Posted inଖେଳ

ଟସ ଜିତିଲା ଦକ୍ଷିଣ ଆଫ୍ରିକା: ଡେବ୍ୟୁ କରୁଛନ୍ତି ପ୍ରସିଦ୍ଧ କ୍ରିଷ୍ଣା

ସେଞ୍ଚୁରିଅନ୍‌,୨୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଆଜିଠାରୁ ଆରମ୍ଭ ହୋଇଛି। ସେଞ୍ଚୁରିଅନର ସୁପରପୋର୍ଟ ପାର୍କରେ ଉଭୟ ଦଳ ମୁହାଁମୁହିଁ ହୋଇଛନ୍ତି। ମ୍ୟାଚର ପ୍ରଥମ ଦିନରେ ଦକ୍ଷିଣ ଆଫ୍ରିକାର ଅଧିନାୟକ ତେମ୍ବା ବାଭୁମା ଟସ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ପ୍ରସିଦ୍ଧ କ୍ରିଷ୍ଣା ଭାରତ ପାଇଁ ଡେବ୍ୟୁ କରିଥିବାବେଳେ ଦକ୍ଷିଣ ଆଫ୍ରିକା ପାଇଁ ଡେଭିଡ ବେଡିଙ୍ଗହମ ଏବଂ ନନ୍ଦ୍ରେ ବର୍ଗରଡେବ୍ୟୁ କରିଛନ୍ତି। ଦକ୍ଷିଣ ଆଫ୍ରିକା ମାଟିରେ ପ୍ରଥମଥର ପାଇଁ ଭାରତ ଟେଷ୍ଟ ସିରିଜ୍‌ ବିଜୟ ହାସଲ କରିବାକୁ ଚେଷ୍ଟା କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ଅନୁମୋଦନ ପରେ ଯୁକ୍ତ ୨ ପାଇଁ ମିଳିଲା ଅନୁମତି: ଅଞ୍ଚଳବାସୀଙ୍କ ମଧ୍ୟରେ ଖେଳିଗଲା ଖୁସିର ଲହରୀ

ଭଞ୍ଜନଗର,୨୧।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଆଉ ଏକ ଖୁସି ଖବର ପହଞ୍ଚିଛି। କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାର ୧୫ ବର୍ଷ ପରେ...

ବିରାଟ-ରୋହିତଙ୍କ କଟିବ ଦରମା! କିଏ କେଉଁ କାଟାଗୋରୀରେ ରହିବେ? ସେଣ୍ଟ୍ରାଲ କଣ୍ଟ୍ରାକ୍ଟକୁ ନେଇ BCCIର ବଡ଼ ବୟାନ

ନୂଆଦିଲ୍ଲୀ,୨୧।୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ପୁରୁଷ କ୍ରିକେଟ ପାଇଁ କେନ୍ଦ୍ରୀୟ ଚୁକ୍ତିନାମା ତାଲିକାକୁ ସୁଗମ କରିବାକୁ ପ୍ରସ୍ତୁତ ହେଉଛି। ଖେଳାଳିଙ୍କ କେନ୍ଦ୍ରୀୟ ଚୁକ୍ତିନାମାକୁ...

NASAରୁ ଅବସର ନେଲେ ସୁନିତା ୱିଲିୟମ୍ସ: ୨୭ ବର୍ଷ ସେବା, ମହାକାଶରେ ୬୦୮ ଦିନ…ଜାଣନ୍ତୁ ତାଙ୍କ ରେକର୍ଡ

ଓ୍ବାଶିଂଟନ୍‌,୨୧।୧: ଭାରତରେ ଜନ୍ମିତ ମହାକାଶଚାରୀ ସୁନିତା ୱିଲିୟମ୍ସ NASAରୁ ଅବସର ନେଇଛନ୍ତି। ସେ NASAରେ ୨୭ ବର୍ଷ କାମ କରିବା ପରେ ଅବସର ନେଇଛନ୍ତି। NASA...

ପ୍ରାଥମିକ ଶିକ୍ଷା: ଖାଲିପଡ଼ିଛି ୧୬,୯୭୩ ଶିକ୍ଷକ ପଦବୀ

ଭୁବନେଶ୍ୱର,୨୧ା୧ (ସୁଚିସ୍ମିତା ସାହୁ):ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ ଓ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ...

ନଏଡା ଦୁର୍ଘଟଣା

ଘନକୁହୁଡ଼ି ଯୋଗୁ ଦିଲ୍ଲୀ ପାଖ ତଥା ଉତ୍ତରପ୍ରଦେଶ ରାଜ୍ୟର ନ୍ୟୁ ଓଖଲା ଇଣ୍ଡଷ୍ଟ୍ରିଆଲ ଡେଭଲପ୍‌ମେଣ୍ଟ ଅଥରିଟି (ନଏଡା)ର ସେକ୍ଟର ୧୫୦ ନିକଟରେ ୧୬ ଜାନୁଆରୀ ୨୦୨୬...

ମଣ୍ଡିରୁ ଧାନ ଚୋରି ଅଭିଯୋଗ ପ୍ରସଙ୍ଗ: ୨ ଅଧିକାରୀଙ୍କ କଥାରେ ତାଳମେଳ ନାହିଁ

ଅମରପାଲି,୨୧ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ମଣ୍ଡିରେ ଚାଷୀ ବିକ୍ରି ପାଇଁ ରଖିଥିବା ଧାନରୁ ଗତ ୧୬ ତାରିଖ ରାତିରେ ୧୮ ପ୍ୟାକେଟ...

ICCର ଅଲ୍ଟିମେଟମ୍‌ ପରେ ବି ସୁଧୁରିଲାନି ବାଂଲାଦେଶ, ସିଧା ସିଧା ଶୁଣାଇଦେଲା ‘ଆମେ…’

ଢାକା,୨୧।୧: ଆସନ୍ତା ୭ ତାରିଖରୁ ହେବାକୁଥିବା ଟି୨୦ ବିଶ୍ୱକପ୍‌ରେ ଭାଗ ନେବା ପାଇଁ ବାଂଲାଦେଶ ଦଳ କୌଣସି ପରିସ୍ଥିତିରେ ଭାରତ ଯିବନାହିଁ। ୨୧ ତାରିଖ ସୁଦ୍ଧା...

୨୩ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି: ନେତାଜୀ ଜୟନ୍ତୀରେ ଯୋଗଦେବେ

ଭୁବନେଶ୍ୱର,୨୧ା୧(ରବିନାରାୟଣ ଜେନା):ଭାରତର ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ ଜାନୁଆରୀ ୨୩ରେ ଓଡ଼ିଶା ଗସ୍ତରେ ଆସି କଟକରେ ହେବାକୁ ଥିବା ନେତାଜୀ ଜୟନ୍ତୀରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଏସଂକ୍ରାନ୍ତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri