Posted inଖେଳ

ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା

ଗୁଆହାଟୀ,୨।୧୦: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ଗୁଆହାଟୀରେ ହୋଇଛି। ଏହି ମ୍ୟାଚ ଜିତି ପ୍ରଥମ ଥର ପାଇଁ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଟି-୨୦ ସିରିଜ ଜିତିବାକୁ ଚାହୁଁଛି ଭାରତ। ଏହି ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଆଫ୍ରିକୀୟ ଦଳ ଗୋଟିଏ ପରିବର୍ତ୍ତନ ହୋଇଥିବାବେଳେ ଭାରତୀୟ ଦଳରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାର ବିକାଶ ଉପରେ ମନ୍ତ୍ରୀଙ୍କ ଫୋକସ୍‌

ଛତ୍ରପୁର,୧୮ା୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସାମାଜିକ ଭିତିଭୂମିର ଉନ୍ନତି ପାଇଁ ସରକାରୀସ୍ତରରେ ବିଭିନ୍ନ ଯୋଜନାକୁ ତ୍ୱରାନ୍ବିତ କରାଯାଉଛି । ସ୍ବାସ୍ଥ୍ୟ ସେବା, ଶିକ୍ଷା ଏବଂ ପାନୀୟ ଜଳ…

ଶୁଖିଲା ପଡ଼ିଲାଣି ନଈ, ନାଳ: ଗୃହପାଳିତ ପ୍ରାଣୀଙ୍କ ପାଇଁ ଜଳକୁଣ୍ଡ ନିର୍ମାଣ କରାଯାଉ

କେସିଙ୍ଗା,୧୮ା୪(ତୁମେଶ୍ୱର ସାହୁ)- ଗ୍ରୀଷ୍ମତାତିକୁ ଦୃଷ୍ଟିରେ ରଖି କେସିଙ୍ଗା ଗୋଷ୍ଠୀ ପ୍ରାଣୀ ଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟ ଅନ୍ତର୍ଗତ ବିଭିନ୍ନ ପ୍ରାଣୀ ଚିକିତ୍ସାଳୟ ଓ ପ୍ରାଣୀସମ୍ପଦ ସହାୟକ କେନ୍ଦ୍ରରେ ଗୃହପାଳିତ…

ଏମିତି କାମ କଲେ ଦିବ୍ୟାଙ୍ଗ ଶିକ୍ଷକ, ଛୁଟୁଛି ପ୍ରଶଂସାର ସୁଅ

ଗଞ୍ଜାମ,୧୮ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ନିପଟ ମଫସଲ ତାରିଣୀ ପଲ୍ଲୀ ଗ୍ରାମରେ ରୁହନ୍ତି ଶିକ୍ଷକ ରବୀନ୍ଦ୍ର ସେଠୀ ଓ ତାଙ୍କ ପରିବାର। ରବୀନ୍ଦ୍ର ଜଣେ ଦିବ୍ୟାଙ୍ଗ ହୋଇଥିଲେ…

୪ ମାସ ତଳେ କରିଥିଲେ ପ୍ରେମ ବିବାହ: ନବବଧୂଙ୍କୁ ତଣ୍ଟି ଚିପି ହତ୍ୟା, ଏଭଳି ଅଭିଯୋଗ ଆଣି…

ଥୁଆମୂଳ ରାମପୁର, ୧୮ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଧୀନ କାଦୋବେଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୧୮ ବର୍ଷୀୟା…

ବରଗଡ଼ରେ ହୋଇନାହିଁ ସ୍କୁଲ ଛୁଟି ଘୋଷଣା, ଘୂରି ବୁଲୁଛି ନକଲି ଚିଠି

ବରଗଡ଼,୧୮ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ତାତି, ଗୁଳୁଗୁଳି ବଢ଼ି ଚାଲିଛି। ଅନ୍ୟପଟେ ସ୍କୁଲ, କଲେଜରେ ପାଠପଢ଼ା ଚାଲିଛି। ପୂର୍ବାହ୍ନ ସାଢ଼େ ୧୦ଟାରେ ଛୁଟି ହେଉଥିବା ଯୋଗୁ ଘରକୁ…

ଦେଶବାସୀଙ୍କୁ ସମ୍ବୋଧିତ କଲେ ମୋଦି, କହିଲେ ବିରୋଧୀ ନାରୀଙ୍କ ଆତ୍ମସମ୍ମାନକୁ…

ନୂଆଦିଲ୍ଲୀ,୧୮ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ରାତିରେ ଦେଶକୁ ସମ୍ବୋଧିତ କରିଛନ୍ତି। ନାରୀଶକ୍ତିକୁ କିପରି ରୋକାଯାଉଛି ଦେଶବାସୀ ଦେଖିଲେ ବୋଲି ପ୍ରଧାନମନ୍ତ୍ରୀ ସମ୍ବୋଧିତ କରି କହିଛନ୍ତି। ଏପରିକି…

ବରଗଛରେ ଝୁଲୁଥିଲା ଅଣଓଡ଼ିଆ ଶ୍ରମିକଙ୍କ ମୃତଦେହ, ଏଏସ୍‌ଆଇ ପହଞ୍ଚି…

ଦିଗପହଣ୍ଡି,୧୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମ ନିକଟ ଆନ୍ଧ୍ର ଇଟାଭାଟିରେ ରହି କାମ କରୁଥିବା ଜଣେ ଅଣଓଡ଼ିଆ ଶ୍ରମିକ ଶନିବାର ଭୋର୍‌ରେ…

ଶେଷ ଓଭରରେ ଦିଲ୍ଲୀର ରୋମାଞ୍ଚକ ବିଜୟ

ବେଙ୍ଗାଲୁରୁ,୧୮ା୪: ଡେଭିଡ୍‌ ମିଲରଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଖେଳାଯାଇଥିବା ଏକ ରୋମାଞ୍ଚକ ଆଇପିଏଲ୍‌ ମ୍ୟାଚ୍‌ରେ ୬ ଉଇକେଟରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri