବିରୋଧରେ ଅଭିଯୋଗ ଭିତ୍ତିହୀନ, ମାମଲା ଖାରଜ କଲେ କୋର୍ଟ

ପୁରୀ/ଗୋପ,୩୦ା୩( ଅଜିତ ମହାନ୍ତି/ ଭାରତୀ ଭୂଷଣ ଉପାଧ୍ୟାୟ): ଜାଲ ସାର୍ଟିଫିକେଟ ରାକେଟ ସମ୍ପର୍କିତ ଖବର ପ୍ରକାଶନ ବିରୋଧରେ ଧରିତ୍ରୀ ଏବଂ ଏହାର ଖବରଦାତାଙ୍କ ବିରୋଧରେ ହୋଇଥିବା ଏକ…

ଫୁଲ ତୋଳିବା ହେଲା କାଳ, କୂଅରେ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ବାହିରିପଡ଼ା ଜମି ଭିତରେ ଥିବା ଏକ ପରିତ୍ୟକ୍ତ କୂଅରେ ପଡ଼ି ଜଣେ ବୃଦ୍ଧା ମହିଳାଙ୍କ…

ଅପମାନିତ ହେଲା ପାକିସ୍ତାନ: PSLରେ ବଲ ଟ୍ୟାମ୍ପରିଂ? ଫଖର ଜମାନଙ୍କ କାର୍ଯ୍ୟ କ୍ୟାମେରାରେ କଏଦ

ଇସଲାମାବାଦ,୩୦।୩: ପାକିସ୍ତାନ ସୁପର ଲିଗ (PSL 2026) ଆରମ୍ଭ ହେବାର ମାତ୍ର କିଛି ଦିନ ହେଲାଣି, ତଥାପି ଏହା ମଧ୍ୟରେ ଏକ ବଡ଼ ବିବାଦ ଦେଖାଦେଇଛି। ମ୍ୟାଚରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri