ବାରବାଟୀ ବ୍ୟାଟଲ୍‌: ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା, ଏବେ କରିବ…

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟ୍ବେଣ୍ଟି ଟ୍ବେଣ୍ଟି ମୁକାବିଲା ବାରବାଟୀରେ ଖେଳାଯାଉଛି । ଏଥିପାଇଁ ପଡିଛି ଟସ୍ । ବାରବାଟୀରେ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି ଦକ୍ଷିଣ ଆଫ୍ରିକା । ପ୍ରଥମେ ବ୍ୟାଟିଂ କରିବ ଟିମ୍ ଇଣ୍ଡିଆ

ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ବରେ ପଡିଆକୁ ଓହ୍ଲାଇବ ଭାରତୀୟ ଦଳ । ଟିମ୍‌ରେ ୪ ଜଣଙ୍କୁ ବାଦ୍ ଦିଆଯାଇଛି । ଶୁଭମନ ଗିଲ୍‌ ଫିଟ୍‌ ହୋଇ ପ୍ଲେଇଂ ଇଲେଭେନକୁ ଫେରିଛନ୍ତି । ସେହିଭଳି ସଞ୍ଜୁ ସାମସନ, ହର୍ଷିତ ରାଣା, ଓ୍ବାଶିଂଟନ ସୁନ୍ଦର ଏବଂ କୁଲଦୀପ ଯାଦବଙ୍କୁ ବାହାରେ ରହିଛନ୍ତି ।

ଭାରତର ପ୍ଲେଇଂ ଇଲେଭେନ: ଅଭିଷେକ ଶର୍ମା, ଶୁଭମନ ଗିଲ୍, ସୂର୍ଯ୍ୟକୁମାର ଯାଦବ, ତିଲକ ବର୍ମା, ହାର୍ଦ୍ଦିକ ପାଣ୍ଡ୍ୟା, ଜିତେଶ ଶର୍ମା, ଶିବମ ଦୁବେ, ଅକ୍ଷରପଟେଲ, ଅର୍ଶଦୀପ ସିଂହ, ଜସପ୍ରୀତ ବୁମରାହ ଓ ବରୁଣ ଚକ୍ରବର୍ତ୍ତୀ


Enter your email to get our daily news in your inbox.

All Right Reserved By Dharitri.Com

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

ରାସ୍ତାରେ ଖୁଚୁରା ଟଙ୍କା ପକାଇ ମୁହୂର୍ତ୍ତକ ଭିତରେ ନେଇଗଲେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ

ଗଜପତି,(ଗିରିଧାରୀ ପରିଛା) ୧।୮: ଦିନଦ୍ୱିପ୍ରହରରେ ବ୍ୟାଙ୍କ ସାମ୍ନାରେ ଫିଲ୍ମ ଷ୍ଟାଇଲରେ ଲୁଟ୍। ରାସ୍ତାରେ ଖୁଚୁରା ଟଙ୍କା ପକାଇ ଧ୍ୟାନ ଭୁଲାଇଦେଲେ, ଆଉ ମୁହୂର୍ତ୍ତକ ଭିତରେ ୫ ଲକ୍ଷ…

୪୦ ଫୁଟ ତଳକୁ ଖସିଲା ବାଇକ୍; ଜଣେ ମୃତ, ଜଣେ ଗୁରୁତର

ଗୁଣୁପୁର, ୧/୮ (ସଂକେତ ପାତ୍ର): ରାୟଗଡ଼ା ଜିଲା ପୁଟାସିଂ ଥାନା ଅନ୍ତର୍ଗତ ଆରାଡୁଲ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ…

ମା’ ପାଇଁ ଭକ୍ତଙ୍କ ଉପହାର :ମନ୍ଦିରକୁ ୨ ଲକ୍ଷ ୫୪ ହଜାର ଟଙ୍କା ସହ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମା ଠାକୁରାଣୀ ଯାତ୍ରା କମିଟି ପକ୍ଷରୁ ମନ୍ଦିର ପରିଚାଳନା କମିଟି ଓ ବହୁ…

ଜ୍ଞାନବିଜ୍ଞାନ ମେଳା: ୨୧୦ ପ୍ରକଳ୍ପ ପ୍ରଦର୍ଶିତ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରଠାରେ ଶନିବାର ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟ…

odisha flood: ମହାନଦୀ ବନ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍‌, ସର୍ବୋଚ୍ଚ ଯନ୍ତ୍ରୀ କହିଲେ…

ଭୁବନେଶ୍ୱର,୧।୮: ଆଗକୁ ବର୍ଷା ନ ହେବା ଯାଏଁ ମହାନଦୀରେ ବନ୍ୟା ଆଶଙ୍କା ନାହିଁ ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ଶନିବାର ଗଣମାଧ୍ୟମକୁ…

ବିଭିନ୍ନ ବିଦ୍ୟାଳୟରେ ମାସିକ କ୍ଲଷ୍ଟରସ୍ତରୀୟ ବୈଠକ, ମୌଳିକ ସାକ୍ଷରତା ସଂଖ୍ୟା ଜ୍ଞାନ ନେଇ…

କର୍ଲାମୁଣ୍ଡା,୧ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଶନିବାର ମାସିକ କ୍ଲଷ୍ଟରସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନୋଡାଲ କ୍ଲଷ୍ଟର ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri