Posted inଖେଳ

ଇଂଲଣ୍ଡକୁ ହରାଇଲା ଦକ୍ଷିଣ ଆଫ୍ରିକା: ତଥାପି ମିଳିଲାନି ସେମି ଟିକେଟ

ଶାରଜା,୬।୧୧: ଟି୨୦ ବିଶ୍ୱକପ୍‌ ଗ୍ରୁପ୍‌-୧ର ଅନ୍ତିମ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ୧୦ ରନରେ ଇଂଲଣ୍ଡକୁ ପରାସ୍ତ କରିଛି। ଅନ୍ତିମ ଓଭରରେ ହ୍ୟାଟ୍ରିକ ଉଇକେଟ ହାସଲ କରି ଦ୍ରୁତ ବୋଲର କାଗିସୋ ରାବାଡ଼ା ଦଳକୁ ବିଜୟୀ କରାଇଛନ୍ତି। ସେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ବଲ୍‌ରେ ଯଥାକ୍ରମ କ୍ରିସ୍‌ ଓ୍ବକ୍ସ, ଇଅନ ମୋର୍ଗାନ ଓ କ୍ରିସ ଜୋର୍ଡାନଙ୍କୁ ଆଉଟ କରି ଚଳିତ ବିଶ୍ୱକପ୍‌ର ତୃତୀୟ ହ୍ୟାଟ୍ରିକ ଅର୍ଜନ କରିଛନ୍ତି। ପ୍ରଥମେ ବ୍ୟାଟିଂ କରି ଦକ୍ଷିଣ ଆଫ୍ରିକା ୨ ଉଇକେଟ ହରାଇ ୧୮୯ ରନ ସଂଗ୍ରହ କରିଥିଲା। ଜବାବରେ ଇଂଲଣ୍ଡ ୮ ଉଇକେଟ ହରାଇ ୧୭୯ ରନରେ ସୀମିତ ରହି ପରାସ୍ତ ହୋଇଥିଲା। ବିଜୟ ସତ୍ତ୍ୱେ ଦକ୍ଷିଣ ଆଫ୍ରିକା ସେମିଫାଇନାଲକୁ ଉଠିବାରେ ବିଫଳ ହୋଇଛି। ସମାନ ୮ ପଏଣ୍ଟ ପାଇଥିଲେ ମଧ୍ୟ ଉନ୍ନତ ରନରେଟ୍‌ ଭିତ୍ତିରେ ଇଂଲଣ୍ଡ ଓ ଅଷ୍ଟ୍ରେଲିଆ ସେମକୁ ଉଠିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri