Posted inଖେଳ

ଭାରତ ବିପକ୍ଷ ଟି-୨୦ ସିରିଜ୍‌ ପାଇଁ ଦକ୍ଷିଣ ଆଫ୍ରିକା ଦଳ ଘୋଷଣା, ଏହି ଯୁବ ଖେଳାଳିଙ୍କୁ ମିଳିଲା ଅଧିନାୟକତ୍ୱ

ନୂଆଦିଲ୍ଲୀ,୪।୧୨: ଡିସେମ୍ବର ୧୦ରୁ ଦକ୍ଷିଣ ଆଫ୍ରିକା ଗସ୍ତରେ ଭାରତୀୟ ଦଳ ସମସ୍ତ ତିନୋଟି ଫର୍ମାଟର ଏକ ସିରିଜ୍‌ ଖେଳିବ। ଆୟୋଜିତ ହେବାକୁ ଥିବା ଟି -୨୦ ସିରିଜ୍‌ ପାଇଁ ଦକ୍ଷିଣ ଆଫ୍ରିକା ଦଳ ଘୋଷଣା କରିଛି, ଯାହାର ଦାୟିତ୍ୱ ଏଡନ ମାର୍କ୍ରାମଙ୍କୁ ଦିଆଯାଇଛି।

ଦକ୍ଷିଣ ଆଫ୍ରିକା ଦଳ : ଏଡନ ମାର୍କ୍ରାମ (ଅଧିନାୟକ), ବାର୍ଟମ୍ୟାନ, ବ୍ରେଟ ଜଙ୍କେ, ଏନ ବଗର୍ର୍‌, କୋଏଟ୍‌ଜି, ଡୋନୋବନ, ହେଣ୍ଡ୍ରିକ୍ସ, ଜାନସେନ, କ୍ଲାସେନ, ମହାରାଜ, ମିଲର୍‌, ଏନାଗିଡି, ଫେହୁଲୁକୱାୟୋ, ଶସ୍ମି, ଷ୍ଟବ୍ସ, ଲିଜାଡ ୱିଲିୟମ୍ସ।


Enter your email to get our daily news in your inbox.

All Right Reserved By Dharitri.Com

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

ଯୋଡ଼ାରେ ବିଦେଶୀ ପକ୍ଷୀ

ଯୋଡା,୨୪ା୩(ମାନସ ମହାନ୍ତି)- କେନ୍ଦୁଝର ଜିଲା ଯୋଡ଼ା ସହରରେ ବିରଳ ଆଇବିସ ପକ୍ଷୀ ଦେଖିବାକୁ ମିଳିଛି। ଯୋଡ଼ା ଭଳି ଖଣି ଓ ଶିଳ୍ପ ଅଞ୍ଚଳରେ ଦେଖାଦେଇଥିବା ଏହି ବିଦେଶୀ…

ଏପ୍ରିଲ ୨୭ରୁ ନୃସିଂହନାଥ ବୈଶାଖ ମେଳା

ପାଇକମାଳ,୨୪ା୩(ବଡ଼ ଶତପଥୀ): ଗନ୍ଧମାର୍ଦ୍ଦନ ପର୍ବତର ପାଦ ଦେଶରେ ଥିବା ପ୍ରସିଦ୍ଧ ଶ୍ରୀ ନୃସିଂହନାଥ ମନ୍ଦିର ମିଟିଂ ହଲରେ ଆସନ୍ତା ବୈଶାଖ ମେଳା ପାଳନ ନେଇ ଏକ ପ୍ରସ୍ତୁତି…

ଉପକୂଳରେ ସମରାଭ୍ୟାସ ‘ସାଗର କବଚ’ ଆରମ୍ଭ

ଛତ୍ରପୁର,୨୪ା୩(ଦିଲୀପ ସାମଲ): ସମୁଦ୍ର ପଥରେ ସମ୍ଭାବ୍ୟ ଆତଙ୍କବାଦୀ ଅନୁପ୍ରବେଶ ଏବଂ ସାମୁଦ୍ରିକ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ପାଇଁ ମଙ୍ଗଳବାରଠାରୁ ଗଞ୍ଜାମ ଉପକୂଳରେ ମିଳିତ ସମରାଭ୍ୟାସ…

ଯୁଦ୍ଧ ବୁଡାଜାହାଜ ପଠାଇଲା ଆମେରିକା, ଚାଇନା ସହ ଯୁଦ୍ଧ ସଙ୍କେତ! ୩ ମହାସାଗରରେ ହଲଚଲ…

ବେଜିଂ,୨୪।୩: ଚୀନ ଏକ ବିଶାଳ ଜଳମଗ୍ନ ସର୍ଭେ ଏବଂ ମ୍ୟାପିଂ ଅପରେସନ ଆରମ୍ଭ କରୁଛି। ଏହାର ଉଦ୍ଦେଶ୍ୟ ହେଉଛି ସମୁଦ୍ର ବିଷୟରେ ଗଭୀର ସୂଚନା ସଂଗ୍ରହ କରିବା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri