Posted inଖେଳ

ଭାରତକୁ ହଟାଇ ପଏଣ୍ଟ ଟେବୁଲ୍‌ ଶୀର୍ଷରେ ଦକ୍ଷିଣ ଆଫ୍ରିକା

ପୁଣେ,୧।୧୧: ଦକ୍ଷିଣ ଆଫ୍ରିକା ନ୍ୟୁଜିଲାଣ୍ଡକୁ ୧୯୦ ରନ ବ୍ୟବଧାନରେ ପରାସ୍ତ କରିଛି। ଜିତିବା ପାଇଁ ନ୍ୟୁଜିଲାଣ୍ଡ ୩୫୮ ରନ ଲକ୍ଷ୍ୟ ଥିଲା, କିନ୍ତୁ କିୱି ଦଳ ମାତ୍ର ୧୬୭ ରନ୍‌ରେ ସୀମିତ ରହିଥିଲା। ଦକ୍ଷିଣ ଆଫ୍ରିକାର ବୋଲରଙ୍କ ସାମ୍ନାରେ ନ୍ୟୁଜିଲାଣ୍ଡର ବ୍ୟାଟ୍ସମ୍ୟାନ୍‌ମାନେ ଅସହାୟ ମନେ ହେଉଥିଲେ। ନ୍ୟୁଜିଲାଣ୍ଡର ବ୍ୟାଟ୍ସମ୍ୟାନ୍‌ମାନେ ନିୟମିତ ବ୍ୟବଧାନରେ ପାଭିଲିୟନକୁ ଫେରିଥିଲେ। ଫଳସ୍ବରୂପ କିୱି ଦଳକୁ ଏକ ବଡ଼ ପରାଜୟର ସାମ୍ନା କରିବାକୁ ପଡିଲା।
ଏହି ବିଜୟ ପରେ ଦକ୍ଷିଣ ଆଫ୍ରିକା ଦଳ ପୁଣି ଥରେ ପଏଣ୍ଟ ଟେବୁଲରେ ଶୀର୍ଷରେ ପହଞ୍ଚିଛ। ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ ଦଳ ପଏଣ୍ଟ ଟେବୁଲରେ ଦ୍ୱିତୀୟ ସ୍ଥାନକୁ ଖସି ଆସିଛି। ବର୍ତ୍ତମାନ ଦକ୍ଷିଣ ଆଫ୍ରିକା ୭ଟି ମ୍ୟାଚରେ ୧୨ ପଏଣ୍ଟ ପାଇଛି। ଗୋଟିଏ ମ୍ୟାଚ୍‌ରେ ପରାଜୟର ସମ୍ମୁଖୀନ ହୋଇଥିବାବେଳେ ଦକ୍ଷିଣ ଆଫ୍ରିକା ଦଳ ୬ଟି ମ୍ୟାଚ ଜିତିଛି। ୬ଟି ମ୍ୟାଚରେ ଭାରତୀୟ ଦଳ ୧୨ ପଏଣ୍ଟ ପାଇଛି। ଭାରତୀୟ ଦଳ ଏହାର ସମସ୍ତ ମ୍ୟାଚ ଜିତିଛି। ଏହିପରି ଭାରତ ଏବଂ ଦକ୍ଷିଣ ଆଫ୍ରିକାର ସମାନ ୧୨-୧୨ ପଏଣ୍ଟ ରହିଛି, କିନ୍ତୁ ଭଲ ନେଟ ରନ ରେଟ୍‌ ହେତୁ ଦକ୍ଷିଣ ଆଫ୍ରିକା ଦଳ ଶୀର୍ଷରେ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri