Posted inଖେଳ

ଟସ ଜିତିଲା ଦକ୍ଷିଣ ଆଫ୍ରିକା, ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି…

ରାଞ୍ଚି,୯।୧୦ : ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜର ଦ୍ୱିତୀୟ ମ୍ୟାଚ ରାଞ୍ଚିରେ ଖେଳାଯାଉଛି। ଦକ୍ଷିଣ ଆଫ୍ରିକା ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଟିମ୍‌ ଦକ୍ଷିଣ ଆଫ୍ରିକାର ନିୟମିତ ଅଧିନାୟକ ଟେମ୍ବା ବାଭୁମା ଏହି ମ୍ୟାଚରେ ଖେଳୁ ନାହାଁନ୍ତି। କେଶବ ମହାରାଜ ତାଙ୍କ ସ୍ଥାନରେ ଅଧିନାୟକ ଭାବେ ଖେଳୁଛନ୍ତି। ଅଲରାଉଣ୍ଡର ଶାହବାଜ ଅହମ୍ମଦଙ୍କୁ ଭାରତ ପାଇଁ ଡେବ୍ୟୁ କରିବାର ସୁଯୋଗ ମିଳିଛି। ଟିମ ଇଣ୍ଡିଆ ସିରିଜ ସମାନ କରିବାକୁ ପଡ଼ିଆକୁ ଓହ୍ଲାଇଛି।

ଲକ୍ଷ୍ନୌରେ ପ୍ରଥମ ଏକଦିବସୀୟ ଜିତିବା ପରେ ଦକ୍ଷିଣ ଆଫ୍ରିକା୧-୦ରେ ଅଗ୍ରଣୀ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗିଲ୍‌ଙ୍କ ଅଧିନାୟକତ୍ୱକୁ ନେଇ ଗମ୍ଭୀରଙ୍କ ବଡ଼ ବୟାନ, ବୋଲରଙ୍କ…

ନୂଆଦିଲ୍ଲୀ,୨।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦ୍ୱିତୀୟ ଦିନିକିଆରେ ୪୦୬ ରନ୍‌ର ବଡ଼ ଲକ୍ଷ୍ୟକୁ ହାସଲ କରି ଭାରତ ଚମତ୍କାର ବିଜୟ ହାସଲ କରିଛି। ଏହି ମ୍ୟାଚ୍‌ରେ ଶୁବମନ ଗିଲ୍‌ଙ୍କ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି, ଆଜିଠୁ ଆନ୍ଦୋଳନକୁ ଓହ୍ଲାଇବ CJP

ମୁମ୍ବାଇ, ୨।୧୦(ପି.ଟି.): ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ସାମ୍ନାକୁ ଆସିବା ପରେ ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ କୁମାରଙ୍କ ତୁରନ୍ତ ଇସ୍ତଫା…

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଫାଇନାଲରେ ଏହି ୩ ପାକିସ୍ତାନୀ ଖେଳାଳି ଭାରତ ପାଇଁ କାଳ! ମ୍ୟାଚର ମୋଡ଼ ପଲଟାଇବାରେ ମାହିର, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ,୧।୧୦: ଭାରତ ଓ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ହେଲେ ରୋମାଞ୍ଚର କୌଣସି ଅଭାବ ରହେ ନାହିଁ। ଏବେ ଏସିଆନ ଗେମ୍ସ ୨୦୨୬ର ଫାଇନାଲରେ ଦୁଇ ଦଳ…

କ୍ରିକେଟରେ ବଡ଼ ନିୟମ ପରିବର୍ତ୍ତନ: ICC ଜାରି କଲା ନୂଆ ଗାଇଡଲାଇନ, ଏଣିକି ରନ୍‌ଆଉଟ୍‌ରେ…

ନୂଆଦିଲ୍ଲୀ,୧।୧୦: କ୍ରିକେଟରେ ଆଉ କିଛି ନିୟମ ବଦଳିଛି। ଆଇସିସି ପକ୍ଷରୁ ଘୋଷଣା କରାଯାଇଥିବା ଏହି ନୂଆ ନିୟମଗୁଡ଼ିକ ଅକ୍ଟୋବର ୧ କିମ୍ବା ଏହା ପରେ ଆରମ୍ଭ ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?